ସଙ୍ଗଠିତ କ୍ଷେତ୍ରରେ ନିଯୁକ୍ତି ୪% ବଢ଼ିଛି
ନୂଆଦିଲ୍ଲୀ,୨୮ା୯: ଦେଶର ସଙ୍ଗଠିତ କ୍ଷେତ୍ରର ନିଯୁକ୍ତି ଗତ ୭ ବର୍ଷରୁ ଚଳିତ ଆର୍ଥିକ ବର୍ଷ ପ୍ରଥମ ତ୍ରୈମାସ ସୁଦ୍ଧା ୪% ହାରରେ ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋମବାର ନୂତନ ଭାବେ ପ୍ରକାଶିତ ତ୍ରୈମାସିକ ନିଯୁକ୍ତି ସର୍ଭେ (କ୍ୟୁଇଏସ୍)ରେ ନିଯୁକ୍ତି…
ବନ୍ଦ ପ୍ରଭାବରୁ ଆଲୋଚନା ପାଇଁ ଡାକିଲେ
ନୂଆଦିଲ୍ଲୀ,(ପି.ଟି.)/ଭୁବନେଶ୍ୱର (ବ୍ୟୁରୋ), ୨୮।୯: ବିବାଦୀୟ କୃଷି ଆଇନ ବିରୋଧରେ ସୋମବାର ଦେଶବ୍ୟାପୀ ବନ୍ଦ ପାଳନ କରାଯାଇଥିଲା। ବନ୍ଦ ଯୋଗୁ ପଞ୍ଜାବ, ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ ସମେତ ଭାରତର ବିଭିନ୍ନ ଅଞ୍ଚଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ୩ କୃଷି ଆଇନକୁ ରାଷ୍ଟ୍ରପତି ରାମନାଥ…
ଚିନ୍ତା ଦୂର କରିବାର ନୂଆ ଉପାୟ
ଆଜିକାଲିର ବ୍ୟସ୍ତମୟ ଜୀବନରେ ଚିନ୍ତାଗ୍ରସ୍ତ ହେବା ଏକ ସାଧାରଣ କଥା ପାଲଟିଗଲାଣି କହିଲେ ଆଦୌ ଭୁଲ୍ ହେବ ନାହିଁ। ହେଲେ ଏହାଠାରୁ ଦୂରେଇ ରହିବାର ଏକ ସରଳ ତଥା ସହଜ ଉପାୟ ରହିଛି। ଯଦି ଜଣେ ବ୍ୟକ୍ତି ନିଜର ମନ ପସନ୍ଦର…
ଉଲଗ୍ନ କରି ଚଲାଇଥିଲେ
ଭୁବନେଶ୍ୱର,୨୮ା।୯(ବ୍ୟୁରୋ) ଆଦିତ୍ୟ ବିର୍ଲା ଗ୍ରୁପ୍ର ଉତ୍କଳ ଆଲୁମିନା କମ୍ପାନୀ ସ୍ଥାନୀୟ ଲୋକଙ୍କୁ ପ୍ରଶାସନିକ ଅଧିକାରୀଙ୍କ ସହାୟତାରେ ପ୍ରତିଦିନ କିପରି ନିର୍ଯାତନା ଦେଇଆସୁଛି ସେନେଇ ୨୬ ତାରିଖ ରବିବାର ଧରିତ୍ରୀରେ ‘ଲୋଭ ଦେଖାଇ ଲୁଟିନେଲା’ ଶୀର୍ଷକ ଖବର ମାଧ୍ୟମରେ ଯାହା ଜଣାଇଛୁ ତାହା…
ସ୍ମରଣ ଶକ୍ତି କମାଏ ଗ୍ଲୁକୋଜ୍ ପରିମାଣ
ସାଧାରଣତଃ ଶରୀରରେ ଗ୍ଲୁକୋଜ୍ର ପରିମାଣ ୭.୮ମିଲିମୋଲ୍ ରହିଲେ, ତାହାକୁ ଗ୍ଲୁୂକୋଜର ସାଧାରଣ ସ୍ତର ବୋଲି ଗଣନା କରାଯାଇଥାଏ। ହେଲେ, ଏହାର ପରିମାଣ ସର୍ବାଧିକ ୧୧.୧ମିଲିମୋଲ୍ ହୋଇଗଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ରକ୍ତରେ ଗ୍ଲୁକୋଜ୍ର ପରିମାଣ ଆବଶ୍ୟକତାଠାରୁ ବଢ଼ିଲେ…
ଝିଅ ଜନ୍ମ ହେବା ପୂର୍ବରୁ ସ୍ବାମୀଙ୍କୁ ଏମିତି ପ୍ରତିଶ୍ରୁତି ଦେଇଥିଲେ ଲାରା, ୧୦ ବର୍ଷ ପରେ ବି ମାନୁଛନ୍ତି
ବଲିଉଡ ସେଲିବ୍ରିଟିଙ୍କ ମଧ୍ୟରେ ବିବାହ ଅଧିକ ଦିନ ତିଷ୍ଠି ରହିବା ସହଜ କଥା ନୁହେଁ। ଏଠାରେ ପ୍ରତିଦିନ ଦମ୍ପତିଙ୍କ ବ୍ରେକଅପ ଖବର ପଦାକୁ ଆସେ। ଏଭଳି ପରିବେଶରେ ଲାରା ଦତ୍ତା ଏବଂ ମହେଶ ଭୂପତିଙ୍କ ଯୋଡି ଟିକିଏ ଅଲଗା । ବିବାହର…
ଏମିତି ଝିଅଙ୍କୁ ବିବାହ କରିବେ ନୀରଜ ଚୋପ୍ରା: କଲେ ଖୁଲାସା
ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ ଭାରତର ନୀରଜ ଚୋପ୍ରା। ଜାଭେଲିନ୍ ଥ୍ରୋରେ ସେ ପଦକ ଜିତି ଚହଳ ପକାିଥିଲେ। ଏହାପରେ ତାଙ୍କ ବ୍ରାଣ୍ଡ ଭାଲ୍ୟୁ ମଧ୍ୟ ବଢିଯାଇଛି। ଏପରିକି ଫ୍ୟାନ୍ ଫଲୋଇଙ୍ଗ୍ ବୃଦ୍ଧି ପାଇଛି। ଏହି…
ଯେ କୌଣସି ସ୍ଥିତିରେ ଶତ୍ରୁକୁ ବିନାଶ କରିବ ‘ଆକାଶ ପ୍ରାଇମ୍’
ବାଲେଶ୍ୱର,୨୭।୯: ଡିଆର୍ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍ ଭର୍ସନ। ଅପରାହ୍ନ ୪ଟା ୩୦ରେ ଏହାର ପରୀକ୍ଷା କରାଯାଇଥିଲା। ଆକାଶରେ ଉଡୁଥିବା ମାନବ ବିହୀନ…
କଂଗ୍ରେସକୁ ବଡ଼ ଝଟ୍କା
ପାଣାଜୀ,୨୭।୯: ଗୋଆରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ ଝଟ୍କା ଲାଗିଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ନେତା ଲୁଇଜିନୋ ଫାଲେଇରୋ କଂଗ୍ରେସ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଲୁଇଜିନୋ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସରେ ଯୋଗ…
‘କଂଗ୍ରେସ ଚୁପ୍ ବସିବ ନାହିଁ’
ନୂଆଦିଲ୍ଲୀ,୨୭।୯: କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର କେନ୍ଦ୍ରରେ ଥିବା ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। କମଲ ନାଥ କହିଛନ୍ତି ଯେ, କେନ୍ଦ୍ରରେ କୃଷକ ବିରୋଧୀ ସରକାର ମୂକ ଓ ବଧିର ଅଟନ୍ତି।…
ରୋଷେଇ କରୁଥିବା ସମୟରେ ମହିଳାଙ୍କ ମୁଣ୍ଡରେ ଲାଗିଲା ନିଆଁ, କାମରେ ବ୍ୟସ୍ତ ରହି ପାରିଲେନି ଜାଣି, ଆଉ ତା’ ପରେ…
ଅନେକ ସମୟରେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ଭୟରେ ଦେହ ଥରି ଉଠେ। କିଛି ଭିଡିଓରୁ ଶିକ୍ଷା ବି ମିଳିଥାଏ। ଏବେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହା ଦେଖିଲେ ଭୟ ଲାଗିବ।…
ପ୍ରଚାରର ଶେଷ ଦିନରେ ଭାଜପା ନେତାଙ୍କ ଉପରେ ଆକ୍ରମଣ
କୋଲକତା,୨୭।୯: ପଶ୍ଚିମବଙ୍ଗର ହାଇ ପ୍ରୋଫାଇଲ ଆସନ ଭବନୀପୁରରେ ସୋମବାର ନିର୍ବାଚନ ପ୍ରଚାରର ଶେଷ ଦିନ। ଏହି ଆସନରେ ଟିଏମସିର ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀନ୍ତ୍ ଏବଂ ଭାଜପା ନେତ୍ରୀ ପ୍ରିୟଙ୍କା ଟିବ୍ରଓ୍ବୋଲଙ୍କ ମଧ୍ୟରେ କଡା ଟକ୍କର ହେବାକୁ ଯାଉଛି। ପ୍ରଚାରର ଶେଷ…
Archives


