Home

୪୮ ଘଣ୍ଟା ପ୍ରଚାର କରିପାରିବେନି ପ୍ରମିଳା

ଯାଜପୁର ଅଫିସ/ ବିଞ୍ଝାରପୁର(ଡି.ଏନ.ଏ.),୧୪ା୨: ପ୍ରଚାର ବେଳେ ଭୋଟରଙ୍କ ଉପରେ ଚାପ ପକାଇ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ଏହା ପ୍ରମାଣିତ ହେବା ପରେ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ ଅଭିନେତା

ଫେବୃୟାରୀ ୧୪କୁ ବିଶ୍ୱର ଅନେକ ଦେଶରେ ପ୍ରେମ ଦିବସ ବା ଭାଲେଣ୍ଟାଇନ୍ସ ଡେ’ ପାଳନ କରାଯାଏ। ଏହି ଦିନଟି ପ୍ରେମର ଅଭିବ୍ୟକ୍ତିର ଦିନ ବୋଲି କୁହାଯାଏ। ଅନେକ ପ୍ରସିଦ୍ଧ ସେଲିବ୍ରିଟି ଅଛନ୍ତି ଯେଉଁମାନେ ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଥିଲେ। ସଞ୍ଜୟ ଦତ୍ତଙ୍କ…

୧୨ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ଶ୍ରୀଲଙ୍କା

କଲମ୍ବୋ,୧୩।୨: ଶ୍ରୀଲଙ୍କା ନୌସେନା ୧୨ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି। ବେଆଇନ ଭାବେ ମାଛ ଧରିବା ପାଇଁ ୨ ଡଙ୍ଗା ମଧ୍ୟ ଜବତ କରିଛି। ରବିବାର ଏକ ସରକାରୀ ବିବୃତ୍ତିରେ ଏହି ସୂଚନା ଦିଆଯାଇଛି। ଶ୍ରୀଲଙ୍କା ନୌସେନା କହିଛି, ତଲାଇମନ୍ନାର…

ସ୍ବାମୀଙ୍କଠାରୁ ଅଲଗା ହେଲେ ଡ୍ରାମା କୁଇନ୍‌

ବଲିଉଡ୍‌ର ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ସ୍ବାମୀ ରିତେଶ ସିଂଙ୍କ ଠାରୁ ଅଲଗା ହୋଇଯାଇଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମରେ ରାଖୀ ନିଜେ ସୂଚନା ଦେଇଛନ୍ତି। ରାଖୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ପ୍ରିୟ ପ୍ରଶଂସକ ଏବଂ ଶୁଭେଚ୍ଛୁ, ମୁଁ କହିବାକୁ ଚାହେଁ ଯେ ରିତେଶ…

ଦିନେ ୨୦୦ ଟଙ୍କା ପାଇଁ ଖେଳୁଥିଲେ କ୍ରିକେଟ୍‌, ଏବେ ଆଇପିଏଲ୍‌ରେ କୋଟି କୋଟି ଟଙ୍କା କରିବେ ରୋଜଗାର

ବେଙ୍ଗାଲୁରୁ,୧୩।୨:କୁହାଯାଏ, ସମୟ ବଡ଼ ବଳବାନ। ସମୟକୁ ଅପେକ୍ଷା କଲେ ପରିଶ୍ରମର ଫଳ ନିଶ୍ଚେ ମିଳିଥାଏ। ଆଇପିଏଲ୍‌ ୨୦୨୨ର ନିଲାମରେ ଏହିପରି ଜଣେ ଖେଳାଳିଙ୍କ ଭାଗ୍ୟ ବଦଳିଯାଇଛି।ସେ ହେଉଛନ୍ତି ନବଦୀପ ସଇନି। ତାଙ୍କୁ ଆଇପିଏଲ ୨୦୨୨ର ମେଗା ନିଲାମରେ ୨.୬ କୋଟି ଟଙ୍କା…

ଶାହାଙ୍କୁ କଡ଼ା ଜବାବ ଦେଲେ ହରିଶ ରାଓ୍ବତ, ଆବଶ୍ୟକ ପଡିଲେ ସବୁକିଛି କରିପାରିବି

ଡେରାଡୁନ,୧୩।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ନିର୍ବାଚନ ହେବ। ଏଥିପାଇଁ ପ୍ରଚାର ଶେଷ ହୋଇଛି। କିନ୍ତୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ରବିବାର ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାୱତ ସ୍ବରାଷ୍ଟ୍ର ମନ୍ତ୍ରୀ…

ନକଲି ଭୋଟର ସାବଧାନ, ଧରାପଡ଼ିଲେ ଭୋଗିବେ ଜେଲ୍‌ ଦଣ୍ଡ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ନକଲି ଭୋଟର ବୋଲି ଜଣାପଡ଼ିଲେ ପୋଲିସରେ ଜିମା ଦିଆଯିବ। ପରିଚୟ ପତ୍ର ଭୁଲ ଥିଲେ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଆଉ ଦୁଇ ଦିନ ପରେ ପଞ୍ଚାୟତ ନର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନର ନକଲି ଭୋଟରଙ୍କୁ ସତର୍କ କରାଇ…

ଗିରଫ ହେଲେ ସୁନ୍ଦରଗଡ଼ ଏଡିଏମ୍‌

ଭୁବନେଶ୍ୱର/ସୁନ୍ଦରଗଡ଼,୧୩ା୨(ବ୍ୟୁରୋ/ଡି.ଏନ୍‌.ଏ.): ସୁନ୍ଦରଗଡ଼ର ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର ଶେଷରେ ଗିରଫ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ଆଧାରରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରବିବାର ତାଙ୍କୁ ଭୁବନେଶ୍ୱରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବିଶ୍ୱଜିତଙ୍କ ସ୍ତ୍ରୀଙ୍କ ବିରୋଧରେ ମଧ୍ୟ ଭିଜିଲାନ୍ସ…

‘କଂଗ୍ରେସ ସରକାରକୁ ଫେରିଲେ ଲୋକଙ୍କୁ ମାଗଣା ଗ୍ୟାସ ସିଲିଣ୍ଡର’

ଚଣ୍ଡିଗଡ,୧୩।୨:ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର ଜୋରସୋରରେ ଚାଲିଛି। ଶାସକ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳ ଲୋକଙ୍କ ଲୋଭନୀୟ ପ୍ରତିଶ୍ରୁତି ଦେବାରେ ବ୍ୟସ୍ତ ଅଛନ୍ତି। ରବିବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚାନ୍ନି ସରକାର ଫେରିବା ପରେ ଲୋକଙ୍କୁ…

ମଧୁବାଲା-ଦିଲୀପ କୁମାରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ଭଉଣୀ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତା ଦିଲୀପ କୁମାର ଏବଂ କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଫିଲ୍ମ ‘ମୋଗଲ-ଏ-ଆଜମ’ ଭାରତୀୟ ଫିଲ୍ମର ୍‌ବ୍ଲକବଷ୍ଟର ଫିଲ୍ମ ମଧ୍ୟରୁ ଅନ୍ୟତମ। ଫିଲ୍ମରେ ତାଙ୍କର ପ୍ରେମ କାହାଣୀ ଯେତିକି ଦୁଃଖଦ ଥିଲା ବାସ୍ତବ ଜୀବନର ପ୍ରେମ କାହାଣୀ ମଧ୍ୟ…

କ୍ୟାପଟେନଙ୍କୁ ଟାର୍ଗେଟ୍‌ କଲେ ପ୍ରିୟଙ୍କା

ଜଳନ୍ଧର,୧୩।୨: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ରବିବାର ନିର୍ବାଚନ ପ୍ରଚାର ପାଇଁ ପଞ୍ଜାବରେ ପହଞ୍ଚିଛନ୍ତି। ସର୍ବପ୍ରଥମେ, ସେ ନାଭି ସୋଚ ନଭା ପଞ୍ଜାବ ସମାବେଶକୁ ସମ୍ବୋଧିତ କରିବା ପାଇଁ କୋଟକାପୁରାରେ ପହଞ୍ଚିଥିଲେ। ଲୋକମାନଙ୍କୁ ସମ୍ବୋଧିତ କରିବାବେଳେ ପ୍ରିୟଙ୍କା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଆମେରିକାକୁ ଘାରିଛି ଚାଇନାର ଆମ୍ଫିବିୟସ୍‌ ବିମାନ ଚିନ୍ତା…

ଓ୍ବାଶିଂଟନ, ୧୩।୨ : ଆମ୍ଫିବିଆସ ବିମାନ ନିର୍ମାଣ କରିଛି ଚାଇନା। ଏହାକୁ ନେଇ ଆମେରିକାର ଚିନ୍ତା ବଢ଼ିବାରେ ଲାଗିଛି। ଚାଇନାରୁ ଏକ ଭିଡିଓ ରିଲିଜ ହୋଇଛି ଯେଉଁଥିରେ ବିମାନର ସମସ୍ତ ଚାରୋଟି ଇଞ୍ଜିନ ଏକାସାଙ୍ଗରେ ପରୀକ୍ଷଣ କରାଯାଉଥିବାର ଦେଖାଯାଇଛି। ସମ୍ପ୍ରତି, ଜାପାନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri