Home

ନବୀନଙ୍କୁ ପ୍ରଶଂସାରେ ପୋତି ପକାଇଲେ କପିଲ

ପ୍ରସିଦ୍ଧ କମେଡିଆନ୍‌ କପିଲ ଶର୍ମା ଆଜିକାଲି ଭୁବନେଶ୍ୱରରେ ଅଛନ୍ତି। ଏକ ଫିଲ୍ମ ଶୁଟିଂ ପାଇଁ ସେ ଏଠାକୁ ଆସିଛନ୍ତି। ଶୁଟିଂରୁ ସମୟ ବାହାର କରି ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ସହ ମିଶି କପିଲ…

ମିଲରଙ୍କ ମାଡ଼ରେ ଚାଷୀ ଗୁରୁତର

ମହାକାଳପଡ଼ା,୧୮ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ସେବା ସମବାୟ ସମିତିରେ ଜଣେ ଚାଷୀ ଗୁରୁବାର ଧାନ ବିକ୍ରି କରିବାକୁ ଯାଇ ମିଲରଙ୍କ ମାଡ଼ର ଶିକାର ହୋଇ ଗୁରୁତର ହୋଇ ପଡିଛନ୍ତି। ସେ ଏବେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ, ଶିକ୍ଷକ ଗିରଫ

ଭବାନୀପାଟଣା/ଲାଞ୍ଜିଗଡ଼,୧୮।୩ (ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୁଣୁରି ପଞ୍ଚାୟତର ଜଣେ ଶିକ୍ଷକ ଚାକିରି ଦେବା ନାଁରେ ଶିକ୍ଷିତ ଯୁବକମାନଙ୍କଠାରୁ ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଠକେଇର ଶିକାର ହୋଇଥିବା ଜଣେ ଯୁବକ ଭବାନୀପାଟଣା ଟାଉନ…

ହୋଲି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୩: ସାରା ଦେଶରେ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳନ କରାଯାଏ। ହୋଲି ଅବସରରେ ଲୋକମାନେ ରଙ୍ଗରେ ଭିଜୁଥିବା ଦେଖାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଦେଶର ଅନେକ ରାଜନେତା ହୋଲିରେ ଦେଶବାସୀଙ୍କୁ ଅଭିନନ୍ଦନ…

ଇମ୍ରାନଙ୍କ ଆସନ ଟଳମଳ

ଇସଲାମାବାଦ୍‌,୧୮।୩: ପାକିସ୍ତାନର ଇମ୍ରାନ ଖାନ ସରକାର ଉପରେ ସଙ୍କଟର ବାଦଲ ଛାଇ ଯାଇଛି। ଇମ୍ରାନଙ୍କ ଗାଦିରୁ ହଟାଇବା ପାଇଁ ତାଙ୍କ ନିଜ ଦଳ ତେହେରିକ-ଇ-ଇନସାଫ (ପିଟିଆଇ)ର ଏମ୍‌ପିମାନେ ବି ଲାଗିପଡିଛନ୍ତି। ସେମାନେ ବିରୋଧୀ ସହ ହାତ ମିଳାଇଛନ୍ତି। ସରକାର ବିରୋଧରେ ସଂସଦରେ…

ଜମି ଦେବାକୁ କହି କୋଟିଏରୁ ଊର୍ଦ୍ଧ୍ୱ ଠକେଇ: ଅଭିଯୁକ୍ତ ରଶ୍ମିରଞ୍ଜନଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଜଣେ ପେସାଦାର ଠକଙ୍କୁ କ୍ରାଇମବ୍ରାଞ୍ଚର ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରଶ୍ମିରଞ୍ଜନ ଦାସ। ସେ ନିଜକୁ ଆର୍‌ଡି ଗ୍ରୁପ୍‌ ଅଫ୍‌ କମ୍ପାନୀର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଜଣେ ବ୍ୟକ୍ତିଙ୍କଠାରୁ ଜମି ଦେବା ବାହାନାରେ…

ଉପକୂଳରୁ ଉପାନ୍ତ ସବୁଠି ତାତି

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଉତ୍ତପ୍ତ ହୋଇଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ଦେଖାଦେଇଛି। ଗତ ୨-୩ ଦିନ ହେବ ପାରଦ ଉପରମୁହଁା ହୋଇଥିବାବେଳେ ଅସହ୍ୟ ଝାଞ୍ଜି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଦିନ ୧୧ଟା ପରେ ବାହାରେ…

ରୁଷିଆର ରକେଟ୍‌ ମାଡରେ ୟୁକ୍ରେନ ଅଭିନେତ୍ରୀଙ୍କ ଚାଲିଗଲା ଜୀବନ

କ୍ୱିଭ୍‌,୧୮।୩: ୟୁକ୍ରେନର ରାଜଧାନୀ କ୍ୱିଭ୍‌ର ଏକ ଆବାସିକ କୋଠା ଉପରେ ରୁଷିଅରେ ରକେଟ ଆକ୍ରମଣରେ ୟୁକ୍ରେନ ଅଭିନେତ୍ରୀ ଓକ୍ସାନା ଶଭେଟ୍ସଙ୍କ ମୃତ୍ୟୁ ଘଟିଛି। ଓକ୍ସାନାଙ୍କ ମୃତ୍ୟୁକୁ ନିଶ୍ଚିତ କରି ତାଙ୍କ ଟ୍ରୁପ ୟଙ୍ଗ ଥିଏଟର ଏକ ବିବୃତ୍ତି ଜାରି କରିଛି। ବିବୃତ୍ତିରେ…

ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଆଜି ପରିବାରର ମୁଖ୍ୟ ଦୟାନିଧି ବେହେରା ଏବଂ ମା’…

ପୁଟିନଙ୍କୁ ‘ଯୁଦ୍ଧ ଅପରାଧୀ’ କହିଲେ ବାଇଡେନ୍‌

ନ୍ୟୁୟର୍କ,୧୮।୩: ୟୁକ୍ରେନର ସାଧାରଣ ନାଗରିକଙ୍କ ଉପରେ ରୁଷିଆର ଆକ୍ରମଣ ଭୟଙ୍କର ରୂପ ଧାରଣ କରିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଜଣେ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ବାଇଡେନଙ୍କ ଏହି ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା…

ହସ୍ପିଟାଲ ବ୍ୟବସାୟ କଷ୍ଟକର: ଡା. ପ୍ରକାଶ ଚନ୍ଦ୍ର ଦଳେଇ

ବାପା ଥିଲେ ପ୍ରାଣୀ ଚିକିତ୍ସକ, ମା’ ଗୃହିଣୀ। ଚାହୁଁଥିଲେ ପୁଅ ଡାକ୍ତର ହେଉ। ମାତାପିତାଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସେ ଲକ୍ଷ୍ୟ ସ୍ଥିର କଲେ ଏବଂ ଅଧ୍ୟବସାୟ ବଳରେ ଡାକ୍ତର ହେଲେ। ଡା. ପ୍ରକାଶ ଚନ୍ଦ୍ର ଦଳେଇ ଭୁବନେଶ୍ୱର ସୈନିକ ସ୍କୁଲରେ…

ଗୋଟିଏ ଫିଲ୍ମ ପାଇଁ ଏତିକି ଟଙ୍କା ନିଅନ୍ତି ଖିଲାଡି କୁମାର

ବଲିଉଡର ଖିଲାଡି ଅକ୍ଷୟ କୁମାର ତାଙ୍କ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମଟି ହୋଲି ଯଥା ମାର୍ଚ୍ଚ ୧୮ରେ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମରେ ଅକ୍ଷୟ କୁମାରଙ୍କ ଚରିତ୍ର ଅତ୍ୟନ୍ତ ଅନନ୍ୟ। ଫିଲ୍ମର ଟ୍ରେଲର୍‌ ପ୍ରଶଂସକଙ୍କ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?