Home

ଦିନରେ ଅଧିକ ନିଦ ଲାଗିଲେ..

ଦିନତମାମ ଆମେ ନିଜକୁ ବିଭିନ୍ନ କାମରେ ବ୍ୟସ୍ତ ରଖିଥାଉ। ତେଣୁ ସେହି ଅନୁସାରେ ରାତିରେ ଆବଶ୍ୟକ ପରିମାଣର ଶୋଇବା ନିହାତି ଦରକାର। ନ ହେଲେ ଆମେ କେତେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ତେବେ ଏପରି କେତେକ ବ୍ୟକ୍ତି…

ଜୀବନର ଶେଷ ସମୟରେ ଇୟରଫୋନ୍‌ ମଗାଇ ଏହି କଳାକାରଙ୍କ ଗୀତ ଶୁଣୁଥିଲେ ଲତା

ନିଜ କୋକିଳ ସ୍ବରର ଯାଦୁରେ ସମସ୍ତଙ୍କୁ ମୁଗ୍ଧ କରିଦେଉଥିବା ଲତା ମଙ୍ଗେସକର ଆଉ ନାହାନ୍ତି। ସେ ତାଙ୍କ ଜୀବନରେ ସଙ୍ଗୀତ ଠାରୁ ଅଧିକ ଆଉ କାହାକୁ ଭଲ ପାଇ ନାହାନ୍ତି। ସେ ସଙ୍ଗୀତ ବ୍ୟତୀତ ଆଉ କୌଣସି ଜିନିଷକୁ ଅଧିକ ଗୁରୁତ୍ୱ…

ସୁସ୍ଥ ଜୀବନଶୈଳୀ ଅନ୍ତରାଳେ…

ସମଗ୍ର ପୃଥିବୀରେ ଯେତେ ପ୍ରଜାତିର ପ୍ରାଣୀ ଅଛନ୍ତି ସମସ୍ତଙ୍କଠାରୁ ମନୁଷ୍ୟ ବୁଦ୍ଧିମାନ ତଥା ହିତାହିତ ଜ୍ଞାନ ରହିଥିବା ପ୍ରାଣୀଭାବେ ବିବେଚିତ। ହେଲେ ନିଜର ହେୟଜ୍ଞାନ,ଖାମଖିଆଲ ମନୋଭାବ ତଥା ଅବହେଳା ହେତୁ କେତେକ ନିଜର ଦୈନନ୍ଦିନ ଜୀବନଶୈଳୀକୁ ଏପରି ଢଙ୍ଗରେ ବିତାଇ ଥାଆନ୍ତି,…

ଫେସ୍‌ବୁକ୍‌-ଇନଷ୍ଟାଗ୍ରାମ୍‌ ସେବା ବନ୍ଦ ହେବା ଆଶଙ୍କା ଘନେଇଲା…

ଓ୍ବାଶିଂଟନ, ୭।୨ : ଗତ ବର୍ଷ ଅକ୍ଟୋବରରେ ଫେସବୁକର ନାମ ପରିବର୍ତ୍ତନ କରାଯାଇଥିଲା, ଯାହା ପରେ କମ୍ପାନୀ ମେଟା ଭାବରେ ପରିଚିତି ହାସଲ କରିଥିଲା। ମେଟା ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ ସେ ଚାହୁଁଛନ୍ତି ବିଶ୍ୱରେ ତାଙ୍କ କମ୍ପାନୀ ମେଟାଭର୍ସ…

କମିନି କୋହଲିଙ୍କ ଆଧିପତ୍ୟ, ପଡିଆରେ ଜବରଦସ୍ତି ରୋହିତଙ୍କୁ ଏମିତି କାମ କରିବାକୁ କଲେ ବାଧ୍ୟ: ଦେଖନ୍ତୁ ଭିଡିଓ

ଅହମଦାବାଦ୍‌,୭।୨: ତିନି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜକୁ ୬ ଉଇକେଟରେ ପରାସ୍ତ କରିଛି ଭାରତ। ଏହା ସହିତ ଦଳ ସିରିଜରେ ୧-୦ ରେ ଆଗରେ ଅଛି। ରୋହିତ ଶର୍ମା ସ୍ଥାୟୀ ଅଧିନାୟକ ହେବା ପରେ ଏହା ଭାରତୀୟ ଦଳ…

ବାଜିଲା ସ୍କୁଲ ଘଣ୍ଟି: ଶ୍ରେଣୀଗୃହକୁ ଗଲେ ପିଲା

ଭୁବନେଶ୍ୱର,୭ା୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିଛି। ଆଜି ଅଷ୍ଟମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପୂର୍ବାହ୍ନ ୧୦ଟାରେ ସ୍କୁଲ ଘଣ୍ଟି ବାଜିବା ପରେ ଶ୍ରେଣୀଗୃହକୁ ପ୍ରବେଶ କରିଛନ୍ତି। ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ପୂର୍ବାହ୍ନ ୯ରୁ ୪ ଟା…

ଭାଜପା-କଂଗ୍ରେସ କେବଳ ଉତ୍ତରାଖଣ୍ଡକୁ ଲୁଟିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୭।୨ : ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ଭାଜପା-କଂଗ୍ରେସ କେବଳ ଉତ୍ତରାଖଣ୍ଡକୁ ଲୁଟିଛନ୍ତି। ଉଭୟ ଦଳ ରାଜ୍ୟରେ ୧୦ ବର୍ଷ ଲେଖାଏଁ କ୍ଷମତାରେ ରହି କୌଣସି ବିକାଶ କାର୍ଯ୍ୟ…

ଆଜିଠୁ ଆରମ୍ଭ ଖଣ୍ଡଗିରି ମେଳା: ହେବନି ଅପେରା କି ଖୋଲିବନି ଦୋକାନ ବଜାର

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ସନ୍ଧ୍ୟାରୁ ଆରମ୍ଭ ହେବ ଖଣ୍ଡଗିରି ମେଳା। କୋଭିଡ୍‌ କଟକଣା ପାଇଁ ଚଳିତବର୍ଷ ବି ମେଳା ଫିକା ପଡ଼ିବ। କେବଳ ମନ୍ଦିର ଭିତରେ ନୀତିକାନ୍ତି ପାଳନ କରାଯିବ। ଭକ୍ତଙ୍କ ପାଇଁ ମେଳା ବାରଣ ଥିବା ବେଳେ କୌଣସି ପ୍ରକାର ଦୋକାନ…

କ୍ରିକେଟ୍‌ରେ ବିରଳ ରେକର୍ଡ

ଫେବୃୟାରୀ ୭, ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ। ଆଜିକୁ ଠିକ୍‌ ୨୩ ବର୍ଷ ପୂର୍ବେ ପ୍ରସିଦ୍ଧ ସ୍ପିନ୍‌ ବୋଲର୍‌ ଅନିଲ କୁମ୍ବଲେ ଭାରତ ପାଇଁ ଇତିହାସ ରଚିଥିଲେ। ୧୯୯୯, ଫେବୃୟାରୀ ୭ରେ ଦିଲ୍ଲୀର ତତ୍କାଳୀନ ଫିରୋଜ ଶାହା କୋଟଲା…

ଆଜି ରାଜ୍ୟରୁ ୧୪୯୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କମୁନି

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୪୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୮,୩୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୭୪ ଜଣ ଚିହ୍ନଟ ହୋଇଥିବା…

ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ…

ନୂଆଦିଲ୍ଲୀ, ୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ ରହିଛି। ଗତ ୨୪ ଘଣ୍ଟାରେ…

ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୬

ଭୁବନେଶ୍ୱର,୭ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍‌ ଲାଗୁନି। ସୋମବାର ଆଉ ୨୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮,୭୫୪କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri