Home

ବିଜେଡି ରଣନୀତି ଆଗରେ ବିରୋଧୀ ଦଳ ଫିକା

ଖୋର୍ଦ୍ଧା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲାରେ ପ୍ରଚାର ଜମି ଆସିଲାଣି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ପ୍ରାର୍ଥୀମାନେ ସୋସିଆଲ ମିଡିଆରେ ପ୍ରଚାର କରିବା ସହ ଘର ଘର ବୁଲି ଭୋଟ ମାଗିଲେଣି।…

ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ହେଲ୍‌ପ ଡେସ୍କ

ଭୁବନେଶ୍ୱର, ୩।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ଯିବାଆସିବା ସୁବିଧା ସମ୍ପର୍କିତ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସିଆଇଏସ୍‌ଏଫ୍‌ର ସିଏଏସ୍‌ଓ ସୁଧୀର କୁମାରଙ୍କ ଆବାହକତ୍ୱରେ ଆୟୋଜିତ ବୈଠକକୁ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ଅଧ୍ୟକ୍ଷତା କରିଥିଲେ।…

ନିର୍ବାଚନ ମଇଦାନରେ ଧର୍ମଶାଳା ବିଧାୟକଙ୍କ ଭାଇ

ଧର୍ମଶାଳା,୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବହୁ ନେତାଙ୍କ ସମ୍ପର୍କୀୟ ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି। ଏହିକ୍ରମରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ସାନଭାଇ ପ୍ରଭାତ କୁମାର ବଳବନ୍ତରାୟ ଚଳିତ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଏହି…

ନୀଳାଚଳ ଇସ୍ପାତ୍‌ ଘରୋଇକରଣ ପ୍ରସଙ୍ଗ: ଦ୍ୱନ୍ଦ୍ୱରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୩ା୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ୍‌ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)କୁ କିଣିବା ପାଇଁ ଟାଟା ଷ୍ଟିଲ ଲଙ୍ଗ ପ୍ରଡକ୍ଟ (ଟିଏସ୍‌ଏଲ୍‌ପି) ସର୍ବୋଚ୍ଚ ବିଡର ଭାବେ ବିବେଚିତ ହୋଇଛି। ଏହାପରେ ନୀଳାଚଳ ଇସ୍ପାତ୍‌ କାରଖାନାରେ କାର୍ଯ୍ୟରତ ଅଧିକାରୀ ଓ…

କେନ୍ଦ୍ରାପଡ଼ା: ୩୬୯୮ରୁ ୧୫୭୫ ବୁଥ୍‌ ଉତ୍ତେଜନାପ୍ରବଣ

କେନ୍ଦ୍ରାପଡ଼ା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାର ରାକକନିକା ବ୍ଲକ ଅଞ୍ଚଳରେ ସର୍ବାଧିକ ୪୮୪ ବୁଥ୍‌ ରହିଛି। ଏଠାରେ ମାତ୍ର ୯୬ଟି ବୁଥ୍‌ ଉତ୍ତେଜନାପ୍ରବଣ। ଏହାପରେ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ୪୧୨ ବୁଥ୍‌ରୁ ୭୧ ଉତ୍ତେଜନାପ୍ରବଣ ଚିହ୍ନଟ…

ହିଡମାଙ୍କ ଆତ୍ମସମର୍ପଣ, ବିଜାପୁର ଆକ୍ରମଣର ମାଷ୍ଟରମାଇଣ୍ଡ…

ମୁଲୁଗୁ, ୩।୨ : ମାଓବାଦୀ ନେତା ମାଡଭି ହିଡମା ତେଲେଙ୍ଗାନାର ମୁଲୁଗୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେ ଛତିଶଗଡର ବିଜାପୁରରେ ହୋଇଥିବା ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲେ ବୋଲି କୁହାଯାଉଛି। ଏପ୍ରିଲ ୨୦୨୧ରେ, ବିଜାପୁରରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆକ୍ରମଣ ହୋଇଥିଲା।…

ପଞ୍ଚାୟତ ନିର୍ବାଚନ: ଗାଁ, ଛକ, ବଜାର କମ୍ପୁଛି

ମାର୍ଶାଘାଇ,୩।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମାର୍ଶାଘାଇ ବ୍ଲକର ୨୪ ଟି ପଞ୍ଚାୟତରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଚିହ୍ନ ପାଇବା ପରେ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରାର୍ଥୀମାନଙ୍କ ସମର୍ଥକମାନେ ଗାଁକୁ ଗାଁ ଛକ ଜାଗା…

ବ୍ଲାକ୍‌ ପଲସର ଆତଙ୍କ: ଫାଙ୍କା ଗୁଳି ଚଳାଇ ୫ଲକ୍ଷ ଲୁଟିନେଲେ

ଖୋର୍ଦ୍ଧା ଅଫିସ,୩ା୨: ଖୋର୍ଦ୍ଧା-ନୟାଗଡ଼ ୫୭ନମ୍ବର ଜାତୀୟ ରାଜପଥରେ ବ୍ଲାକ୍‌ ପଲସର ଆତଙ୍କ। ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ବାମଡିହ ଛକରେ ୪ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଫାଙ୍କା ଗୁଳି ଚଳାଇ ଦୁଇଜଣ କମ୍ପାନୀ କର୍ମଚାରୀଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟି…

ମହିଳାଙ୍କ ପାଇଁ ୬୧୩ ଓ୍ବାର୍ଡ

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସରଗରମ ରହିଥିବା ବେଳେ ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଜୋରସୋରରେ ଚାଲିଛି। ବୁଧବାର ରାଜ୍ୟର ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମୋଟ ୧୭୫୬ ୱାର୍ଡରୁ ୬୬୮ ଅଣସଂରକ୍ଷିତ ରହିଛି। ଅନୁସୂଚିତ…

ଦି କ୍ଲେକ୍ସନ୍‌ରେ ଚାଇନା ସୈନ୍ୟ-ଭାରତୀୟ ଯବାନଙ୍କ ମୁହାଁମୁହିଁ ରିପୋର୍ଟ…

ଲଦାଖ, ୩।୨ : ଅଷ୍ଟ୍ରେଲିଆ ଖବରକାଗଜ ଦି କ୍ଲେକ୍ସନ୍‌ରେ ଜୁନ ୨୦୨୦ରେ, ପୂର୍ବ ଲଦାଖର ଗଲୱାନ ଘାଟିରେ ଚାଇନା ସୈନ୍ୟ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ଏକ ହିଂସାତ୍ମକ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି।…

ସମ୍ବଲପୁର-ଗୋପାଳପୁର ଭାୟା ଫୁଲବାଣୀ ରେଳ ଲାଇନକୁ ମଞ୍ଜୁରୀ

ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମଙ୍ଗଳବାର ଉପସ୍ଥାପନ କରିଥିବା ବଜେଟରେ ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ପାଇଁ ୯,୭୩୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ୨୮୯ କିଲୋମିଟର ବହୁ ପ୍ରତୀକ୍ଷିତ ଖୋର୍ଦ୍ଧାରୋଡ୍‌-ବଲାଙ୍ଗୀର ରେଳପଥ…

କାର୍‌ ହେଡ୍‌ଲାଇଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ପାଟନା, ୩ା୨: ବିହାରର ମୋତିହାରୀ ପରୀକ୍ଷା କେନ୍ଦ୍ରରେ ଯୁକ୍ତ ୨ର ପ୍ରାୟ ୪ ଶହ ଛାତ୍ରୀଛାତ୍ର ବିଦ୍ୟୁତ୍‌ ନ ଥିବାରୁ କାର୍‌ ହେଡ୍‌ଲାଇଟ୍‌ ଆଲୁଅରେ ପରୀକ୍ଷା ଦେଇଛନ୍ତି। ଏହାର ଫଟୋ ଓ ଭିଡିଓ ସାମ୍‌ନାକୁ ଆସିବା ପରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri