Home

ବ୍ୟକ୍ତିଗତ ଜୀବନରେ ବଡ଼ ନିଷ୍ପତ୍ତି ନେଇ ଚମକାଇଲେ ଅନୁଷ୍କା

ବମ୍ବେ: ବ୍ୟକ୍ତିଗତ ଜୀବନରେ ବଡ଼ ନିଷ୍ପତ୍ତି ନେଇ ଚମକାଇଲେ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା। ସେ ନିଜର ପ୍ରଯୋଜନା ସଂସ୍ଥା କ୍ଲିନ୍‌ ସ୍ଲେଟ୍‌ ଫିଲ୍ସରୁ ହଟିବାକୁ ନିଷ୍ପତ୍ତି ନେଇଛନ୍ତି। ପରିବାର ଏବଂ ଅଭିନୟରେ ମନୋନିବେଶ କରିବା ଲାଗି ସେ ସମ୍ପୂର୍ଣ୍ଣ ଭାବେ…

ବ୍ରହ୍ମଗିରିରେ ଫୁଟିଲା ୩୦ରୁ ଅଧିକ ବୋମା

ପୁରୀ ଅଫିସ,୧୯ା୩: ହୋଲି ଖେଳରୁ ଗାଁରେ ଫୁଟିଛି ୩୦ରୁ ଅଧିକ ବୋମା। ଆଜି ଏମିତି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ। ହୋଲି ଖେଳ ଚାଲିଥିବା ବେଳେ ଦଣ୍ଡୁଆସିପଡ଼ା ଗାଁରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।…

ୟୁକ୍ରେନ୍‌ ଆକ୍ରମଣକୁ ବିରୋଧ କଲେ ରୁଷିଆ ମହାକାଶଚାରୀ…

ମସ୍କୋ, ୧୯।୩ : ୟୁକ୍ରେନ୍‌ ଉପରେ ଆକ୍ରମଣକୁ ୩ ଜଣ ରୁଷୀୟ ମହାକାଶଚାରୀଙ୍କ ଏକ ଦଳ ପକ୍ଷରୁ ନିଆରା ଢଙ୍ଗରେ ବିରୋଧ କରାଯାଇଛି। ସେମାନେ ୟୁକ୍ରେନ ପତାକା ରଙ୍ଗର ପୋଷାକ ପିନ୍ଧି ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ପହଞ୍ଚିଥିଲେ। ୟୁକ୍ରେନ ଉପରେ ରୁଷର…

ବରଯାତ୍ରୀ ହୋଇ ଆସୁଥିଲେ,ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଠାକୁରମୁଣ୍ଡା,୧୯।୩ (ଡି.ଏନ୍‌.ଏ.): ବରଯାତ୍ରୀ ହୋଇ ଆସୁଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ଜୀବନ। ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ବାଲିପୋଷୀ ଗ୍ରାମ ନିକଟରେ। ମୃତକ ହେଲେ ଜିଲାର ଭଣ୍ଡା ନିକଟ ରରୁଆଁଗୁଡ଼ା ଗ୍ରାମର ବହ୍ଲବ…

ଯୁଦ୍ଧ ସଙ୍କଟରେ ବ୍ୟବସାୟ ବୃଦ୍ଧି, ଆମେରିକାରୁ ୧୧ ପ୍ରତିଶତ ଅଧିକ ତୈଳ ଆମଦାନୀ କରିବ ଭାରତ…

ନୂଆଦିଲ୍ଲୀ, ୧୯।୩ : ରୁଷିଆ ଭାରତକୁ ରିହାତି ଦାମ୍‌ରେ ଅଶୋଧିତ ତୈଳ ଯୋଗାଇବାକୁ ପ୍ରସ୍ତାବ ଦେଇଥିଲା। ମାତ୍ର ଅନ୍ତର୍ଜାତୀୟ ଚାପର ସମ୍ମୁଖୀନ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାକୁ ଆଣିବାକୁ ଅମଙ୍ଗ ହୋଇଛନ୍ତି। ଅପରପକ୍ଷରେ ଆମେରିକାରୁ ଅଶୋଧିତ ତୈଳ…

ଆତଙ୍କବାଦର ପ୍ରତିରୋଧ ଜାତୀୟ ଇଣ୍ଟେଲିଜେନ୍ସ ଗ୍ରୀଡ୍‌ ଗଠନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପରାମର୍ଶ…

ନୂଆଦିଲ୍ଲୀ, ୧୯।୩ : ଦେଶରେ ବୃଦ୍ଧି ପାଉଥିବା ଆତଙ୍କବାଦୀ ଘଟଣାକୁ ଦୃଷ୍ଟିରେ ରଖି ଏହାର ପ୍ରତିରୋଧ ପାଇଁ ଜାତୀୟ ଇଣ୍ଟେଲିଜେନ୍ସ ଗ୍ରୀଡ୍‌ (ନାଟଗ୍ରୀଡ) ଗଠନ ଲାଗି ସମୟ ଧାର୍ଯ୍ୟ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସଂସଦୀୟ କମିଟି ପକ୍ଷରୁ ପରାମର୍ଶ ପ୍ରଦାନ କରାଯାଇଛି।…

କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା: ଶର୍ମିଷ୍ଠାଙ୍କୁ ଧରିବା ପାଇଁ ୩ ଟିମ୍‌ ଗଠନ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବା ପାଇଁ ଭଦ୍ରକ ଏସ୍‌ପି ଚରଣ ସିଂହ ମୀନା ୩ଟି ଟିମ୍‌ ଗଠନ କରିଛନ୍ତି। ଦୁଇଟି ଟିମ୍‌ ରାଜ୍ୟ ଭିତରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଥିବା ବେଳେ…

ଭାରତକୁ ୩୦୦ ବିଲିୟନ୍‌ ୟେନ୍‌ ଋଣ ଦେବ ଜାପାନ…

ନୂଆଦିଲ୍ଲୀ, ୧୯।୩ : ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ଶିଖର ବୈଠକ ଅନୁଷ୍ଠିତ ହୋଇଯାଇଛି। ଦ୍ୱିପାକ୍ଷିକ ବୁଝାମଣା ଅନ୍ତର୍ଗତ ଜାପାନ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ୩.୧୮ ଲକ୍ଷ କୋଟି (୪୨ବିଲିୟନ…

ଖରସ୍ରୋତାରେ ୬ ଯୁବକ ବୁଡ଼ିଯିବା ଘଟଣା: ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ

ଯାଜପୁର ଅଫିସ,୧୯ା୩: ଯାଜପୁର ଥାନା ଅନ୍ତର୍ଗତ ବଡ଼ସୁଆର ଗ୍ରାମର ମଙ୍ଗଳା ମନ୍ଦିର ନିକଟ ଖରସ୍ରୋତାକୁ ହୋଲି ଖେଳି ସାରି ଗାଧୋଇ ଯାଇଥିବା ୬ ଯୁବକ ପାଣିରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଶନିବାର ଅପରାହ୍ନ ସୁଦ୍ଧା ଓଡ୍ରାଫ ଟିମ୍‌, ଦମକଳ ବାହିନୀ…

ରୁଷିଆ ନାଗରିକଙ୍କୁ ଆମେରିକାରେ ପ୍ରବେଶ ମନା…

ଓ୍ବାଶିଂଟନ, ୧୯।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ନେଇ ଆମେରିକା ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆମେରିକାରେ ପ୍ରବେଶ ପାଇଁ ରୁଷିଆ ନାଗରିକଙ୍କୁ ମନା କରାଯାଇଛି। ଅପରପକ୍ଷରେ ୟୁକ୍ରେନ୍‌ ନାଗରିକଙ୍କୁ ଅନୁମତି ପ୍ରଦାନ କରାଯାଇଛି। ଆମେରିକାରେ ପ୍ରବେଶ କରୁଥିବା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୮୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୩୫୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରୁଷିଆ କିଞ୍ଜଲ କ୍ଷେପଣାସ୍ତ୍ର ବ୍ୟବହାର କରିଥିବା କହିଲା…

କ୍ୱିଭ୍‌, ୧୯।୩ : ଆଗକୁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଅଧିକ ଭୟଙ୍କର ହେବାର ଆଶଙ୍କା ଦେଖାଦେଇଛି। ରୁଷିଆ ୟୁକ୍ରେନ ଉପରେ କିଞ୍ଜଲ କ୍ଷେପଣାସ୍ତ୍ର ପକାଇ ଥିବାର ସୂଚନା ପ୍ରଦାନ କରିଛି। ପଶ୍ଚିମ ୟୁକ୍ରେନରେ ଥିବା ଅସ୍ତ୍ରଶସ୍ତ୍ରକୁ ନଷ୍ଟ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?