ଇଂଲଣ୍ଡ ମୁଖ୍ୟ କୋଚ୍ ପଦରୁ ବିଦା ହେଲେ ସିଲଭରଉଡ୍
ଲଣ୍ଡନ,୪।୨: ଇଂଲଣ୍ଡର ମୁଖ୍ୟ କୋଚ୍ ପଦରୁ ଇସ୍ତଫା ଦେଇଛନ୍ତି କ୍ରିସ ସିଲଭରଉଡ୍। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଆଶେସ ସିରିଜରେ ଇଂଲଣ୍ଡର ଲଜ୍ଜାଜନକ ପ୍ରଦର୍ଶନ ପରେ ତାଙ୍କୁ କୋଚ୍ ପଦ ଛାଡ଼ିବା ନେଇ କୁହାଯାଇଥିଲା। ଶେଷରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାପରେ…
‘ଗଙ୍ଗୁବାଇ କାଠିଆୱାଡି’ର ଟ୍ରେଲର ରିଲିଜ୍
ବହୁ ପ୍ରତିକ୍ଷିତ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ର ଟ୍ରେଲର ରିଲିଜ ହୋଇଛି। ଫିଲ୍ମରେ ଲିଡ ରୋଲରେ ଆଲିଆ ଭଟ୍ଟ ଥିବାବେଳେ ତାଙ୍କ ଅପୋଜିଟ୍ରେ ଅଛନ୍ତି ଅଜୟ ଦେବଗନ। ଦମ୍ଦାର ଡାଏଲଗ, ଜବରଦସ୍ତ ଅଭିନୟ ସହ ଦର୍ଶକଙ୍କ ହୃଦୟ ଜିତିଛନ୍ତି ଅଭିନେତ୍ରୀ ଆଲିଆ ଭଟ୍ଟ।…
୧୦ ବର୍ଷ ପରେ ସ୍ବାମୀଙ୍କ ସହ ପରଦାକୁ ଫେରୁଛନ୍ତି ଜେନେଲିଆ
ବଲିଉଡ ଅଭିନେତ୍ରୀ ଜେନେଲିଆ ଡି’ସୁଜା ଦୀର୍ଘ ସମୟ ପରେ ଅଭିନୟ ଜଗତକୁ ଫେରୁଛନ୍ତି। ପ୍ରାୟ ଦଶ ବର୍ଷ ପରେ ସ୍ବାମୀ ରିତେଶ ଦେଶମୁଖଙ୍କ ସହ ଏକ ଫିଲ୍ମକୁ ଫେରିଛନ୍ତି। ଉଭୟ ‘ମିଷ୍ଟର ମମି’ରେ ନଜର ଆସିବେ। ଫିଲ୍ମର ପୋଷ୍ଟର ରିଲିଜ୍ ହୋଇଯାଇଛି।…
ଶିଳ୍ପାଙ୍କ ନାଁରେ ୫ ଫ୍ଲାଟ୍ ଲେଖିଦେଲେ ସ୍ବାମୀ ରାଜ କୁନ୍ଦ୍ରା, ଦାମ୍ ଜାଣିଲେ…
ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ଗତବର୍ଷ ଅଶ୍ଳୀଳ ଫିଲ୍ମ କରିବା ମାମଲାରେ ଗିରଫ ହୋଇ ଚର୍ଚ୍ଚାକୁ ଆସିଥିଲେ। ସେତେବେଳେ ଶିଳ୍ପା ସୋସିଆଲ ମିଡିଆରେ ଆବେଦନ କରିଥିଲେ କି, ତାଙ୍କ ଗୋପନୀୟତାକୁ ସମ୍ମାନ ଦିଆଯାଉ। କିନ୍ତୁ ବର୍ତ୍ତମାନ ଖବର…
ଦଇତାପତି ନିଯୋଗ ନିର୍ବାଚନ,୨୯ ପ୍ରାର୍ଥିପତ୍ର ଦାଖଲ
ପୁରୀ ଅଫିସ,୪।୨: ଶ୍ରୀମନ୍ଦିର ଦଇତାପତି ନିଯୋଗର ନିର୍ବାଚନ ଚଳିତ ମାସ ୧୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ୨୯ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଗୁରୁବାର ସକାଳ ୯ଟାଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ…
୧୯ ନଂ. ଜୋନ୍ ପାଇଁ ତୀବ୍ର ଲଢ଼େଇ
ନିମାପଡ଼ା,୪।୨(ଡି.ଏନ୍.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା, ଅଲଣ୍ଡା, ଧନୁଅଁା, ରେଞ୍ଚଶାସନ ଆଦି ୯ ପଞ୍ଚାୟତକୁ ନେଇ ଏହି ଜୋନ୍ ଗଠିତ। ଚଳିତ…
୨ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟ ସରକାର ୨ଜଣ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଡେପୁଟି…
ଗୋରଖପୁରରୁ ନାମାଙ୍କନ ପତ୍ର ଦାଖଲ କଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ରାଜ୍ୟର ଗୋରଖପୁର ବିଧାନସଭା ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ରୁଦ୍ରାଭିଷେକ କରିଥିଲେ। ସିଏମ ଯୋଗୀ ଆଦିତ୍ୟନାଥଙ୍କ ନାମାଙ୍କନ ପତ୍ର ଦାଖଲବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…
ବନ୍ଧୁକ ଦେଖାଇ ଯୁବକ ଗିରଫ
ପଦ୍ମପୁର,୪।୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଶୁଙ୍ଗୁଡା ଗ୍ରାମର ପାରିବାରିକ କଳହକୁ ନେଇ ଜଣେ ଯୁବକ ତାଙ୍କ ପରିବାର ଲୋକଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇ ଗିରଫ ହୋଇଛନ୍ତି। ସେ ହେଲେ ସେକ ସଲିଲ। ଦୁଇ ଭାଇଙ୍କ ଭିତରେ…
ଇସାରାରେ ଚାଲୁଥିବା ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛନ୍ତି ହାଇକମାଣ୍ଡ: ସିଦ୍ଧୁ
ଅମୃତସର,୪।୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଫେବୃଆରୀ ୬ରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବ। ଏଥିପାଇଁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍ ଚନ୍ନି ଏବଂ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଦ୍ଧୁ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। ତେବେ ଏହା ପୂର୍ବରୁ ସିଦ୍ଧୁ…
ଐଶ୍ୱର୍ଯ୍ୟାଙ୍କ ସହ କାମ କରିଥିବା ଏହି ଶିଶୁ କଳାକାର ଏବେ ସୁପରଷ୍ଟାର
ମୁମ୍ବାଇ: ଛୋଟ ପରଦାର ଅଭିନେତ୍ରୀ ଜେନିଫର୍ ଓ୍ବିଙ୍ଗେଟ ବିଭିନ୍ନ ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇପାରିଛନ୍ତି। ଜେନିଫର୍ ଶିଶୁ କଳାକାର ଭାବରେ ବଲିଉଡ୍ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ସେ ୧୦ବର୍ଷ ବୟସରେ ‘ଅକେଲେ ହମ୍ ଅକେଲେ ତୁମ୍’ ଫିଲ୍ମରୁ ଶିଶୁ…
ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ
ଗଞ୍ଜାମ,୪।୧(ଡି.ଏନ୍.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ ଚଳିତ ନିର୍ବାଚନରେ ପ୍ରଚାର ପାଇଁ ବିଜେଡି ପାର୍ଥୀମାନେ ଆଗୁଆ ଥିବା ଦେଖିବାକୁ ମିଳିଛି…
Archives


