କୁମ୍ଭାରଙ୍କ ସହ ମାଟିପାତ୍ର ଗଢ଼ିଲେ ରାହୁଲ, ଭିଡିଓ ଦେଖିଲେ…
ନୂଆଦିଲ୍ଲୀ,୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ରାୟପୁର ଗସ୍ତରେ ଯାଇଛନ୍ତି। ରାହୁଲ ‘ଅମର ଯଓ୍ବାନ ଜ୍ୟୋତି’ର ମୂଳଦୁଆ ପକାଇବାକୁ ଏଠାରେ ପହଞ୍ଚିଛନ୍ତି। ରାୟପୁରରେ ପହଞ୍ଚିଥିବା ରାହୁଲ ଏହି ସମୟରେ କୁମ୍ଭାରଙ୍କ ସହ ମିଶି ମାଟିପାତ୍ର ତିଆରି କରିବାକୁ ଚେଷ୍ଟା କରିଛନ୍ତି।…
ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ବାଚସ୍ପତି
ନୂଆଦିଲ୍ଲୀ,୩।୨: ଲୋକସଭାରେ ରାଷ୍ଟ୍ରପତି ରାମନାଥ ଅଭିଭାଷଣ ଉପରେ ବିତର୍କ ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଭୁଲ କରିଛନ୍ତି। ଏହାକୁ ନେଇ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ତାଙ୍କୁ ଗାଳି କରିଛନ୍ତି। ସଂସଦରେ ରାହୁଲ ଗାନ୍ଧୀ ବୁଧବାର ମୋଦି…
ଗଲଓ୍ବାନରେ ୪ ନୁହେଁ, ୧୦ ଗୁଣା ଅଧିକ ଚାଇନିଜ ସୈନ୍ୟ ପ୍ରାଣ ହରାଇଥିଲେ
ନୂଆଦିଲ୍ଲୀ,୩।୨: ୨୦୨୦ ଜୁନରେ ଗଲଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହଁମୁହିଁ ହୋଇଥିଲେ। ଏଥିରେ ୪୨ ଚାଇନିଜ ଯବାନଙ୍କ ମୃତ୍ୟୁ ହୋଇଥିଲା, ଯାହାକି ଚାଇନା ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତଥ୍ୟଠାରୁ ୧୦ ଗୁଣା ଅଧିକ। ତେବେ ବେଜିଂ ପକ୍ଷରୁ ଗଲଓ୍ବାନ ଘାଟି…
ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇଲେ ବୃଦ୍ଧା, ଗୁହାରି କଲେ ଏମିତି
ସୋନପୁର,୩।୨(ନି.ପ୍ର.): ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇପଡ଼ିଲେ ବୃଦ୍ଧା। ଏଭଳି ଏକ ଘଟଣା ଘଟିଛି ସୂବର୍ଣ୍ଣପୁରରେ। ପ୍ରିୟ ଗାଈକୁ ଫେରାଇ ଆଣିବା ଲାଗି ସେ ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ସୂଚନାନୁଯାୟୀ, ସୁବର୍ଣ୍ଣପୁର ମେଡିକାଲ ବାରଣ୍ଡାରେ ୨୦ ବର୍ଷ ଧରି…
ରଜନୀକାନ୍ତଙ୍କୁ ପଛରେ ପକାଇଲେ ଅଲ୍ଲୁ ଅର୍ଜୁନ
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ କ୍ୟାରିୟର ଫିଲ୍ମ ‘ପୁଷ୍ପା’ ଚାର୍ଚାନ୍ଦ ଲଗାଇ ଦେଇଛି। ପୁଷ୍ପା ଯୋଗୁ ଅଲ୍ଲୁ ପ୍ୟାନ୍ ଇଣ୍ଡିଆ ଷ୍ଟାର ପାଲଟିଯାଇଛନ୍ତି। ଏହି ଅଭିନେତାଙ୍କ ଫ୍ୟାନ୍ ଫଲୋଅର୍ସ ମଧ୍ୟ ବହୁ ବଢ଼ିଯାଇଛନ୍ତି। ଟୁଇଟରରେ ଅର୍ଜୁନଙ୍କ ଫଲୋଅର୍ସ ବଢ଼ି ୬.୫…
ଲିଫ୍ଟ ଦେଇ ଲୁଟିନେଲେ, ସାହାଯ୍ୟ ମାଗି ମାଡ଼ ଖାଇଲେ ବାଙ୍ଗାଲୋର ଫେରନ୍ତା ଯୁବକ
ଭୁବନେଶ୍ୱର,୩।୨(ବ୍ୟୁରୋ): ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ନିଶା ଦେଇ ଲୁଟିଲେ ଲୁଟେରା। ପରେ ଯୁବକଜଣଙ୍କ ଉଦ୍ଧାର ପାଇଁ ସାହାଯ୍ୟ ମାଗିବାରୁ ନିର୍ଧୂମ ମାଡ଼ ଖାଇଲେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ। ଲିଫ୍ଟ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଯୁବକ ହେଲେ…
ମନ୍ତ୍ରୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ
ଲକ୍ଷ୍ନୌ,୩।୨: ଉତ୍ତରପ୍ରଦେଶ ସରକାରର କ୍ୟାବିନେଟ ମନ୍ତ୍ରୀ ସିଦ୍ଧାର୍ଥନାଥ ସିଂହଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ବ୍ଲେଡ ଓ ବିଷରେ ତାଙ୍କ ଉପରକୁ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି ଜଣେ ଦୁର୍ବୃତ୍ତ ତେବେ ସଠିକ ସମୟରେ ଆକ୍ରମଣକାରୀଙ୍କୁ ମନ୍ତ୍ରୀଙ୍କ ସୁରକ୍ଷାକର୍ମୀମାନେ ଅଟକାଇ ପୋଲିସ…
ନିର୍ବନ୍ଧ ସରିଛି କହି ପ୍ରଶଂସକଙ୍କୁ ଭୁଆଁ ବୁଲାଇଲେ ଏହି ଅଭିନେତ୍ରୀ, ପରେ କହିଲେ…
ବମ୍ବେ: ନିର୍ବନ୍ଧ ହେବା କହି ଲୋକଙ୍କୁ ଭୁଆଁ ବୁଲାଇଲେ ଟେଲି ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଜୀ। ବୁଧବାର ସୋସିଆଲ ମିଡିଆ ଆକାଉଣ୍ଟରେ ସେ ଏବଂ ବିଶାଲ ସିଂହ ପ୍ରପୋଜ ସହ ନିର୍ବନ୍ଧର ଭିଡିଓ ଶେୟାର କରିଥିଲେ। ଏହା ବେଶ ଭାଇରାଲ ହୋଇଥିଲା। ପ୍ରଶଂସକଙ୍କ…
ଟ୍ରେଲର ରିଲିଜ ପୂର୍ବରୁ ଅଜୟ ଦେବଗନଙ୍କ ଫାଷ୍ଟ୍ ଲୁକ୍
ମୁମ୍ବାଇ: ଚଳିତବର୍ଷ ସୁପରଷ୍ଟାର ଅଜୟ ଦେବଗନଙ୍କୁ ନୂଆ ରୂପରେ ଦର୍ଶକେ ଦେଖିବେ। ଏହି ବର୍ଷ ଅଜୟ ଜଣେ ଅଭିନେତା, ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଭାବରେ ଓଟିଟିରୁ ଆରମ୍ଭ କରି ପ୍ରେକ୍ଷାଳୟ ପର୍ଯ୍ୟନ୍ତ ଛାଇ ରହିବେ। ଅଜୟ ଦେବଗନଙ୍କ ଫିଲ୍ମସ ବ୍ୟାନରରେ ଏକ…
ଘର ବିକିଦେଲେ ବିଗ୍ ବି! ଜାଣନ୍ତୁ କେତେ କୋଟିରେ ହେଲା ଡିଲ୍
ବମ୍ବେ: ଘର ବିକିଲେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ। ଦକ୍ଷିଣ ଦିଲ୍ଲୀର ଗୁଲମୋହର ପାର୍କରେ ଥିବା ନିଜ ଘରକୁ ବିକିଛନ୍ତି ସେ। ଉକ୍ତ ଘରେ ବିଗ୍ବିଙ୍କର ବହୁତ ସ୍ମୃତି ରହିଥିଲା। ମା’ ତେଜି ବଚ୍ଚନ ଏବଂ ବାପା ହରିବଂଶ ରାୟ ବଚ୍ଚନ…
ମା’ ହେବାର ୧୧ ଦିନ ପରେ ଏମିତି ଫଟୋଶୁଟ୍ କରି ଚର୍ଚ୍ଚାରେ ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ରୁ ହଲିଉଡ୍ ପର୍ଯ୍ୟନ୍ତ ନିଜର ଅଭିନୟ ଦକ୍ଷତା ପ୍ରଦର୍ଶନ କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଜି କୌଣସି ପରିଚୟ ପ୍ରତି ଆଗ୍ରହୀ ନୁହନ୍ତି। କାରଣ ନିକଟରେ ଅର୍ଥାତ୍ ୨୨ ଜାନୁୟାରୀରେ ପ୍ରିୟଙ୍କା ପ୍ରଶଂସକଙ୍କୁ ମା’ ହେବାର ଖୁସି ଖବର ଦେଇଛନ୍ତି।…
‘ଜୀବନରେ କେବେ ବି ତାଙ୍କ ମୁହଁ ଦେଖିବାକୁ ଚାହେଁନା’
ବମ୍ବେ: ଜୀବନରେ ଆଉ କେବେ ବି ତେଜସ୍ବୀ ପ୍ରକାଶଙ୍କ ମୁହଁ ଦେଖିବି ନାହିଁ। କିଛି ଏଭଳି କହିଛନ୍ତି ଅଭିନେତ୍ରୀ ସମିତା ସେଟ୍ଟୀ। ନିକଟରେ ଶେଷ ହୋଇଥିବା ବିଗ୍ବସ୍ରେ ପ୍ରତିଯୋଗୀ ଭାବେ ଭାଗ ନେଇଥିଲେ ସେ। ଶୋ’ ଜିତି ପାରି ନ ଥିଲେ…
Archives


