Home

ରୁଷିଆ ବିନା ‘ସ୍ଥାୟୀ ଶାନ୍ତି’ ଆଲୋଚନା ଅସମ୍ଭବ

ପ୍ୟାରିସ୍‌,୮।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୩ ଦିନରେ ପହଞ୍ଚିଛି। ଯୁଦ୍ଧ ଯୋଗୁ ୟୁକ୍ରେନର ବିଭିନ୍ନ ଅଞ୍ଚଳ ଧ୍ୱଂସବିଧ୍ୱଂସ ହୋଇଥିବା ବେଳେ ବେଳକୁ ବେଳ ପରିସ୍ଥିତି ଅଧିକ ଖରାପ ହେବାରେ ଲାଗିଛି। ଯୁଦ୍ଧ ସମାପ୍ତ ଲାଗି ୨…

ମୁହଁ ଖୋଲିଲେ ସୋନାକ୍ଷୀ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କ ନାଁରେ ଠକେଇ ଅଭିଯୋଗ ହୋଇଥିବା ଚର୍ଚ୍ଚା ହେଉଛି। ଦିଲ୍ଲୀର ଏକ ଇଭେଣ୍ଟରେ ଯୋଗ ଦେଇ ନ ଥିବା ଅଭିଯୋଗରେ ତାଙ୍କୁ ୩୭ ଲକ୍ଷ ଟଙ୍କା ଚାର୍ଜ କରାଯାଇଥିବା କୁହାଯାଉଛି। ତେବେ ଏନେଇ ମୁହଁ ଖୋଲିଛନ୍ତି ସୋନାକ୍ଷୀ।…

ଦ୍ୱିତୀୟ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଧ୍ୱଂସ କଲା ରୁଷିଆ: ବଢ଼ିଲା ବିକିରଣ ବିପଦ

କ୍ୱିଭ୍‌,୮।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଙ୍ଗଳବାର ୧୩ଦିନରେ ପହଞ୍ଚିଛି। ଯୁଦ୍ଧ ଯୋଗୁ ୟୁକ୍ରେନର ବିଭିନ୍ନ ଅଞ୍ଚଳରେ ପରିସ୍ଥିତି ଅଧିକ ଖରାପ ହେବାରେ ଲାଗିଛି। ରୁଷିଆ ସୈନ୍ୟମାନେ କ୍ୱିଭ, ଖାର୍କିଭ ସମେତ ଅନେକ ସହରରେ ରକେଟ ମାଡ଼…

ୟୁକ୍ରେନରେ ଗୁଳିଗୋଳା ବର୍ଷଣ କମିଲେ ଭାରତ ଆସିବ ନବୀନଙ୍କ ପାର୍ଥିବ ଶରୀର: ରୁଷିଆ ପାଲଟିଛି କଣ୍ଟା

କ୍ୱିଭ୍‌/ମସ୍କୋ/ୱାଶିଂଟନ,୮ ।୩: ୟୁକ୍ରେନରେ ରୁଷିଆ ଆକ୍ରମଣ ଶିକାର ହୋଇଥିବା କର୍ନାଟକର ନବୀନ ଶେଖରପ୍ପାଙ୍କ ପାର୍ଥିବ ଶରୀର ଏ ଯାଏ ଭାରତ ଆସିନାହିଁ । ତେବେ ୟୁକ୍ରେନରେ ଗୁଳିଗୋଳା ବର୍ଷଣ କମିବା ପରେ ଯାଇ ନବୀନଙ୍କ ପାର୍ଥୀବ ଶରୀର ଭାରତ ଆସିବ ବୋଲି…

ସମସ୍ତଙ୍କ ହୃଦୟ ଜିତିଲେ ମନ୍ଧାନା

ଖ୍ରୀଷ୍ଟଚର୍ଚ୍ଚ,୮।୩: ଭାରତୀୟ ମହିଳା କ୍ରିକେଟ ଟିମ ଚଳିତ ଆଇସିସି ମହିଳା ବିଶ୍ୱକପରେ ଜବରଦସ୍ତ ଆରମ୍ଭ କରିଛି। ଭାରତ ତା’ର ପ୍ରଥମ ମ୍ୟାଚରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦୭ ରନର ପରାସ୍ତ କରିଛି। ପଡିଆ ଭିତରେ ଦମଦାର ପ୍ରଦର୍ଶନ ପରେ ଟିମ ଇଣ୍ଡିଆ ଏକ…

ଦୁର୍ଘଟଣା ପରେ ପୁଣି ଫେରିଲେ ‘ବଚପନ୍‌ କା ପ୍ୟାର୍‌’ ଷ୍ଟାର୍‌

ବଚପନ୍‌ କା ପ୍ୟାର ଫେମ୍‌ ସହଦେବ ଡିରଡୋଙ୍କର ଏକ ନୂଆ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସହଦେବ ଅଭିନେତ୍ରୀ ନୋରା ଫତେହିଙ୍କ ଗୀତ ଡ୍ୟାନ୍ସ ମେରୀ ରାନୀରେ ନାଚୁଥିବା ନଜର ଆସିଛନ୍ତି। ଏହି ଭିଡିଓ…

ଥମୁଛି ସଂକ୍ରମଣ

ନୂଆଦିଲ୍ଲୀ,୮।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୯୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦୮ଙ୍କ ମୃତ୍ୟୁ ଘଟିଛି।…

‘ପାଇଲଟ୍‌ଙ୍କ ଯୋଗୁ ମୁଁ ଆଜି ଜୀବିତ ଅଛି’

କୋଲକାତା,୮।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିମାନ ଶୁକ୍ରବାର ବାରାଣସୀରୁ ଫେରୁଥିବା ବେଳେ ଦୁର୍ଘଟଣାରୁ ରକ୍ଷା ପାଇଛି। ପଶ୍ଚିମବଙ୍ଗ ବିଧାନସଭାରେ ସେ କହିଛନ୍ତି, ହଠାତ୍‌ ତାଙ୍କ ବିମାନ ଆଗରେ ଆଉ ଏକ ବିମାନ ଆସିଲା, ତାଙ୍କ ବିମାନ ୮ ହଜାର ଫୁଟ…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୮।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୧୫ ଜଣ…

ଦେଶ ଛାଡିଛନ୍ତି ଜେଲେନ୍‌ସ୍କି ଖବର ମଧ୍ୟରେ ଭିଡିଓ ଜାରି କଲେ ରାଷ୍ଟ୍ରପତି

କ୍ୱିଭ୍‌,୮ ।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ କରିବାକୁ ୧୨ ଦିନ ପୂରଣ ହୋଇ ସାରିଛି । ୧୩ ଦିନରେ ବି ରୁଷିଆ ପକ୍ଷରୁ ଆକ୍ରମଣକୁ ଆହୁରି ଜୋରଦାର କରାଯାଇଛି । ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଭୟରେ ଦେଶ…

ଅନ୍ତର୍ଜାତୀୟ ମହିଳା ଦିବସରେ ମୁମ୍ବାଇ ମହିଳା ପୋଲିସକୁ ଉପହାର

ମୁମ୍ବାଇ,୮ ।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁମ୍ବାଇ ମହିଳା ପୋଲିସକୁ ଏକ ବଡ ଉପହାର ମିଳିଛି । ଏବେ ମୁମ୍ବାଇ ମହିଳା ପୋଲିସ ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ । ଏନେଇ ପୋଲିସ କମିଶନର ସଞ୍ଜୟ ପାଣ୍ଡେ ଏକ ନିର୍ଦ୍ଦେଶ…

ଆଇବିଏମ୍ ରୁଷିଆରେ ସମସ୍ତ କାରବାର ଉପରେ ଲଗାଇଲା ପ୍ରତିବନ୍ଧକ

ୱାଶିଂଟନ,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହେବାର କୌଣସି ଆଭାସ ମିଳୁ ନ ଥିବା ବେଳେ ରୁଷିଆ ଉପରେ ଆମେରିକା ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ ଲଗାଇ ଚାଲିଛି । ଟେକ କମ୍ପାନୀ ଇଣ୍ଟର ନ୍ୟାଶନାଲ ବିଜନସ ମେଶିନସ୍ କର୍ପୋରେଶନ(ଆବିଏମ୍‌) ରୁଷିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?