ଶିକ୍ଷକଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ସମ୍ପୃକ୍ତି ଅଭିଯୋଗ
ଭବନୀପାଟଣା,୧।୮(ଉତ୍ତମ କୁମାର ଦାଶ):ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଉ ୩ ଜଣଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଛି। ସେଥିମଧ୍ୟରୁ କଳାହାଣ୍ଡିରୁ ଜଣେ ପ୍ରଧାନ ଶିକ୍ଷକ ରହିଛନ୍ତି। ଗୁରୁବାର ପୂର୍ବାହ୍ନରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ…
ଭିତ୍ତିଭୂମି ନାହିଁ, ୟୁଏଏସ ନାହିଁ: ବିଇଓ ଅଫିସ ଆଗରେ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ
ଥୁଆମୂଳ ରାମପୁର,୧।୮(ଦୁର୍ଗା କୀର୍ତ୍ତି): ବିଦ୍ୟାଳୟରେ ଆବଶ୍ୟକୀୟ ଭିତ୍ତିଭୂମି ନ ଥାଇ ୟୁ.ଏ.ଏସ ଲାଗୁ କରିବା ବିଭାଗୀୟ ଦୂରଦୃଷ୍ଟି ଅଭାବ ବୋଲି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ କୁହାଯାଇଛି। ୟୁ.ଏ.ଏସ ପ୍ରଚଳନକୁ ବିରୋଧ କରି ଗୋଷ୍ଠୀଶିକ୍ଷା…
ସ୍ତ୍ରୀଙ୍କ ଶରୀରରେ କିରୋସିନ ଢାଳି ହତ୍ୟା କଲେ ନିଷ୍ଠୁର ସ୍ବାମୀ
ଦେବଗଡ,୧।୮(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ଅନ୍ତର୍ଗତ ରେଙ୍ଗାଳି ଗ୍ରାମରେ ସ୍ତ୍ରୀ ଶରୀରରେ କିରୋସିନ ଢାଳି ନିଆଁ ଲଗାଇବା ସହ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୀଡ଼ିତା ମହିଳାଙ୍କର କଟକ ଡାକ୍ତରଖାନାରେ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ମହିଳା…
ଧରିତ୍ରୀ ପ୍ରଭାବ: ଜେଜେମା’, ନାତୁଣୀଙ୍କ ଘରେ ପହଞ୍ଚିଲା ପ୍ରଶାସନ
ନୂଆପଡ଼ା,୧ା୮ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ସନବାହାଲି ଗାଁରେ ଅସହାୟ ଜେଜେମା’ଙ୍କ ନାତୁଣୀଙ୍କ ଭବିଷ୍ୟତ ଚିନ୍ତା ଶୀର୍ଷକ ଖବର ଧରିତ୍ରୀରେ ସୋମବାର ପ୍ରକାଶିତ ହେଲା ପରେ ଜିଲା ପ୍ରଶାସନ ତପତ୍ରତା ଦେଖାଇଛି। ଗୁରୁବାର ଜିଲା ଶିଶୁ ସୁରକ୍ଷା ଅଧିକାରୀ…
ଭାରତ ସମେତ ୭୦ଟି ଦେଶରେ ଲାଗୁ ହେଲା ଟ୍ରମ୍ପଙ୍କ ଟାରିଫ୍: କେଉଁ ଦେଶରେ କେତେ, ଦେଖନ୍ତୁ ପୂରା ଲିଷ୍ଟ
ଓ୍ବାଶିଂଟନ୍,୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇ ଅନେକ ଦେଶ ଉପରେ ଟାରିଫ୍ ଲଗାଇବା ପାଇଁ ଏକ ଆଦେଶରେ ସ୍ବାକ୍ଷର କରିଛନ୍ତି। ଟ୍ରମ୍ପ ୧୦ ରୁ ୪୧ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍ ପାଇଁ ଏକ ଆଦେଶ ଜାରି…
ପାଣିଘେରରେ ତେରେସିଂହା ବସ୍ତି ସ୍କୁଲ
କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣିଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ ଏହାର ସମାଧାନ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ତଥା ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି…
ଦିଗମ୍ବର ଠେଲାଙ୍କ ସ୍ବପ୍ନ ସାକାର: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୪ ମାସରେ କଲେ ଗୃହ ନିର୍ମାଣ
ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋରବୋର୍ଡା ପଞ୍ଚାୟତ ଅନ୍ତର୍ଗତ ଫପସୀ ଗ୍ରାମର ଦିଗମ୍ବର ଠେଲା ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ପାଇ ୪ ମାସ ମଧ୍ୟରେ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିଛନ୍ତି। ସେ ଶତପ୍ରତିଶତ ଦିବ୍ୟାଙ୍ଗ (ଦୃଷ୍ଟିବାଧିତ) ହୋଇଥିବାବେଳେ…
ସରକାରଙ୍କ ନୂଆନୀତିକୁ ବିରୋଧ, ଆଜି ଆନ୍ଦୋଳନ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ଖରିଫ ଧାନବିକ୍ରି ପାଇଁ ଏଥର ରାଜ୍ୟ ସରକାର ନୂଆନୀତି ଆଣିଛନ୍ତି। ସରକାରଙ୍କ ଏହି ନୀତି ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଗୋଟିଏ ପଟେ ଏହି ନୀତି ବିରୋଧରେ ରାଜ୍ୟ ସରକାରଙ୍କ ବିରୋଧରେ ଅସନ୍ତୋଷ ତେଜି ଉଠିଥିବାବେଳେ ଅନ୍ୟପଟେ ପଞ୍ଜୀକରଣରୁ ମଧ୍ୟ…
କାଲି ଏହି ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା) – ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…
ପଲିଟିକ୍ସକୁ ଓହ୍ଲାଇବେ ସଲମାନ? କ୍ରିପ୍ଟିକ୍ ପୋଷ୍ଟକୁ ନେଇ ବଢ଼ିଲା ହଲଚଲ…
ମୁମ୍ବାଇ: ବଲିଉଡ ପରେ ନୂଆ ଇନିଂସ ଆରମ୍ଭ କରିବେ ଭାଇଜାନ୍। ସେଇଟି ହେଲା ରାଜନୀତି। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। ଏହା ପଛରେ ରହିଛି ସୁପରଷ୍ଟାର ସଲମାନଙ୍କ ଏକ ପୋଷ୍ଟ। ଆଗକୁ ମହାରାଷ୍ଟ୍ରରେ ବିଏମ୍ସିର ନିର୍ବାଚନ ହେବାକୁ ଯାଉଛି।…
ଅଗଷ୍ଟ ପହିଲାରୁ ଏସବୁ ରାଶିର ଚମକିବ ଭାଗ୍ୟ: ବଢ଼ିବ ବ୍ୟାଙ୍କ ବାଲାନ୍ସ, ମାନ ସମ୍ମାନ, ଚାକିରିରେ ପଦୋନ୍ନତି ସହ…
ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ଶକ୍ତିଶାଳୀ ବୋଲି ବିବେଚନା କରାଯାଏ, ଯିଏକି ପ୍ରାୟ ୨୬ ଦିନରେ ରାଶି ପରିବର୍ତ୍ତନ କରିଥାନ୍ତି। ଏହି ସମୟରେ ସେ ଅନ୍ୟ କୌଣସି ଗ୍ରହ ସହ ମିଶି ଶୁଭ ଯୋଗ ସୃଷ୍ଟି କରିଥାନ୍ତି। ଏବେ ଶୁକ୍ର…
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଅନଶନ, ସମର୍ଥନ ଦେଉଛି…
କେନ୍ଦୁଝର,୩୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତଟ ରେଳପଥର ଓ୍ବେଲ୍ଫେୟାର, ସମ୍ବଲପୁର ସମେତ ଖୋର୍ଦ୍ଧା ମଣ୍ଡର ବିଭିନ୍ନ କର୍ମୀଦଳ ନିୟନ୍ତ୍ରକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ରେଳଚାଳକ, ସହଚାଳକ ଓ ଟ୍ରେନ୍ ପରିଚାଳକମାନେ ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ନେତୃତ୍ୱରେ ଅନଶନରେ ବସିଛନ୍ତି। ଏହାକୁ ଅଖିଳ…
Archives


