Home

ଦୁଇ ଆସନରେ ୧୨ ପ୍ରାର୍ଥୀ

ନିରାକାରପୁର, ୧୦ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜମି ଆସିଲାଣି ପ୍ରଚାର। ପ୍ରାର୍ଥୀମାନେ ନିଜସ୍ବ ଢଙ୍ଗରେ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି। ପ୍ରତି ଗାଁ, ଓ୍ବାର୍ଡରେ ବସୁଛି ଘନ ଘନ ବୈଠକ। ଗାଁ ଓ୍ବାର୍ଡର ସମସ୍ୟା ବୁଝୁଛନ୍ତି। ସମାଧାନ ପାଇଁ…

ପ୍ରଚାର ମଇଦାନରେ ବିଦେଶୀ ବୋହୂ

ପୁରୀ ଅଫିସ,୧୦।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରାର୍ଥୀମାନେ ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। କେହି କେହି ଦୀର୍ଘଦିନ ଧରି ପଞ୍ଚାୟତରେ ରହିଥିବା ଅନେକ ସମସ୍ୟାର ସମାଧାନ ପାଇଁ ଲୋକଙ୍କ ପାଖରେ ପ୍ରତିଶ୍ରୁତି…

୫୮ ଆସନ ପାଇଁ ମତଦାନ ଆରମ୍ଭ…

ଲକ୍ଷ୍ନୌ ୧୦।୨ : ଉତ୍ତରପ୍ରଦେଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ରାଜ୍ୟର ୧୧ଟି ଜିଲାର ୫୮ଟି ବିଧାନପସଭା ଆସନରେ ମତଦାନ ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ୬୨୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ଭୋଟର…

ଉଦ୍ଧାର ହେଲେ କମଲା ହାରିସ୍‌ଙ୍କ ସ୍ବାମୀ

ଓ୍ବାଶିଂଟନ୍‌, ୧୦ା୨: ଓ୍ବାଶିଂଟନ୍‌ର ଡନ୍‌ବାର୍‌ ହାଇସ୍କୁଲ ବିଲ୍ଡିଂରେ ବୋମା ଖଞ୍ଜାଯାଇଥିବା ସୂଚନା ମିଳିବା ପରେ ସେଠାରୁ ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ସ୍ବାମୀ ଡଗ୍‌ଲସ୍‌ ଏମ୍‌ହଫ୍‌ଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମଙ୍ଗଳବାର ଉକ୍ତ ସ୍କୁଲରେ ଆଫ୍ରିକୀୟ ଆମେରିକୀୟ ଇତିହାସ ସହ…

ବାସ୍ତବ ହେବ ନ୍ୟୁକ୍ଲିୟର ପାଓ୍ବାର ଷ୍ଟେଶନ

ଲଣ୍ଡନ, ୧୦ା୨: ନ୍ୟୁକ୍ଲିୟର ଫ୍ୟୁଜନ ଯୋଗୁ ସୃଷ୍ଟ ଶକ୍ତିକୁ ଗ୍ରୀନ ଏନର୍ଜୀ ଉତ୍ସ ଭାବେ ବ୍ୟବହାର ଦିଗରେ ବୈଜ୍ଞାନିକଙ୍କୁ ବଡ଼ ସଫଳତା ମିଳିଛି। ସୂର୍ଯ୍ୟକୁ ଶକ୍ତି ପ୍ରଦାନ କରୁଥିବା ପ୍ରକ୍ରିୟାର ସଫଳ ନକଲ କରାଯିବା ପରେ ବ୍ରିଟେନରେ ବିକଶିତ ଏହି ଟେକ୍ନୋଲୋଜି…

ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ, ୬୨୩ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଭୋଟର ଭାଗ ନେଉଥିବା ପରିଲକ୍ଷିତ ହୋଇଛି । ଭୋଟରଙ୍କ ଲମ୍ବା ଲାଇନ ସେମାନଙ୍କ ଉତ୍ସାହକୁ ଦର୍ଶାଉଛି ।…

ଟଙ୍କା ନ ନେବାରୁ ଭୋଟରଙ୍କୁ ଧମକ: ରାଶନ୍‌ କାର୍ଡ଼, ଭତ୍ତା କାର୍ଡ଼ କାଟିଦେବୁ

ଯାଜପୁର ଅଫିସ,୧୦ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଟଙ୍କା ବାଣ୍ଟିବା ଘଟଣାକୁ ଭୋଟର ନାପସନ୍ଦ କରିଛନ୍ତି। ଏନେଇ ମାମଲା ଥାନା ପର୍ଯ୍ୟନ୍ତ ଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ବ୍ରହ୍ମବରଦା ଫାଣ୍ଡି ଅଧୀନ କୋଠଢ଼ିହ ଦଳିତ ସାହିରେ ଭୋଟରଙ୍କ ମଧ୍ୟରେ ଏଭଳି…

ବଢ଼ିପାରେ ଖାଇବା ତେଲ ଦର

ମୁମ୍ବାଇ,୧୦।୨: ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଖାଇବା ତେଲ ଦର କମାଇବା ପାଇଁ ସରକାର ଉଦ୍ୟମ ଚଳାଇଥିଲେ। କିନ୍ତୁ ବିଶ୍ୱର ସର୍ବବୃହତ୍‌ ତେଲ ଯୋଗାଣକାରୀ ରାଷ୍ଟ୍ର ଇଣ୍ଡୋନେସିଆ ରପ୍ତାନି ଉପରେ କଟକଣା ଲଗାଇବାରୁ ଅନ୍ତର୍ଜାତୀୟ ବଜାରରେ ଏହି ତେଲ ଦର…

ଓଡ଼ିଶାରେ ହେଲିକପ୍ଟର ସେବା କେବେ: ଉତ୍ତର ଦେଲାନି କେନ୍ଦ୍ର

ନୂଆଦିଲ୍ଲୀ,୧୦ା୨: ଓଡ଼ିଶାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଆହତଙ୍କୁ ଏୟାରଲିଫ୍ଟିଂ ପାଇଁ ନିରବଚ୍ଛିନ୍ନ ହେଲିକପ୍ଟର ସେବାକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେବାକୁ ଆବଶ୍ୟକ ମଣିନାହିଁ କେନ୍ଦ୍ର। ରାଜ୍ୟ ସଭାରେ ବିଜେଡି ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପ୍ରଶ୍ନକୁ ବୁଧବାର…

ମୃତ୍ୟୁ ଦଣ୍ଡାଦେଶରୁ ଆଜୀବନ ଜେଲ

ନୂଆଦିଲ୍ଲୀ,୧୦ା୨: ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ୪୦ ବର୍ଷୀୟଙ୍କୁ ସୁପ୍ରିମକୋର୍ଟ ବୁଧବାର ସୁଧୁରିବାକୁ ସୁଯୋଗ ଦେଇଛନ୍ତି। ୨୦୧୭ ଅକ୍ଟୋବରରେ ଆଲ୍ଲାହାବାଦ୍‌ ହାଇକୋର୍ଟ ଏ ମାମଲାରେ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ। ପପୁ ୨୦୧୫ରେ…

ଭାଜପା, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୦ା୨: କେନ୍ଦ୍ରାପଡ଼ା ବ୍ଲକ ୬ ନଂ. ଜୋନ୍‌ରେ ଆସନ୍ତା ୨୨ରେ ନିର୍ବାଚନ ହେବ। ପ୍ରାର୍ଥୀମାନଙ୍କ ପ୍ରଚାର ଦିନକୁ ଦିନ ଜୋରଦାର ହୋଇଛି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍‌ ଉଭୟ ଶାସକ ବିଜେଡି ଓ ଭାଜପା ପାଇଁ ସମ୍ମାନର…

ଆମକୁ ‘ଗୁଜରାଟର ଗଧ’ କହୁଥିଲେ: ମୋଦି

ନୂଆଦିଲ୍ଲୀ,୧୦ା୨: ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ୫ ବର୍ଷ ତଳର କଟାକ୍ଷକୁ ଏ ଯାଏ ଭୁଲି ପାରିନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁପି ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅବ୍ୟବହିତ ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri