ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ
କେନ୍ଦ୍ରାପଡ଼ା ଅଫିସ,୪।୨: ରବି ଫସଲ ପାଇଁ ଚଳିତ ବର୍ଷ କେନାଲରେ ପାଣି ଛଡା ଯିବ ନାହିଁ। ଜଳ ସମ୍ପଦର ଏହି ନିଷ୍ପତ୍ତିକୁ କେନ୍ଦ୍ରାପଡ଼ା ଜିଲାର ଚାଷୀ ବିରୋଧ କରିଛନ୍ତି। ଏ ନେଇ ଏଡିଏମ୍ଙ୍କୁ ଗୁରୁବାର ଦାବିପତ୍ର ଦିଆଯାଇଛି। ଅପରପକ୍ଷରେ ଜଳ ପରିଚାଳନା…
ହାତ ଟେକିଦେଲା ଭାଜପା
ଯାଜପୁର ଅଫିସ,୪ା୨: ଯାଜପୁର ସଦର ବ୍ଲକ୍ ୨୯ ନମ୍ବର ଜୋନ୍ରେ ଭାଜପା ପ୍ରାର୍ଥୀ ଭାସ୍କର ଜେନା ନିଜର ଅସୁସ୍ଥତା ଦର୍ଶାଇ ନିର୍ବାଚନରୁ ଓହରିଯିବା ପରେ ସେଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି ସ୍ପଷ୍ଟ ହୋଇଛି ।…
୫ ମହଲା ଉପରୁ ୨ ନାବାଳିକାଙ୍କୁ ଫିଙ୍ଗିଲେ ଯୁବକ, ଆଉ ତା’ପରେ
ପାଟନା,୪।୨: ବିହାରର ରାଜଧାନୀ ପାଟନାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ୨ ନାବାଳିକାଙ୍କୁ ୫ ମହଲାରୁ ଫିଙ୍ଗି ଦେଇଛନ୍ତି। ଏଥିମଧ୍ୟରୁ ଜଣେ ଝିଅଙ୍କର ମୃତ୍ୟୁ ଘଟିଥିବା ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ଯୁବକଙ୍କୁ…
ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର
ବେଗୁନିଆ,୪ା୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ ହେବା…
ବିବାହର ଗୋଟିଏ ଦିନ ପରେ ଛାଡପତ୍ର ନେଲେ ସ୍ତ୍ରୀ-ସ୍ବାମୀ
ଆବୁଧାବି,୪।୨: ବିବାହ ସାତ ଜନ୍ମର ବନ୍ଧନ ଭାବରେ ବିବେଚନା କରାଯାଏ, କିନ୍ତୁ ବେଳେବେଳେ ଏହି ବନ୍ଧନ ଏତେ ଶୀଘ୍ର ଭାଙ୍ଗିଯାଏ ଯେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ଏଭଳି ଏକ ମାମଲା ସାମ୍ନାକୁ ଆସିଛି। ବିବାହର…
ବୟସ୍କ ବ୍ୟକ୍ତି ଓ କର୍କଟ
କଥାରେ ଅଛି-କ୍ୟାନ୍ସର ନୋ ଆନ୍ସର। ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ କ୍ୟାନ୍ସର ଅନ୍ୟତମ। ପ୍ରାରମ୍ଭିକ ସ୍ତରରେ ଏହାର ଚିକିତ୍ସା କରାଯାଇପାରିଲେ ଏଥିରୁ ଆରୋଗ୍ୟ ଲାଭର ସମ୍ଭାବନା ରହିଛି। ତେଣୁ ଏହାର ଲକ୍ଷଣ ବିଷୟରେ ଅବଗତ ହେବା ଜରୁରୀ।…
ବିଶ୍ୱ କର୍କଟ ଦିବସ: ଆଜି ଜାଣନ୍ତୁ ଫୁସ୍ଫୁସ୍ କର୍କଟ ବିଷୟରେ..
ମେରିକା ପ୍ରଭୃତି ପାଶ୍ଚାତ୍ୟ ଦେଶରେ ପୁରୁଷଙ୍କୁ ହେଉଥିବା ପ୍ରମୁଖ କ୍ୟାନସର ବା କର୍କଟ ମଧ୍ୟରେ ଅନ୍ୟତମ ଫୁସଫୁସ କର୍କଟ। କେବଳ ଆମେରିକାରେ ବର୍ଷକୁ ପ୍ରାୟ ୬୫ ହଜାର ଲୋକ ଏଥିରେ ମୃତ୍ୟୁ ବରଣ କରୁଥିବା ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। କାରଣ:…
ବିଶ୍ୱକପ୍ ଫାଇନାଲ୍ ପୂର୍ବରୁ ଖେଳାଳିଙ୍କୁ ଗୁରୁମନ୍ତ୍ର ଦେଲେ ବିରାଟ କୋହଲି
ଅହମଦାବାଦ୍,୪।୨:ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ପରାସ୍ତ କରି ଅଷ୍ଟମ ଥର ପାଇଁ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ଫେବୃୟାରୀ ୫ରେ ଶନିବାର ଟାଇଟଲ ପାଇଁ ଇଂଲଣ୍ଡକୁ ଭେଟିବ ଭାରତ। ଏହି ବଡ ମ୍ୟାଚ ପୂର୍ବରୁ ସିନିୟର ଦଳର ପୂର୍ବତନ…
ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା
କଣ୍ଟାପଡା,୪ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର ପଞ୍ଚାୟତରେ…
ଉତ୍ତରାଖଣ୍ଡ ନିର୍ବାଚନ: ମୋଦିଙ୍କ ପ୍ରଥମ ଭର୍ଚୁଆଲ ରାଲି ସ୍ଥଗିତ
ନୂଆଦିଲ୍ଲୀ,୪ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଖେଇ ଅସିଲାଣି । ତେବେ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରଚାର ଆରମ୍ଭ କରିଥାଆନ୍ତେ । ହେଲେ ଖରାପ ପାଗ ଯୋଗୁ ଏହା ସ୍ଥଗିତ…
ଭିଜିଲାନ୍ସ ଜାଲରେ ଏସ୍ପିସିବିର ମୁଖ୍ୟଯନ୍ତ୍ରୀ
ଭୁବନେଶ୍ୱର,୪ା୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ କୋର୍ଟ ସ୍ପେସାଲ ଜଜ୍ଙ୍କ ନିର୍ଦ୍ଦେଶକ୍ରମେ ରବିଙ୍କ ଭୁବନେଶ୍ୱର ପଟିଆରେ ଥିବା ରେସିଡେନ୍ସିଆଲ୍ ଫ୍ଲାଟ, ଜାଗମରାସ୍ଥିତ…
ଭୁଶୁଡିଲା ନିର୍ମାଣାଧୀନ କୋଠା: ଚାଲିଗଲା ୭ ଜୀବନ
ପୁଣେ,୪।୨: ମହାରାଷ୍ଟ୍ରର ପୁଣେର ୟେରୱାଡା ଶାସ୍ତ୍ରୀ ନାଗର ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ପୁଣେ ଫାୟାର ବ୍ରିଗେଡ କହିଛି ଯେ ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ଏବଂ…
Archives


