Home

ପେଟ୍ରୋଲ ଚୋରି ଅଭିଯୋଗ ଆଣିଲେ ରାହୁଲ

ନୂଆଦିଲ୍ଲୀ,୮ା୧୧(ପି.ଟି.): ଦେଶରେ ପ୍ରଚଳିତ ଇ୨୦ ପେଟ୍ରୋଲକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। କର୍ନାଟକ ସରକାରଙ୍କ ଦ୍ୱାରା ସଂଗୃହୀତ ନମୁନା ପରୀକ୍ଷାରେ ଦେଶରେ ବିକ୍ରି ହେଉଥିବା ଇନ୍ଧନରେ ଅଧିକ ଇଥାନଲ ମିଶିଥିବା ଜଣାପଡ଼ିଛି। ପ୍ରକୃତରେ…

୧୩,୬୦୦ଫୁଟ ଉଚ୍ଚରେ ଅବତରଣ କଲା ବାୟୁସେନାର ଆଇଏଲ୍‌-୭୬

ନୂଆଦିଲ୍ଲୀ, ୮ା୧୧(ପି.ଟି): ଭାରତୀୟ ବାୟୁସେନାର ଆଇଏଲ୍‌-୭୬ଏମ୍‌ଡି ‘ଗଜରାଜ’ ପୂର୍ବ ଲଦାଖର ନ୍ୟୋମା ଏୟାର ବେସ୍‌ରେ ୧୩,୬୦୦ ଫୁଟରୁ ଅଧିକ ଉଚ୍ଚତାରେ ସଫଳତାର ସହ ଅବତରଣ କରି ଐତିହାସିକ ସଫଳତା ହାସଲ କରିଛି। ବିଶ୍ୱର ଯେକୌଣସି ସ୍ଥାନରେ ବିମାନ ଦ୍ୱାରା କରାଯାଇଥିବା ସର୍ବୋଚ୍ଚ…

ଅଗରକର ଜଣେ ଅହଙ୍କାରୀ ଚୟନକର୍ତ୍ତା, ଖେଳାଳିଙ୍କ ଜୀବନ ବରବାଦ କରିଛନ୍ତି: ସାମିଙ୍କ ଅବସର ପରେ ବର୍ଷିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ୍ ଦଳର ଅନ୍ୟତମ ଶ୍ରେଷ୍ଠ ଦ୍ରୁତ ବୋଲର ମହମ୍ମଦ ସାମି ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଦୀପାବଳିର ଠିକ୍ ଦୁଇ ଦିନ ପୂର୍ବେ, ଅର୍ଥାତ୍ ନଭେମ୍ବର ୬ ତାରିଖର ବିଳମ୍ବିତ ସନ୍ଧ୍ୟାରେ ସାମି ହଠାତ୍ ଟେଷ୍ଟ କ୍ରିକେଟ୍‌କୁ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ କୋଠରୀ ଭିତରୁ ତାଙ୍କ ମୃତଦେହ ଠାବ ହୋଇଥିବା ସୂଚନା ମିଳିଛି। ଏହି ଘଟଣା…

Diwali 2026: ଦୀପାବଳି ରାତିରେ ଚୁପଚାପ୍ କରନ୍ତୁ ଏହି ଗୋଟିଏ ଉପାୟ, ମା’ ଲକ୍ଷ୍ମୀଙ୍କ କୃପାରୁ ଚମକି ଉଠିବ ଆପଣଙ୍କ ଭାଗ୍ୟ!

ଦୀପାବଳି ହେଉଛି ଧନ ଏବଂ ସମୃଦ୍ଧିର ମହାପର୍ବ। ଏହି ବର୍ଷ ୮ ନଭେମ୍ବର ୨୦୨୬, ରବିବାର ଦିନ ଦୀପାବଳି ପାଳନ କରାଯାଉଛି। କାର୍ତ୍ତିକ ମାସର ଅମାବାସ୍ୟା ତିଥିରେ ପାଳିତ ହେଉଥିବା ଏହି ପବିତ୍ର ପର୍ବରେ ମାଆ ଲକ୍ଷ୍ମୀ ଏବଂ ଭଗବାନ ଗଣେଶଙ୍କ…

ବନ୍ୟାବିପନ୍ନଙ୍କ ସହ ଦୀପାବଳି ପାଳିବ ଗଞ୍ଜାମ ପ୍ରଶାସନ, ଘରେ ଜଳିବ ସହାନୁଭୂତିର ଦୀପ

ଛତ୍ରପୁର,୭ା୧୧(ଦିଲ୍ଲୀପ ସାମଲ): ବନ୍ୟାର କରାଳ ରୂପ ଯେଉଁଠି ଛଡ଼ାଇ ନେଇଥିଲା ହସ ଓ ଆନନ୍ଦ, ସେଠାରେ ପୁଣି ଖୁସିର ଆଲୋକ ଜାଳିବାକୁ ଆଗେଇ ଆସିଛି ଗଞ୍ଜାମ ଜିଲା ପ୍ରଶାସନ। ବନ୍ୟା ବିପନ୍ନଙ୍କ ଦୁଃଖରେ ସାମିଲ ହେବା ସହ ସେମାନଙ୍କ ମୁହଁରେ ହସ…

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ଭାବବିହ୍ବଳ ହେଲେ ନବୀନ, କହିଲେ ଗଞ୍ଜାମରେ…

ହିଞ୍ଜିଳିକାଟୁ,୭ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ବନ୍ୟାରେ ଉଜୁଡ଼ି ଯାଇଥିବା ଚାଷଜମି ଓ ଚାଷୀଙ୍କ ଦୁର୍ଦ୍ଦଶା ଦେଖି ଭାବବିହ୍ବଳ ହୋଇଛନ୍ତି ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ। ଶନିବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟା କ୍ଷତିଗ୍ରସ୍ତ…

ମାଣ୍ଡିଆ ଉତ୍ପାଦନରେ ରାଜ୍ୟରେ ପ୍ରଥମ କୋରାପୁଟ, ୧୫୯୮୭ ହେକ୍ଟର ଜମିରେ ୨୭୭୫୦ ଚାଷୀ କରୁଛନ୍ତି ଚାଷ

କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଜିଲା ଡିଏନ୍‌କେ ସଦ୍ଭାବନା ଗୃହଠାରେ ଜିଲାସ୍ତରୀୟ ‘ମାଣ୍ଡିଆ ଦିବସ’ ମହାସମାରୋହରେ ପାଳିତ ହୋଇଯାଇଛି। ମାଣ୍ଡିଆ ଉତ୍ପାଦନରେ କୋରାପୁଟ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ଏହି ଉତ୍ସବରେ ଜିଲାର କୃଷି ସଫଳତାକୁ ନେଇ ଗର୍ବ ପ୍ରକାଶ ପାଇଥିଲା।…

ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କରିଛନ୍ତି। ଏହି ଅବସରରେ, ଏକ ଧାର୍ମିକ ରୀତିନୀତି ଅନୁଯାୟୀ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ପ୍ରଧାନମନ୍ତ୍ରୀଙ୍କ କପାଳରେ ତିଳକ ଲଗାଇ ଦେଇଥିଲେ। ଉଭୟ ନେତା ଏକାଠି ଛିଡ଼ା ହୋଇ ଫଟୋ…

ବିରାଟଙ୍କ ପରେ, ଜନ ସିନାଙ୍କ ନକଲ କରି ଗ୍ଲେନ ଫିଲିପ୍ସଙ୍କୁ ଥଟ୍ଟା କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୧: ୩୮ ବର୍ଷ ବୟସରେ, ରୋହିତ ଶର୍ମା ସ୍ପଷ୍ଟ ଭାବରେ ତାଙ୍କ କ୍ରିକେଟ କ୍ୟାରିୟରର ବାକି ସମୟ ଉପଭୋଗ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚର ତାଙ୍କର ଏକ ଫଟୋ ଭାଇରାଲ ହୋଇଛି; ଏଥିରେ, ରୋହିତ ଜନ ସେନାଙ୍କ ସ୍ବାକ୍ଷର…

ପାସ୍‌ ହେଲା ନୂଆ ଆଇନ୍‌: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…

ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର ଏକ ସହର ତିନି କିମ୍ବା ଚାରି ଜଣଙ୍କ ସହିତ ବହୁପ୍ରାଣିତ ସମ୍ପର୍କକୁ ଆଇନଗତ…

ବର୍ଷା ବଞ୍ଚାଇଲା ଟିମ ଇଣ୍ଡିଆର ମାନ; ୧୩୫ ରନର ଲକ୍ଷ୍ୟ ପିଛା କରିବା ବେଳେ ବଢ଼ିଥିଲା ଚାପ, ଏମିତି ଜିତିଲେ ମେନ ଇନ୍‌ ବ୍ଲୁ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ବର୍ଷା ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟରୁ ରକ୍ଷା କରିଛି। ୧୩୫ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ ୨୬ ଓଭର ସୁଦ୍ଧା ୭ ୱିକେଟ ହରାଇ ୧୧୩ ରନ ସଂଗ୍ରହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?