Home

ଅବକାରୀ ବିଭାଗର ଚଢ଼ାଉ: ମଦ ପ୍ରସ୍ତୁତି ସମୟରେ ହଠାତ୍‌…

ଜଳେଶ୍ୱର,୪ା୩(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି। ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନସ୍ଥ ବରଡିହା ପଞ୍ଚାୟତର ରଙ୍ଗାମାଟିଆ ଗ୍ରାମ ନିକଟରେ ଚଢ଼ାଉ କରାଯାଇ ବିପୁଳ…

ବାଥରୁମରେ ସନ୍ତାନ ଜନ୍ମ ଦେଲେ ୧୬ ବର୍ଷୀୟା ଛାତ୍ରୀ: ତା’ପରେ ଯାହା ଘଟିଲା, ଜାଣିଲେ ଫାଟିଯିବ କଲିଜା

ହାଇଦ୍ରାବାଦ୍‌,୪।୩: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ସୋମବାର ଏକ ହୃଦୟବିଦାରକ ଘଟଣା ଘଟିଛି। କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (KGBV) ରେ ଇଣ୍ଟରମିଡିଏଟ ପ୍ରଥମ ବର୍ଷରେ ପଢ଼ୁଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ପରୀକ୍ଷା ଦେଇ ଘରକୁ ଫେରିଥିଲେ। ସେଠାରେ ପହଞ୍ଚିବା ପରେ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ କମାଲ୍‌ କରିଦେଲା ଭାରତ: ଥରିବ ପାକିସ୍ତାନ, ଆମେରିକା ମଧ୍ୟ ହୋଇଯିବ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୪।୩: ବିଶ୍ୱ ବର୍ତ୍ତମାନ ଶସ୍ତା କିନ୍ତୁ ଘାତକ ଡ୍ରୋନ ଯୁଦ୍ଧର ପ୍ରଭାବ ଦେଖୁଛି। ଇରାନର କମ ମୂଲ୍ୟର ଶାହେଦ-୧୩୬ ଆତ୍ମଘାତୀ ଡ୍ରୋନ ଏବଂ ଆମେରିକାର LUCAS ଡ୍ରୋନ ପାରମ୍ପରିକ ଅସ୍ତ୍ର ଅପେକ୍ଷା ଅଧିକ କ୍ଷତି ପହଞ୍ଚାଉଛନ୍ତି। ଭାରତ ମଧ୍ୟ ସମାନ କ୍ଷମତା…

ଭାରସାମ୍ୟ ହରାଇ ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟି ପଡ଼ିଲା ବୋଲେରୋ, ଭିତରେ ଥିଲେ…

ମୋହନା,୪ା୩(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ରାସ୍ତାକଡ଼ର ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିପଡ଼ିଲା ବୋଲେରୋ। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫ ଜଣ ବ୍ୟକ୍ତି। ସୂଚନା ପ୍ରକାରେ ଅଡ଼ବା ଥାନା ଅନ୍ତର୍ଗତ ମୁଠାଗୁଡା ଗାଁରେ ବୋଲେରୋଟି ପଙ୍କ୍‌ଚର ହୋଇଥିଲା। ତାହା ସଜାଡ଼ିବା ପାଇଁ…

ରାଞ୍ଚିରେ ମହେନ୍ଦ୍ର ସିଂ ଧୋନିଙ୍କ କାରର କଟିଲା ଚାଲାଣ, ଜାଣନ୍ତୁ କେତେ ଲାଗିଲା ଫାଇନ?

ନୂଆଦିଲ୍ଲୀ,୪।୩: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ରାଞ୍ଚିର ରାଜକୁମାର, କ୍ୟାପ୍ଟେନ କୁଲ ଭାବରେ ଜଣାଶୁଣା ମହେନ୍ଦ୍ର ସିଂ ଧୋନିଙ୍କ କାରର କଟିଲା ଚାଲାଣଣ । ଦ୍ରୁତ ଗତିରେ ଗାଡି ଚାଳନା ଏବଂ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଏକ…

ସାଧାରଣ ଜନତାଙ୍କ ସହ ହୋଲି ଖେଳି ଶୁଭେଚ୍ଛା ଜଣାଇଲେ ଏମ୍‌ପି-ଏମ୍‌ଏଲ୍‌ଏ

ପାଟଣା,୪ା୩(ବୀରକିଶୋର ଦାଶ): ରଙ୍ଗର ପର୍ବ ହୋଲି ଅବସରରେ ବୁଧବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓ ପାଟଣା ଏମ୍‌ଏଲ୍‌ଏ ଅଖିଳ ନାଏକ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା ବ୍ଲକ ମୁଖ୍ୟାଳୟ ବଜାର, ପାଟଣା ଓ ତୁରୁମୁଙ୍ଗା ବାଜାରରେ କର୍ମୀଙ୍କ ସହ ରଙ୍ଗ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ ହେବାର ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଆଲୋଚନା ଚାଲିଥିଲା…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ସାଲେକଦମ ଗ୍ରାମର ମନୋଜ ପାଣ୍ଡେ (୨୫…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ନେଇ ବଧୂର ବାପା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ ରୁ ୧୦ ଜଣ ଛାତ୍ର ହଷ୍ଟେଲ ଛାଡି କେଉଁଆଡେ ପଳାଇଥିବା ଅଭିଯୋଗ ହୋଇଛି।…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର କରିଛନ୍ତି। ଏ ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।…

ଯୁଦ୍ଧ ଭିତରେ ୮ଦେଶ ସହ କଥା ହେଲେ ମୋଦି, ହୋଇପାରେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୩।୩: ଇରାନ ଉପରେ ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଏବଂ ଇରାନର ପ୍ରତିଶୋଧ ସହିତ ଆରମ୍ଭ ହୋଇଥିବା ଯୁଦ୍ଧ ପ୍ରତିଦିନ ତୀବ୍ର ହେବାରେ ଲାଗିଛି। ସଂଘର୍ଷର ପରିମାଣ ଏବଂ ପରିସର ମଧ୍ୟ ବିସ୍ତାରିତ ହେଉଛି। ଭାରତ ଏହାକୁ ନେଇ ଚିନ୍ତା ପ୍ରକାଶ କରିଛି। ବୈଦେଶିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri