Home

୧ କୋଟି ଟଙ୍କା ଦାନ ଦେଲେ ପ୍ରଭାସ

ସାଉଥ ସିନେମାର ସୁପରଷ୍ଟାର ପ୍ରଭାସ ଆଗାମୀ ଫିଲ୍ମ ‘ରାଧେ ଶ୍ୟାମ’କୁ ଆସନ୍ତା ବର୍ଷ ଜାନୁୟାରୀରେ ରିଲିଜ୍‌ ହେବାକୁ ଯାଉଛି। ଦର୍ଶକମାନେ ପ୍ରଭାସ ଏବଂ ପୂଜା ହେଗଡେଙ୍କ ଅନସ୍କ୍ରିନ କେମେଷ୍ଟ୍ରୀ ଦେଖିବାକୁ ଅପେକ୍ଷା କରିଛନ୍ତି। ରୂପେଲି ପରଦାରେ ପ୍ରଭାସଙ୍କୁ ଜଣେ ଶକ୍ତିଶାଳୀ ଅଭିନେତା…

୭୦୦ ଚାଷୀ ଶହୀଦ୍‌ ହୋଇଛନ୍ତି, ସରକାର କ୍ଷମା ମାଗିଛନ୍ତି କି, ରାହୁଲଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୭।୧୨: ସଂସଦର ଶୀତ ଅଧିବେଶନରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ମଙ୍ଗଳବାର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଲୋକ ସଭାରେ କହିଛନ୍ତି କୃଷି ବିଲ୍‌ ନେଇ ଆନ୍ଦୋଳନ କରୁଥିବା ଚାଷୀଙ୍କ ମଧ୍ୟରୁ ୭୦୦…

ଓମିକ୍ରନ ପାଇଁ ଆସିଲା ଔଷଧ!

ଲଣ୍ଡନ,୭।୧୨: ସାରା ବିଶ୍ୱରେ ଏବେ କରୋନାର ଭାରିଆଣ୍ଟ ଓମିକ୍ରନ ଆତଙ୍କ ସୃଷ୍ଟି କରିଛି। ଏବେ ଏହି ଭାରିଆଣ୍ଟ ପାଇଁ ବ୍ରିଟିଶ ବୈଜ୍ଞାନିକମାନେ ‘ସୋଟ୍ରୋଭିମାବ୍‌’ ନାମକ ଏକ ଔଷଧ ପ୍ରସ୍ତୁତ କରିଛନ୍ତି। ଏହି ଔଷଧ ଓମିକ୍ରନ ବିରୋଧରେ ସଫଳ ସାବ୍ୟସ୍ତ ହେବ ବୋଲି…

ତାଇଓ୍ବାନ ଆକାଶମାର୍ଗରେ ୪ ଚାଇନା ଯୁଦ୍ଧ ବିମାନର ଅନୁପ୍ରବେଶ…

ବେଜିଂ,୭।୧୨: ଚାଇନା ପୁଣି ଥରେ ତାଇଓ୍ବାନ ଉପରେ ନିଜର ଦାଦାଗିରି ଆରମ୍ଭ କରିଛି। ତାଇୱାନର ଆକାଶ ମାର୍ଗ ସୀମାରେ ଚାଇନାର ୪ ଯୁଦ୍ଧ ବିମାନ ପୁଣି ଅନୁପ୍ରବେଶ କରିଛି। ଚାଇନା ଏଭଳି କରି ତାଇଓ୍ବାନକୁ ଭୟଭୀତ କରିବାକୁ ଚେଷ୍ଟା କରିଛି। ଚାଇନାର…

‘ସ୍କାଏ ବୁରିଆଲ୍‌’ ପାର୍ସୀ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପାର୍ସୀ ସମ୍ପ୍ରଦାୟ ପକ୍ଷରୁ ‘ସ୍କାଏ ବୁରିଆଲ୍‌’ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ଅନୁମତି ଲୋଡ଼ା ଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟ ନୋଟିସ୍‌…

ପଡ଼ିଆରେ ନାଚିଲେ କୋହଲି

ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜକୁ ୧-୦ରେ ଜିତିବାରେ…

ମଡେଲିଂ ଜଗତରେ ପାଦ ଥାପିଲେ ସଚିନଙ୍କ ଝିଅ

କ୍ରିକେଟର୍‌ ଭଗବାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ନିଜ ଫ୍ୟାଶନ ସେନ୍ସ ଯୋଗୁ ପ୍ରାୟତଃ ଚର୍ଚ୍ଚାରେ ଥା’ନ୍ତି। ସେ ନିଜ ଷ୍ଟାଇଲିସ ଲୁକ ପାଇଁ ଜଣାଣୁଣା। ଏବେ ସେ ମଡେଲିଂରେ ପାଦ ଥାପିଛନ୍ତି। ନିକଟରେ ସାର ଏକ ଲୋକପ୍ରିୟ ପୋଷାକ ବ୍ରାଣ୍ଡ…

କମ ଫିଲ୍ମ କରି ମଧ୍ୟ କୋଟି କୋଟି ଟଙ୍କାର ମାଲିକାଣୀ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ମନି ଲଣ୍ଡରିଂ ମାମଲାରେ ଏବେ ରହିଛନ୍ତି। ଡିସେମ୍ବର ୮ରେ ପଚରାଉଚରା ପାଇଁ ଜ୍ୟାକଲିନଙ୍କୁ ଇଡି ଡାକିଛି। ସୁକେଶ ଚନ୍ଦ୍ରଶେଖର ଏବଂ ଅନ୍ୟମାନଙ୍କ ବିରୋଧରେ ପ୍ରାୟ ୨୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ତାଙ୍କୁ ପଚରାଉଚରା କରାଯିବ।…

ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଦାଗିଦ୍‌, ନିଜକୁ ପରିବର୍ତ୍ତନ କର…

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାଜପା ଏମ୍‌ପିଙ୍କୁ ତାଗିଦ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି, ନିଜକୁ ପରିବର୍ତ୍ତନ କରନ୍ତୁ, ନଚେତ୍‌ ପରିବର୍ତ୍ତନ ଆସିବ। ଆସନ୍ତା ବର୍ଷ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରସ୍ତୁତି ଜାରି…

ପ୍ରେମିକାଙ୍କୁ ସର୍‌ପ୍ରାଇଜ୍‌ ଦେଲେ ଅର୍ଜୁନ

ନିକଟରେ ଅଭିନେତ୍ରୀ ମଲାଇକା ଆରୋରା ପ୍ରେମିକ ଅର୍ଜୁନ କପୁର ସହ ମାଳଦ୍ୱୀପ ଛୁଟିରୁ ଫେରିଛନ୍ତି। ଏଠାରେ ଦୁହେଁ ଖୋଲାଖୋଲି ଉପଭୋଗ କରିଥିଲେ। ସେଠାକୁ ଫେରିବା ପରେ ମଧ୍ୟ ଏହି ଛୁଟିଦିନର ଆନନ୍ଦ ଉଭୟ ଭୁଲି ପାରୁ ନାହାନ୍ତି। ବିଶେଷକରି ଅର୍ଜୁନ ଏହି…

ଦ୍ରାଭିଡ୍‌ଙ୍କୁ ଦେଖି ମହତ୍‌ କାର୍ଯ୍ୟ କଲେ କୋହଲି

ମୁମ୍ବାଇ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ କ୍ରିକେଟ ଦଳ ୩୭୨ ରନ ବିଜୟ ହାସଲ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତି ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର କରିଛି।…

ଓମିକ୍ରନ୍‌ ମୁକାବିଲା, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଅଧିକ ଟିକା ମାଗିଲା ଆଇଏମ୍‌ଏ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଓମିକ୍ରନ୍‌ ମୁକାବିଲା ପାଇଁ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପକ୍ଷରୁ ଯୋଜନା ପ୍ରସ୍ତୁତି ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri