Home

ଇସ୍ପାତ ଓ ଖଣି ବିଭାଗର ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୭ା୧୨(ବ୍ୟୁରୋ):ରାଜ୍ୟରୁ କରୋନା କଟକଣା ଏକ ପ୍ରକାର କୋହଳ ହୋଇସାରିଛି। ହେଲେ କିଛିଦିନ ହେବ ସ୍କୁଲ ଶିକ୍ଷକ ଏବଂ ଚାତ୍ରୀଛାତ୍ରମାନେ କେତେଗୁଡିଏ ସ୍ଥାନରେ କରୋନା ପଜେଟିଭ ହେଉଥିବା ଲକ୍ଷ୍ୟ କରାଯାଇଛି। ସେହିପରି ରାଜ୍ୟ ସରକାର ଷ୍ଟିଲ୍‌ ଏବଂ ମାଇନ୍ସ ବିଭାଗର ୧୫…

ଭାଜପା ଜିଲା ସଭାପତିଙ୍କ ଆପତ୍ତିଜନକ ଫଟୋ ଭାଇରାଲ

ବାଲେଶ୍ୱର ଅଫିସ, ୧୭।୧୨:ବାଲେଶ୍ୱର ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ସହ ଜଣେ ମହିଳାଙ୍କ ଆପତ୍ତିଜନକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ମହିଳା ଜଣକ କିଏ, କେଉଁ ଉଦ୍ଦେଶ୍ୟରେ ଏହି ଫଟୋ ପୋଷ୍ଟ କରାଯାଇଛି…

ଥାନାର ଦ୍ବାରସ୍ଥ ଦ୍ବିତୀୟ ସ୍ତ୍ରୀ

କାଳିଆପାଣି,୧୭ା୧୨(ଡି.ଏନ.ଏ.):ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ କାଙ୍କଡ଼ପାଳ ଗ୍ରାମର ଜଣେ ଯୁବକ ଦ୍ବିତୀୟ ବିବାହ କରି ଏବେ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ ପ୍ରଥମ ସ୍ତ୍ରୀ ଦ୍ୱିତୀୟ ସ୍ତ୍ରୀଙ୍କୁ ଘରେ ପୂରାଇ ନ ଦେବରୁ ଦ୍ବିତୀୟ ସ୍ତ୍ରୀ ଥାନା ଦ୍ବାରସ୍ଥ ହୋଇଛନ୍ତି। ସମ୍ପୃକ୍ତ…

ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତି ଅବହେଳା

ଜଗତ୍‌ସିଂହପୁର ଅଫିସ, ୧୭ା୧୨:ଜଗତ୍‌ସିଂହପୁର ବ୍ଲକ ମହିରାସ୍ଥିତ ରଥ ସରକାରୀ ଉଚ୍ଚ ବିଦ୍ୟାଳୟ ଏବେ ଅବହେଳିତ ହୋଇପଡ଼ିଛି। ଏହି ଉଚ୍ଚ ବିଦ୍ୟାଳୟ ୧୯୯୩ରୁ ସରକାରୀ ବିଦ୍ୟାଳୟର ମାନ୍ୟତା ପାଇଥିଲେ ସୁଦ୍ଧା ସରକାରଙ୍କ ୫-ଟି ଅନ୍ତର୍ଗତ ଆକାଂକ୍ଷିତ ବିଦ୍ୟାଳୟ ତାଲିକାରେ ସ୍ଥାନ ପାଇନାହିଁ। କେବଳ…

ଆଶା, ଆଶଙ୍କା ମଧ୍ୟରେ ଡଲ୍‌ଫିନ ସଂଖ୍ୟା ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ, ୧୭ା୧୨:ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ଗୁରୁବାରଠାରୁ ଡଲଫିନଙ୍କ ସଂଖ୍ୟା ଗଣନା ଆରମ୍ଭ ହୋଇଛି। କ୍ରମାଗତ ଭାବେ ୪ ବର୍ଷର ଡଲଫିନ୍‌ ସଂଖ୍ୟାର ବିଶ୍ଳେଷଣ କଲେ ଏମାନଙ୍କ ବୃଦ୍ଧିକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କ୍ରମାଗତ ଭାବେ…

ପ୍ରଥମ ପର୍ଯ୍ୟାୟରେ ଗଲା ୧.୯୬ ଲକ୍ଷ ବହି

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ):ଶିକ୍ଷାବର୍ଷ ୨୦୨୨-୨୩ ନିମନ୍ତେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ମାଗଣା ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ କେନ୍ଦ୍ରଠାରେ ଅନୁଷ୍ଠାନର ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଏବଂ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ…

କିଛି ଦିନ ଏକାଠି ରହିବା ଲିଭ୍‌-ଇନ୍‌ ରିଲେଶନଶିପ୍‌ ନୁହେଁ

ଚଣ୍ଡିଗଡ଼, ୧୭ା୧୨:ଯଦି ଦୁଇ ପ୍ରାପ୍ତବୟସ୍କ ଯୁବତୀ ଯୁବକ କିଛି ଦିନ ପାଇଁ ସହମତିରେ ଏକାଠି ରୁହନ୍ତି ତେବେ ସେମାନେ ବାସ୍ତବରେ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହୁଛନ୍ତି ବୋଲି କୁହାଯାଇପାରିବ ନାହିଁ। କେତେ ଦିନ ପର୍ଯ୍ୟନ୍ତ ସେମାନେ ଏକାଠି ରହୁଛନ୍ତି, ଜଣେ ଅନ୍ୟ ଜଣଙ୍କ…

‘ଏବେ ବି ନାରୀ ସୁରକ୍ଷା ଅନାଲୋଚିତ ବିଷୟ’

ନୂଆଦିଲ୍ଲୀ, ୧୭।୧୨:ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୯ ବର୍ଷ ପୂରିଛି। ୨୦୧୨ ଡିସେମ୍ବର ୧୬ ରାତିରେ ଏହି ବୀଭତ୍ସ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଦକ୍ଷିଣ ଦିଲ୍ଲୀରେ ଏକ ଚଳନ୍ତା ବସ୍‌ରେ ୨୨ ବର୍ଷୀୟ ପାରାମେଡିକ୍‌ ଛାତ୍ରୀ…

ଅକ୍ସିଜେନ୍‌, ଚିକିତ୍ସା ଉପକରଣ ପ୍ରସ୍ତୁତ ରଖ

ନୂଆଦିଲ୍ଲୀ, ୧୭।୧୨:କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ କେନ୍ଦ୍ର ସରକାର ଚିନ୍ତିତ ହୋଇପଡ଼ିଛନ୍ତି। ବୁଧବାର ଦେଶରେ ଆଉ ୧୪ ନୂଆ ମାମଲା ଚିହ୍ନଟ ହୋଇଛି। କର୍ନାଟକରେ ୫, ତେଲଙ୍ଗାନା ଓ ଦିଲ୍ଲୀରେ ୪ ଲେଖାଏଁ ଏବଂ ଗୁଜରାଟରେ ଜଣେ ସଂକ୍ରମିତ…

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହେଲେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ ଅସମ୍ଭବ

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଏହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି । ଯଦି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହୁଏ ତେବେ…

ଜେଜେ ମା’ଙ୍କୁ ମନେ ପକାଇଲେ ରାହୁଲ

ଡେରାଡୁନ,୧୬।୧୨: ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାଜପା ପରେ ଏବେ କଂଗ୍ରେସ ଏହାର ନିର୍ବାଚନ ପ୍ରଚାର ଉପରେ ଗୁରୁତ୍ୱ ଦେଉଛି। କଂଗ୍ରେସ ନେତା ତଥା ପୂର୍ବତନ ଦଳର ସଭାପତି ରାହୁଲ ଗାନ୍ଧୀ ଗୁରୁବାର ‘ବିଜୟ ସମ୍ମାନ…

କୋହଲି ଏବଂ ବିସିସିଆଇ ବିବାଦକୁ ନେଇ ପାକିସ୍ତାନ କ୍ରିକେଟର୍‌ କହିଲେ…

ଇସଲାମାବାଦ୍‌,୧୬।୧୨:ପାକିସ୍ତାନୀ କ୍ରିକେଟର ସଲମାନ ବଟ ବିରାଟ କୋହଲି ଏବଂ ବିସିସିଆଇ ବିବାଦକୁ ମଧ୍ୟକୁ ଜମ୍ପ୍‌ ମାରିଛନ୍ତି। ସେ କହିଛନ୍ତି ଯେ, ପ୍ରକୃତ କଥା ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱ ଦେବା ନୁହେଁ, ବରଂ ଅନ୍ୟ କିଛି। ଦକ୍ଷିଣ ଆଫ୍ରିକା ଗସ୍ତକୁ ଯିବା ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri