Home

ଗୋଟିଏ ଫିଲ୍ମ ପାଇଁ ଏତିକି ଟଙ୍କା ନିଅନ୍ତି ଖିଲାଡି କୁମାର

ବଲିଉଡର ଖିଲାଡି ଅକ୍ଷୟ କୁମାର ତାଙ୍କ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମଟି ହୋଲି ଯଥା ମାର୍ଚ୍ଚ ୧୮ରେ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମରେ ଅକ୍ଷୟ କୁମାରଙ୍କ ଚରିତ୍ର ଅତ୍ୟନ୍ତ ଅନନ୍ୟ। ଫିଲ୍ମର ଟ୍ରେଲର୍‌ ପ୍ରଶଂସକଙ୍କ ଠାରୁ…

ଆସାମରେ ‘ଜେଲେନ୍‌ସ୍କି ଚା’

ରୁଷିଆ ଆକ୍ରମଣରେ ଭୟଭୀତ ନ ହୋଇ ଅଦ୍ଭୁତ ସାହସିକତା ପ୍ରଦର୍ଶନ କରିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ନାଁରେ ଆସାମର ଏକ ଷ୍ଟାର୍ଟଅପ୍‌ କମ୍ପାନୀ ଚା’ ପ୍ରସ୍ତୁତ କରିଛି। ଜେଲେନ୍‌ସ୍କିଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଏହି ଚା’ ଲଞ୍ଚ୍‌ କରାଯାଇଛି। ଆସାମର…

ଗ୍ରାମବାସୀ ଗଢ଼ିଲେ ଡାକଘର

କେନ୍ଦ୍ରାପଡ଼ା ଅଫିସ,୧୮ା୩: କୁହାଯାଏ, ମିଳିତ ହାତ ବଳ ଯେମିତି ଶକ୍ତିଶାଳୀ, ତା’ର ଫଳ ବି ସେମିତି ମିଠା। ଏହି କଥାକୁ ପ୍ରମାଣିତ କରି ଦେଖାଇଛନ୍ତି କେନ୍ଦ୍ରାପଡ଼ା ଜିଲା କେନ୍ଦ୍ରାପଡ଼ା ବ୍ଲକ୍‌ ଅଧୀନ ଗୋଗୁଆ ଗ୍ରାମବାସୀ। ସେମାନଙ୍କ ମିଳିତ ଉଦ୍ୟମ, ଆର୍ଥିକ ସହାୟତା…

ଆଜି ବାଇଡେନ୍‌-ଜିନ୍‌ପିଙ୍ଗ୍‌ ଆଲୋଚନା

ଓ୍ବାଶିଂଟନ୍‌, ୧୮ା୩: ୟୁକ୍ରେନ୍‌ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ଆଲୋଚନା କରିବେ। ଏ ନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଚାଇନା ଓ ଆମେରିକା ମଧ୍ୟରେ ଚାଲିଥିବା ପ୍ରତିଯୋଗିତା…

ଥିଏଟରକୁ ରୁଷିଆର ଟାର୍ଗେଟ

କ୍ୱିଭ୍‌, ୧୮ା୩:ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ସାଧାରଣ ନାଗରିକଙ୍କ ସୁରକ୍ଷାକୁ ଗୁରୁତ୍ୱ ନ ଦେଇ ରୁଷୀୟ ସୈନ୍ୟ ଯେକୌଣସି ସ୍ଥାନରେ କ୍ଷେପଣାସ୍ତ୍ର, ବୋମାମାଡ଼ କରୁଛନ୍ତି। ଯୁଦ୍ଧର ୨୨ ଦିନରେ ଗୁରୁବାର ରୁଷିଆ ୟୁକ୍ରେନ୍‌ର ମାରିଉପୋଲରେ…

ଦୁର୍ନୀତି ଯୋଗୁ ୪୩.୨% ଭାରତୀୟଙ୍କ ଖୁସି ପ୍ରଭାବିତ

ନୂଆଦିଲ୍ଲୀ,୧୮।୩ (ପି.ଟି.):ଦୁର୍ନୀତି ଯୋଗୁ ୪୩.୨ ପ୍ରତିଶତ ଭାରତୀୟଙ୍କ ଖୁସି ପ୍ରଭାବିତ ହେଉଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। ମହିଳାଙ୍କ ତୁଳନାରେ ପୁରୁଷଙ୍କର ଏ ସମ୍ପର୍କିତ ଅନୁଭବ କମ୍‌ ବୋଲି ହାପିପ୍ଲସ୍‌ କନ୍‌ସଲ୍ଟିଂର ‘ଷ୍ଟେଟ୍‌ ଅଫ୍‌ ହାପିନେସ୍‌’ ରିପୋର୍ଟରେ କୁହାଯାଇଛି। ରିପୋର୍ଟ ଅନୁଯାୟୀ…

ଆଇସିଜେ ରାୟକୁ ରୁଷିଆର ଅବଜ୍ଞା

ହେଗ୍‌/ମସ୍କୋ,୧୮ା୩:ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଥିବାବେଳେ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି। ରାୟର ଅନୁପାଳନ…

୨.୫୦ ଲକ୍ଷରୁ ଊର୍ଦ୍ଧ୍ୱ ଇପିଏଫ୍‌ ଜମା ଉପରେ ଟିକସ ଲାଗିବ

ନୂଆଦିଲ୍ଲୀ,୧୮ା୩:କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ବାର୍ଷିକ ଜମା ୨.୫୦ ଲକ୍ଷରୁ ଊର୍ଦ୍ଧ୍ୱ ହେଲେ ଏହା ଉପରେ ଟିକସ ଲଗାଇବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ଏହି ସୀମା ୫ ଲକ୍ଷ ରଖାଯାଇଛି। ନୂଆ ଆୟକର ଆଇନ ନିୟମାବଳୀରେ…

ଏପ୍ରିଲ ୨୮ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୮ା୩(ବ୍ୟୁରୋ):ରାଜ୍ୟରେ ଆସନ୍ତା ଏପ୍ରିଲ ୨୮ ତାରିଖରୁ ଅଫଲାଇନ ମୋଡରେ ଯୁକ୍ତ ୨ ପରୀକ୍ଷା ହେବ। କଳା, ବାଣିଜ୍ୟ ଓ ବିଜ୍ଞାନର ପରୀକ୍ଷା କରାଯିବ। ଏଥିରେ ମୋଟ ୩ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଯୁକ୍ତ ୨ ପରୀକ୍ଷା ନେଇ…

ଆଇପିଏଲ୍‌ରେ ସର୍ବାଧିକ ‘ଶୂନ’ରେ ଆଉଟ୍‌ ହୋଇଛନ୍ତି ଏହିସବୁ ବ୍ୟାଟ୍ସମ୍ୟାନ୍‌

ଆଇପିଏଲରେ, ବିଶ୍ୱର ବିଭିନ୍ନ ସ୍ଥାନରୁ ଯୁବକ ଏବଂ ଅଭିଜ୍ଞ ଖେଳାଳିମାନେ ବିଶ୍ୱ ସ୍ତରୀୟ ଖେଳାଳିଙ୍କ ସହିତ ଖେଳିବାର ସୁଯୋଗ ପାଆନ୍ତି। ଭବିଷ୍ୟତରେ ଏଠାରେ ଖେଳିବା ସେମାନଙ୍କ ପାଇଁ ଲାଭଦାୟକ ପ୍ରମାଣିତ ହୁଏ। ଟି -୨୦ ଫର୍ମାଟରେ ଦ୍ରୁତତମ ରନ ସ୍କୋର କରୁଥିବା…

ୟୁକ୍ରେନର ସ୍କୁଲ-ସାଂସ୍କୃତିକ କେନ୍ଦ୍ର ଉପରେ ଆକ୍ରମଣ: ୨୧ ମୃତ

କ୍ୱିଭ୍‌,୧୭।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୨ ଦିନରେ ପହଞ୍ଚିଛି। ୟୁକ୍ରେନ ଉପରେ ଏବେ ବି ରୁଷିଆ ସୈନ୍ୟ ରକେଟ ଓ ମିଶାଇଲ ମାଡ଼ କରୁଥିବା ବେଳେ ଗୁରୁବାର ଦେଶର ୩ଟି ସହରରେ ବଡ଼ ଆକ୍ରମଣ ହୋଇଛି।…

ଆଇସିଜେ ରାୟକୁ ମାନିଲାନି ରୁଷିଆ

ହେଗ୍‌/ମସ୍କୋ,୧୭ା୩: ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଛି। କିନ୍ତୁ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?