ରାହୁଲ ହୋଇ ପାରିବେ ପ୍ରଧାନମନ୍ତ୍ରୀ,ପିକେଙ୍କ କଥା ବଦଳିଲା…
ନୂଆଦିଲ୍ଲୀ, ୧୬।୧୨: ଦେଶର ପ୍ରାୟ ସମସ୍ତ ପ୍ରମୁଖ ରାଜନୈତିକ ଦଳ ସହ କାମ କରିଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ବର୍ତ୍ତମାନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…
ମହାପ୍ରୟାଣରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରଶ୍ରୀଦାଦା
ଭୁବନେଶ୍ବର,୧୬।୧୨(ବ୍ୟୁରୋ): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଗୁରୁବାର ସକାଳ ୯.୪୦ ମିନିଟରେ ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ ହସ୍ପିଟାଲରେ ୮୯ ବର୍ଷ ବୟସରେ ଶ୍ରୀଶ୍ରୀଦାଦା ଇହଲୀଳା ସମ୍ବରଣ କରିଛନ୍ତି। ଗତ କିଛିଦିନ ଧରି ସେ ଅସୁସ୍ଥତା ହେତୁ ସେ…
ବିବାଦକୁ ନେଇ ମୁଁ ଖୋଲନ୍ତୁ ଗାଙ୍ଗୁଲି : ଗାଭାସ୍କର
ନୂଆଦିଲ୍ଲୀ,୧୬।୧୨: ଦିନିକିଆ ଅଧିନାୟକତ୍ୱରୁ ହଟାଯିବା ପରେ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ସେ ଅନେକ ବିସ୍ଫୋରକ କଥା ପ୍ରକାଶ କରିଥିଲେ। ବିରାଟ କୋହଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ବିବୃତ୍ତିକୁ ମିଥ୍ୟା…
ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅନୁଚ୍ଛେଦ ୨୧ ଲାଗୁ ହେବ, ହାଇକୋର୍ଟଙ୍କ ରାୟ…
ନୂଆଦିଲ୍ଲୀ, ୧୬।୧୨: ରାତିରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆବଶ୍ୟକ ସୁବିଧା ସହିତ ମେଡିକାଲ କର୍ମଚାରୀଙ୍କୁ ଏଥିଲାଗି ପ୍ରସ୍ତୁତ ରଖିବାକୁ ସମସ୍ତ ସରକାରୀ ମେଡିକାଲକୁ କେରଳ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଜାରି କରିଛନ୍ତି। ବିଚାରପତି ପି.ଭି.କୁହ୍ନିକ୍ରିଷ୍ଣାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର…
ପାକିସ୍ତାନର ଷଡ଼ଯନ୍ତ୍ର, ନୂଆ ଦଳ ଗଠନ ପାଇଁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୧୬।୧୨: ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ଭାରତରେ ଅନୁପ୍ରବେଶ ଏବଂ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ବିଭିନ୍ନ ଆତଙ୍କବାଦୀ ସଂଗଠନ ସହ ଏକ ବୈଠକରେ ଆଇଏସଆଇ ନିର୍ଦ୍ଦେଶ ଦେଇଛି ଯେ ଜମ୍ମୁ-କଶ୍ମୀର ଏବଂ ଭାରତରେ ଆକ୍ରମଣ ପାଇଁ ନୂଆ ଦଳ…
ମୋଦି କଲେ ଏମିତି କାମ: ସୋସିଆଲ ମିଡିଆରେ ଛୁଟିଲା ପ୍ରଶଂସା ସୁଅ
ନୂଆଦିଲ୍ଲୀ,୧୬।୧୨: ଡିସେମ୍ବର ୧୩ ଏବଂ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ତାଙ୍କ ସ୍ବପ୍ନର ପ୍ରକଳ୍ପ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିଥିଲେ ଏବଂ ଗଙ୍ଗା ଆରତୀରେ ମଧ୍ୟ ଭାଗ…
୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ …
ନୂଆଦିଲ୍ଲୀ, ୧୬।୧୨: ସମସ୍ତ ଆବେଦନକାରୀଙ୍କୁ ୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟଙ୍କ ପକ୍ଷରୁ ମହାରାଷ୍ଟ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ବିଚାରପତି ଏମ୍.ଆର୍. ଶାହା ଏବଂ ବି.ଭି.…
ପ୍ରେମିକାଙ୍କ ସ୍ବାମୀଙ୍କୁ ଦେଖି ୫ ମହଲାରୁ ଡେଇଁଲେ ପ୍ରେମିକ: ଆଉ ତା’ପରେ
ଜୟପୁର,୧୬।୧୨: ରାଜସ୍ଥାନର ଜୟପୁରର ପ୍ରତାପନଗର ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଲିଭ୍-ଇନ ରିଲେସନଶିପରେ ରହୁଥିବା ଜଣେ ଯୁବକ ମହିଳାଙ୍କ ସ୍ବାାମୀଙ୍କୁ ଦେଖି ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ତଳକୁ ଡେଇଁ ମୃତ୍ୟୁବରଣ କରିଛନ୍ତି। ପୋଲିସର ସୂଚନାନୁସାରେ, ଉତ୍ତର…
ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର, ୧୬।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର…
ଦୀପିକା-ରଣଭୀରଙ୍କ ମଧ୍ୟରୁ କିଏ କାହାକୁ ବେଶୀ ଡରନ୍ତି
୨୦୨୧ରେ ବଲିଉଡ୍ର ସବୁଠୁ ପାୱାର୍ଫୁଲ୍ ଦମ୍ପତି ତାଲିକାର ସର୍ବାଗ୍ରେ ଅଛନ୍ତି ଅଭିନେତା ରଣଭୀର ସିଂ ଏବଂ ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଦୀପିକା ପାଦୁକୋନ। ଏକ ସର୍ଭେରେ ଏହି ଯୋଡି ଇଣ୍ଡଷ୍ଟ୍ରିରେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ…
ସୌରଭ-ବିରାଟଙ୍କୁ କପିଲଙ୍କ ପରାମର୍ଶ, ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କର…
ନୂଆଦିଲ୍ଲୀ, ୧୬।୧୨: ପୂର୍ବତନ ଭାରତୀୟ କ୍ରିକେଟର କପିଲ ଦେବ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ପରାମର୍ଶ ଦେଇଛନ୍ତି। ପରସ୍ପର ପ୍ରତି ଦୋଷାରୋପ କରିବା ଉଚିତ୍ ନୁହେଁ ବୋଲି ସେ କହିଛନ୍ତି। ଏବିପି ନ୍ୟୁଜ…
ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…
ନୂଆଦିଲ୍ଲୀ, ୧୬।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…
Archives


