ଆଜି ‘ପୁଷ୍ପା ଦ ରାଇଜ’, ‘୮୩’ର ପ୍ରିମିୟର, ଜାଣନ୍ତୁ କେଉଁ ଚ୍ୟାନେଲରେ ଦେଖିବେ…
ମୁମ୍ବାଇ: ୨୦୨୧ ବର୍ଷର ଦୁଇଟି ସୁପରଡୁପର ହିଟ୍ ଫିଲ୍ମ ‘ପୁଷ୍ପା ଦ ରାଇଜ’ ଏବଂ ‘୮୩’ଆଜି ଟିଭିରେ ପ୍ରସାରିତ ହେବ। ଫିଲ୍ମ ନିର୍ମାତା ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ଦର୍ଶକଙ୍କୁ ଏ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଛୋଟ…
କିଶିଦାଙ୍କୁ କୃଷ୍ଣ ପଙ୍ଖି ଉପହାର ଦେଲେ ମୋଦି…
ନୂଆଦିଲ୍ଲୀ,୨୦।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ଗସ୍ତରେ ଆସିଥିବା ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କୁ ’କୃଷ୍ଣ ପଙ୍ଖି’ ଉପହାର ଦେଇଛନ୍ତି। ଏହା ଚନ୍ଦନ କାଠରେ ନିର୍ମିତ ଏବଂ ଏହାର ପାର୍ଶ୍ୱରେ ଭଗବାନ ଶ୍ରୀକୃଷ୍ଣଙ୍କର ବିଭିନ୍ନ ସ୍ଥିତିକୁ ଚିତ୍ରଣ କରୁଥିବା କଳାକୃତି…
ରୁଷିଆ ପ୍ରତି ଅର୍ଥ ବ୍ୟବସ୍ଥାରୁ ନିଜକୁ ଦୂରେଇ ରଖିଛି ଚାଇନା
ମସ୍କୋ,୨୦ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୨୫ ଦିନ ହେବ ଜାରି ରହିଛି। ଦୁଇ ଦେଶ ମଧ୍ୟରେ ଲଢ଼େଇ ବନ୍ଦ ପାଇଁ ନାଁ ନେଉନି। ଅନେକ ଆଲୋଚନା ଏବଂ ବୈଠକ ପରେ ମଧ୍ୟ ଯୁଦ୍ଧକୁ ନେଇ ଉତ୍ତେଜନା ଲାଗିରହିଛି। ଏସବୁ…
ଦେଶର ପ୍ରଥମ ପେପର ଲେସ୍ ବିଧାନସଭା, ଇତିହାସ ରଚିଲା ନାଗାଲାଣ୍ଡ…
କୋହିମା,୨୦।୩ : ନାଗାଲାଣ୍ଡର ବିଧାନସଭା ସମଗ୍ର ଦେଶରେ ଇତିହାସ ସୃଷ୍ଟି କରିଛି। ନାଗାଲାଣ୍ଡ ବିଧାନସଭା ଦେଶର ପ୍ରଥମ ପେପର ଲେସ୍ (କାଗଜ ବିହୀନ) ବିଧାନସଭା ପାଲଟିଛି। ଶନିବାର ବିଧାନସଭା ସମ୍ପୂର୍ଣ୍ଣ କାଗଜ ବିହୀନ ହୋଇଛି। ଏଠାରେ ଜାତୀୟ ଇ-ବିଧାନ ଆପ୍ଲିକେଶନ (ନେଭା)…
ଉପକୂଳ ମୁହାଁ ‘ଆସାନି’, ହାଇ ଆଲର୍ଟ ଜାରି…
ନୂଆଦିଲ୍ଲୀ,୨୦।୩ : ଚଳିତ ବର୍ଷର ପ୍ରଥମ ସାଇକ୍ଲୋନିକ ଝଡ ’ଆସାନି’ ବିଷୟରେ ସତର୍କ ସୂଚନା ଜାରି କରାଯାଇଛି । ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଭାଗରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ କହିଛି। ଏହାର ପ୍ରଭାବରେ ଆଣ୍ଡାମାନ ଏବଂ…
ସିଆଲକୋଟରେ ବଡ଼ ଧରଣର ବିସ୍ଫୋରଣ
ଇସଲାମାବାଦ,୨୦ା୩: ଉତ୍ତର ପାକିସ୍ତାନର ସିଆଲକୋଟ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବିସ୍ଫୋରଣ ଏତେ ଜୋର୍ରେ ଥିଲା ଯେ ଏହାର ଶବ୍ଦ ଅନେକ ଦୂରରୁ ଶୁଣିବାକୁ ମିଳିଥିଲା। ଏକ ଗଣମାଧ୍ୟମର ସମ୍ପାଦକ ଋଷି…
ଯୁଦ୍ଧର ଛାତିଥରା ଦୃଶ୍ୟ,ଅନେକଙ୍କ ଜୀବନ ଗଲାଣି, ମାଟି ତଳେ ଦବି ରହିଛନ୍ତି ୧୧ ଶହରୁ ଅଧିକ…
ମସ୍କୋ/କ୍ୱିଭ୍,୨୦।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଲାଗିଥିବା ଯୁଦ୍ଧକୁ ୨୫ ଦିନ ବିତିଛି। ଏପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ କୌଣସି ଶାନ୍ତି ବୁଝାମଣା ହୋଇନାହିଁ। ଏହି ସମୟରେ, ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଫେବୃଆରୀ ୨୪ଠାରୁ ଯୁଦ୍ଧ ଆରମ୍ଭ ଦିନଠାରୁ…
ଏକାଥରକେ ୟୁକ୍ରେନ୍ର ୧୮ରୁ ଅଧିକ ସହର ଉପରେ ବୋମାବର୍ଷା ଯୋଜନା…
ମସ୍କୋ/କ୍ୱିଭ୍,୨୦।୩ : ରୁଷିଆ ୟୁକ୍ରେନର ୧୮ ରୁ ଅଧିକ ସହରରେ ଏୟାର ଷ୍ଟ୍ରାଇକ କରବାକୁ ଯୋଜନା ପ୍ରସ୍ତୁତ କରିଛି। ଏକାଥରକେ ଏସବୁ ସହରଗୁଡ଼ିକ ଉପରେ ବୋମାବର୍ଷା କରାଯିବାର ଯୋଜନା ହୋଇଛି। ରୁଷିଆର ଯୋଜନା ସମ୍ପର୍କରେ ଜଣାପଡ଼ିବା ପରେ ଏସବୁ ସହରଗୁଡିକରେ କ୍ରମାଗତ…
ନିର୍ବାଚନ ପ୍ରତିଶ୍ରୁତି ପୂରଣ ପାଇଁ ଆବଶ୍ୟକ ୫୭ ହଜାର କୋଟି…
ଲକ୍ଷ୍ନୌ,୨୦।୩ : ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ ଇନିଂସରେ କିଏ ନୂତନ ଅର୍ଥମନ୍ତ୍ରୀ ହେବେ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। କିନ୍ତୁ ନୂତନ ସରକାରଙ୍କ ପ୍ରଥମ ବଜେଟ ପାଇଁ ପ୍ରସ୍ତୁତ ହେଉଥିବା ଅର୍ଥ ବିଭାଗ ଭାଜପାର ଲୋକ କଲ୍ୟାଣ…
ୟୁକ୍ରେନ୍ ଲାଗି ସହାୟତା ଘୋଷଣା କଲେ ଫେଡେରର୍
ନୂଆଦିଲ୍ଲୀ,୨୦।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୨୫ ଦିନ ବିତିଗଲାଣି। ରୁଷିଆର ଲଗାତାର ରକେଟ ଓ ବୋମା ମାଡରେ ଧ୍ୱଂସ ହୋଇଗଲାଣି ୟୁକ୍ରେନର ଅନେକ ସହର। ଅନେକ ସ୍କୁଲ, କଲେଜ ମଧ୍ୟ ନଷ୍ଟ ହୋଇଗଲାଣି। ଏସବୁ ଭିତରେ…
ନ୍ୟୁକ୍ଲିୟର ଓ୍ବାର ଡ୍ରିଲ୍ ନିର୍ଦ୍ଦେଶ ଦେଲେ ପୁଟିନ୍…
ମସ୍କୋ,୨୦।୩ : ରୁଷିଆ ଏବଂ ୟୁକ୍ରେନ୍ ଯୁଦ୍ଧ ୨୫ରେ ପହଞ୍ଚିଛି। ବ୍ରିଟେନର କେତେକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଣବିକ ଯୁଦ୍ଧ ଯୋଜନା କରୁଥିବା ସଙ୍କେତ ଦେଇଛନ୍ତି। ପୁଟିନନ୍ୟୁକ୍ଲିୟର ଓ୍ବାର ଡ୍ରିଲ୍ ପାଇଁ ନିର୍ଦ୍ଦେଶ…
ଆତଙ୍କବାଦୀଙ୍କ ଟାର୍ଗେଟରେ ସାଧାରଣ ଲୋକେ-ସିଆରପିଏଫ୍ ଯବାନ…
ଶ୍ରୀନଗର,୨୦।୩ : ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର ଆତଙ୍କବାଦୀମାନେ ପୁଲୱାମା ଜିଲାର ସ୍ଥାନୀୟ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ସେ ଗୁରୁତର ଆହତ ହୋଇଛନ୍ତି। ରାତି ପ୍ରାୟ ୯ ଟା ୧୧୦ ସମୟରେ ମହମ୍ମଦ ଆକ୍ରାମ…

