Home

ରୁଷିଆ-ୟୁକ୍ରେନ ବିବାଦ ବଢୁଛି, ୩୦୦୦ ସୈନ୍ୟ ପଠାଇବାକୁ ଆମେରିକାର ଘୋଷଣା

ଓ୍ବାଶିଂଟନ,୩ା୨: ରୁଷିଆ ସହିତ ୟୁକ୍ରେନ ସୀମାରେ ଯୁଦ୍ଧ ତିକ୍ତତା ବଢ଼ି ଚାଲିଛି। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ପୂର୍ବ ୟୁରୋପକୁ ୩୦୦୦ ଅତିରିକ୍ତ ସୈନ ପଠାଇବାକୁ ଆମେରିକା ବୁଧବାର ଘୋଷଣା କରିଛି। ପେଣ୍ଟାଗନ ଦ୍ୱାରା ଜାରି ବିବୃତ୍ତି ଅନୁଯାୟୀ, ଆମେରିକା ଦୁଇ ଦିନ…

ୟୁକ୍ରେନ୍‌ରେ ଯୁଦ୍ଧର ପଦଧ୍ୱନୀ, ଆମେରିକା ମୁତୟନ କଲା ସୈନ୍ୟ…

ଓ୍ବାଶିଂଟନ, ୩।୨ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ହେବାର ଭୟ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ସପ୍ତାହରେ ପୋଲାଣ୍ଡ ଏବଂ ଜର୍ମାନୀକୁ ପ୍ରାୟ ୨,୦୦୦ ସୈନ୍ୟ ପଠାଇବାର ବ୍ୟବସ୍ଥା କରୁଛନ୍ତି। ଏପରି କରି ନାଟୋର ପୂର୍ବ ପାର୍ଶ୍ୱରେ…

ତ୍ରିକୋଣୀୟ ପ୍ରେମର ଦୁଃଖଦ ଅନ୍ତ: ଦୁଇ ଗର୍ଲଫ୍ରେଣ୍ଡଙ୍କୁ ଡାକିଲେ, ଜଣଙ୍କୁ ବଞ୍ଚାଇବା ପାଇଁ…

ବେଙ୍ଗାଲୁରୁ,୩।୨: କର୍ନାଟକରେ ତ୍ରିକୋଣୀୟ ପ୍ରେମର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦକ୍ଷିଣ କନ୍ନଡ ଜିଲାର ସୋମେଶ୍ୱରା ବିଚ୍‌କୁ ଜଣେ ଯୁବକ ତାଙ୍କର ଦୁଇ ଗର୍ଲଫ୍ରେଣ୍ଡଙ୍କୁ ଡାକିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ଜଣେ ଗର୍ଲଫ୍ରେଣ୍ଡ ସମୁଦ୍ରକୁ ଡେଇଁଲେ। ଏହା…

ଏବେ ବି ଖୋର୍ଦ୍ଧା ଶୀର୍ଷରେ

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୩,୬୨୯ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୫୧୫ ଜଣ ସଂକ୍ରମିତ ପିଲା ଥିବା ବେଳେ କ୍ୱାରାଣ୍ଟାଇନରୁ ୨୧୧୫ ଏବଂ ୧୫୧୪ ଲୋକାଲ କେସ୍‌ ରହିଛି । ଏହାକୁ…

ଅମିତାଭ ବଚ୍ଚନଙ୍କୁ ଶକ୍ତ ଚାପୁଡା ମାରିଥିଲେ ଏହି ଅଭିନେତ୍ରୀ

ହିନ୍ଦୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀଙ୍କ ମଧ୍ୟରୁ ୱାହିଦା ରେହମାନ ଅନ୍ୟତମ। ତାମିଲନାଡୁର ଚେଙ୍ଗାଲପାଟୁରେ ୧୯୩୮, ଫେବୃୟାରୀ ୩ରେ ଜନ୍ମଗ୍ରହଣ କରିଥିଲେ। ୫୦ ଏବଂ ୬୦ ଦଶକରେ ୱାହିଦା ନିଜର ସୌନ୍ଦର୍ଯ୍ୟ ଏବଂ ଚମତ୍କାର ଅଭିନୟ ସହିତ ପ୍ରଶଂସକଙ୍କ ହୃଦୟରେ ରାଜ୍‌ କରୁଥିଲେ।…

୫ ବର୍ଷରେ ଲକ୍ଷପତିରୁ କୋଟିପତି ପାଲଟୁଛନ୍ତି ବିଧାୟକ…

ଲକ୍ଷ୍ନୌ, ୩।୨ : ରାଜନେତାଙ୍କ ଘରେ ଟଙ୍କା ଗଛ ଲଗାଯାଇଛି ବୋଲି ଏବେ ଚର୍ଚ୍ଚା ହେଉଛି। ଯଦି ତାହା ହୋଇ ନ ଥାନ୍ତା, ତେବେ ୫ ବର୍ଷ ମଧ୍ୟରେ ପ୍ରାୟ ୬ ଲକ୍ଷ ସମ୍ପତ୍ତି ୭ କୋଟିରୁ ଅଧିକ ହୋଇ ପାରନ୍ତା…

ଐତିହାସିକ ମ୍ୟାଚ୍‌ ପୂର୍ବରୁ ସଙ୍କଟରେ ଭାରତୀୟ ଦଳ

ଅହମଦାବାଦ୍‌,୩।୨:ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ଟି ଦିନିକିଆ ସିରିଜ ଫେବୃୟାରୀ ୬ରୁ ଆରମ୍ଭ ହେବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ମଧ୍ୟ ଟଭାରତୀୟ ଦଳର ଅଧିକାଂଶ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଶିଖର ଧାୱନ, ଶ୍ରେୟାସ ଆୟର, ଋତୁରାଜ ଗାଇକ୍ୱାଡ, ନବଦୀପ…

ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଶ୍ମଶାନ-କବରସ୍ତାନରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ, ୩।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୨ ହଜାର ୪୩୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

କୋଚଙ୍କ ଭବିଷ୍ୟବାଣୀ ହେଲା ସତ

ଆଣ୍ଟିଗୁଆ,୩।୨: ଅଷ୍ଟ୍ରେଲିଆ ବିପକ୍ଷ ଅଣ୍ଡର -୧୯ ବିଶ୍ୱକପ୍‌ ସେମିଫାଇନାଲର ଗୋଟିଏ ଦିନ ପୂର୍ବରୁ ୟଶ ଧୁଲଙ୍କୁ ଦିଲ୍ଲୀର ଦୁଇ ବରିଷ୍ଠ ଖେଳାଳି ବିରାଟ କୋହଲି ଏବଂ ଉନ୍ମୁକ ଚାନ୍ଦଙ୍କ ବିଷୟରେ ମନେ ପକାଇ ଦିଆଯାଇଥିଲା। କାରଣ ଏହି ଦୁଇ ଖେଳାଳି ୟଶଙ୍କ…

ରୁଷିଆ ବୋମା ମାଡ଼ କଲେ ଷ୍ଟ୍ରିପ୍‌ କ୍ଲବ୍‌ରେ ଆଶ୍ରୟ ନେବେ ୟୁକ୍ରେନ୍‌ ଜନସାଧାରଣ…

କାଇଭ୍‌, ୩।୨ : ପୂର୍ବ ୟୁରୋପରେ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ୟୁକ୍ରେନ ଉପରେ ରୁଷିଆ ଆକ୍ରମଣର ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି। କୁହାଯାଉଛି ଯେ ଯଦି ରୁଷିଆ ଆକ୍ରମଣ କରେ, ତେବେ ୟୁକ୍ରେନୀୟମାନେ ଏକ ଷ୍ଟ୍ରିପ କ୍ଲବ୍‌ରେ ଲୁଚି ରହିବାର…

ମୋଦି ଆସିିବେ ଇସଲାମାବାଦ୍‌, ଭାରତ-ପାକିସ୍ତାନ ମଧ୍ୟରେ ଜାରି ରହିଛି ଆଲୋଚନା, ପାକିସ୍ତାନୀ କୁବେରଙ୍କ ଦାବି…

ଇସଲାମାବାଦ୍‌, ୩।୨ : ଭାରତ ଏବଂ ପାକିସ୍ତାନର ସମ୍ପର୍କକୁ ନେଇ ପାକିସ୍ତାନର ବିଲିୟନେୟାର ବ୍ୟବସାୟୀ ମିଆଁ ମାଂଶା ଦାବି କରିଛନ୍ତି। ମିଆଁ ମାଂଶା କହିଛନ୍ତି ଯେ ପରଦା ପଛରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଲୋଚନା ଚାଲିଛି। ସେ ଆହୁରି ମଧ୍ୟ…

ରାସ୍ତା ପାର୍ଶ୍ୱରେ ବିପଦ

ଖଣ୍ଡପଡ଼ା,୩ା୨(ସ୍ବ.ପ୍ର.): ଖଣ୍ଡପଡ଼ା ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ଥିବା ଏକାଧିକ ଟ୍ରାନ୍ସଫର୍ମର ଓ ସବ୍‌ଷ୍ଟେଶନ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଟିପିସିଓଡିଏଲର ଖାମଖିଆଲ ମନୋଭାବ ଯୋଗୁ ଉକ୍ତ ଟ୍ରାନ୍ସଫର୍ମରଗୁଡ଼ିକ ଖୋଲା ପଡ଼ିଛି । ଟ୍ରାନ୍ସଫର୍ମର ଏବଂ ସବ୍‌ଷ୍ଟେଶନ ଚତୁଃପାର୍ଶ୍ୱରେ ସୁରକ୍ଷା ପ୍ରାଚୀର ନିର୍ମାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri