ଅଢ଼େଇ ଦିନରେ ଦୁଇଗୁଣା ହେଉଛି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା…
ଲଣ୍ଡନ, ୧୨।୧୨: ବ୍ରିଟେନ୍ରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାବୃଦ୍ଧି ପାଇବାରେ ଲାଗିଛି। ପ୍ରତି ଅଢ଼େଇ ଦିନରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହେବାରେ ଲାଗିଛି। ସଂକ୍ରମଣ…
ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ…
ଶ୍ରୀନଗର,୧୨।୧୨: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୁରାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ବରାଗାମ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ…
ପାଣିକୁ ଡରନ୍ତି ଆଲୟା!
ମୁମ୍ବାଇ: ଅଭିନେତ୍ରୀ ପୂଜା ବେଦୀଙ୍କ ଝିଅ ଆଲୟା ଫର୍ଣ୍ଣିଚରୱାଲା ବଲିଉଡରେ ପାଦ ଦେଇ ନ ଥିଲେ ବି ସୋସିଆଲ ମିଡିଆରେ ତାଙ୍କ ଫ୍ୟାନ୍ ଫଲୋଇଙ୍ଗସ୍ ବହୁ ଅଧିକ । ଏବେ ଆଲୟା ବଲିଉଡରେ ପାଦ ରଖିବାକୁ ପ୍ରସ୍ୁତି ଜାରି ରଖିଛନ୍ତି ।…
ହିନ୍ଦୁ ହେବେ ଫିଲ୍ମ ନିର୍ମାତା ଅଲି ଆକବର
ଥିରୁଭାନନ୍ତପୁରମ, ୧୨ା୧୨: ମୁସଲମାନ ଧର୍ମ ତ୍ୟାଗ କରି ହିନ୍ଦୁ ହେବେ କେରଳ ଫିଲ୍ମ ନିର୍ମାତା ଅଲି ଆକବର(୫୮)। ମୁସ୍ଲିମ ଧର୍ମ ଉପରୁ ତାଙ୍କର ବିଶ୍ୱାସ ତୁଟି ଯାଇଥିବା ସେ କହିଥିଲେ। ଏବେ ସ୍ତ୍ରୀ ଲୁସିୟାମାଙ୍କ ସହ ସେ ହିନ୍ଦୁ ଧର୍ମ ଗ୍ରହଣ…
ଅନ୍ତିମ ବିଦାୟ ପାଇଁ ତିଆରି ହେଲା ରାସ୍ତା
ଆଗ୍ରା, ୧୨ା୧୨: ସେନା ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓ୍ବିଙ୍ଗ କମାଣ୍ଡର ପୃଥ୍ବୀ ସିଂଙ୍କୁ ଶେଷ ବିଦାୟ ଦେବା ପାଇଁ ଉତ୍ତରପ୍ରଦେଶର ଆଗ୍ରାସ୍ଥିତ ତାଙ୍କ ଘରକୁ ଯାଇଥିବା ରାସ୍ତାର ପୁନଃନିର୍ମାଣ କରାଯାଇଛି। ମାତ୍ର ଅଢ଼େଇ ଘଣ୍ଟାରେ ଏହି ରାସ୍ତା କାମ ସରିଥିଲା।…
ଚଣ୍ଡୀପ୍ରସାଦ ହୋଇପାରନ୍ତି ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ, ୧୨ା୧୨: ସ୍ଥଳସେନା ଉପାଧ୍ୟକ୍ଷ ଲ୍ୟୁଟ୍ନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ସ୍ଥଳସେନା ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରନ୍ତି। ଜଗତ୍ସିଂହପୁର ଜିଲାରେ ଜନ୍ମିତ ଏହି ବରିଷ୍ଠ ସେନା ଅଧିକାରୀଙ୍କ ନୂଆ ନିଯୁକ୍ତି ନେଇ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ଶନିବାର ରାତିରେ ନିଷ୍ପତ୍ତି…
ପଞ୍ଜାବ ନିର୍ବାଚନ ପୂର୍ବରୁ ଭାଜପାରେ ସାମିଲ ହେବେ ହରଭଜନ ସିଂ!
ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଞ୍ଜାବ ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଏହାରି ଭିତରେ ଶୁଣିବାକୁ ମିଳିଥିଲା କି କ୍ରିକେଟର ହରଭଜନ ସିଂ ଏଥର ବିଧାନସଭା…
କରୋନାରେ ମୃତ ପିତାଙ୍କ ମୂର୍ତ୍ତି ସାମ୍ନାରେ ବିବାହ କଲେ ଝିଅ
ଜଲଗାଁଓ,୧୨ ।୧୨: ମହାରାଷ୍ଟ୍ର ଜଲଗାଁଓର ଜଣେ ଝିଅ ପ୍ରମାଣ କରି ଦେଖାଇଛନ୍ତି କି ଝିଅମାନେ ବିଶ୍ୱରେ ସବୁଠାରୁ ଅଧିକ ତାଙ୍କ ପିତାଙ୍କୁ ହିଁ ଭଲ ପାଇଥାଆନ୍ତି । କରୋନାରେ ପିତାଙ୍କ ଦେହାନ୍ତ ହେବା ପରେ ଯୁବତୀ ଜଣକ ନିଜ ପିତାଙ୍କ ଏକ…
ଛାଡ଼ପତ୍ର ପରେ ଏହି ଅଭିନେତ୍ରୀମାନେ କରିନାହାନ୍ତି ଦ୍ୱିତୀୟ ବିବାହ
ମୁମ୍ବାଇ: ବଲିଉଡ୍ରେ ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ଅନେକ ବର୍ଷରୁ ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଇ ମଧ୍ୟ ଏକାକୀ ଜୀବନ ବିତାଉଛନ୍ତି। ଜାଣନ୍ତୁ ଏହି ଅଭିନେତ୍ରୀଙ୍କ ବିଷୟରେ… ସଙ୍ଗୀତା ବିଜ୍ଲାନି ସଙ୍ଗୀତା ବିଜଲାନି, ଜଣେ ଲୋକପ୍ରିୟ ଅଭିନେତ୍ରୀ। ପୂର୍ବତନ କ୍ରିକେଟର ମହମ୍ମଦ ଆଝାରୁଦ୍ଦିନଙ୍କୁ…
ଦୁଇ ଘଣ୍ଟାରେ ହେବ ଓମିକ୍ରନ୍ ଟେଷ୍ଟ
ନୂଆଦିଲ୍ଲୀ,୧୨ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ର ଟେଷ୍ଟ ଏବେ ସହଜ ହୋଇଯିବ । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍ଆର୍) ଦିବ୍ରୁଗଡରେ ଏହାର ଏକ ଟେଷ୍ଟ କିଟ୍ ପ୍ରସ୍ତୁତ କରିଛି, ଯେଉଁଥିରେ ଓମିକ୍ରନ୍ ସମ୍ପର୍କରେ ମାତ୍ର ଦୁଇ ଘଣ୍ଟାରେ…
ଓମିକ୍ରନକୁ ହରାଇଲା ଦେଢ ବର୍ଷର ଶିଶୁ କନ୍ୟା
ପୁଣେ,୧୨ ।୧୨: ମହାରାଷ୍ଟ୍ର ପୁଣେ ଜିଲାର ପିମ୍ପରି-ଚିଂଚୱଡ ଅଞ୍ଚଳରେ ନିକଟରେ କରୋନା ଭାଇରସର ଓମିକ୍ରନ୍ ଦ୍ୱାରା ସଂକ୍ରମିତ ଦେଢ ବର୍ଷର ଶିଶୁ କନ୍ୟା ଏବେ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏବେ ଶିଶୁଟିକୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହି…
Archives


