୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୩୦।୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଚଳିତ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚନ୍ନି ଚମକୌର ସାହିବ ବିଧାନସଭା ଆସନ ବ୍ୟତୀତ ଭଦୌଡ ଆସନରୁ ମଧ୍ୟ ଲଢିବେ ବୋଲି ଜଣାପଡିଛି। କଂଗ୍ରେସ ରବିବାର ୮ ଜଣ ପ୍ରାର୍ଥୀଙ୍କ…
ପୁଣି ବାଲାଷ୍ଟିକ୍ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍…
ସିଓଲ୍/ଟୋକିଓ, ୩୦।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ରବିବାର ପୁଣି ଥରେ ବାଲାଷ୍ଟିକ୍ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତିି। ଗତ ୪ ବର୍ଷ ମଧ୍ୟରେ ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ପରୀକ୍ଷା କିମ୍ କରିଛନ୍ତି। ଆମେରିକାର ସୂଚନା ଅନୁସାରେ…
‘କଂଗ୍ରେସକୁ କେହି ହରାଇପାରିବେ ନାହିଁ, ଦଳ ନିଜକୁ ହିଁ ନିଜେ ହରାଇପାରିବ’
ଚଣ୍ଡିଗଡ,୩୦।୧: ପଞ୍ଜାବରେ ନିର୍ବାଚନ ପାଖେଇ ଆସୁଥିବାରୁ ବିଭିନ୍ନ ଦଳର ନେତାଙ୍କ ମଧ୍ୟ ଆରୋପ-ପ୍ରତ୍ୟାରୋପ ଲମ୍ବିବାରେ ଲାଗିଛି। ଶିରୋମଣି ଅକାଳୀ ଦଳର ବିଧାୟକ ବିକ୍ରମ ମାଜିଠିଆ ଏବଂ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଛି। ରବିବାର…
ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା
କର୍ଲାମୁଣ୍ଡା,୩୦ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ ଆସନରେ…
ୟେମେନରେ ୨,୦୦୦ରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି, ଜାତିସଂଘ ରିପୋର୍ଟ…
ଜେନେଭା, ୩୦।୧ : ୟେମେନରେ ହୌତି ବିଦ୍ରୋହୀମାନଙ୍କ ଯୋଗୁ ୨,୦୦୦ରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁୂ ହୌତି ବିଦ୍ରୋହୀ ମାନେ ସଂଗଠନରେ ସାମିଲ କରିଥିଲେ। ବାଳୁତଙ୍କ ହାତରେ ବନ୍ଧୁକ ଧରାଇ ହୌତି ବିଦ୍ରୋହୀ ସେମାନଙ୍କୁ ଯୁଦ୍ଧ ଶିକ୍ଷା ଦେଉଥିବା ଅଭିଯୋଗ…
ଅମିତ ଶାହାଙ୍କ ଚ୍ୟାଲେଞ୍ଜ୍ ସ୍ବୀକାର କଲେ ଅଖିଳେଶ
ଲକ୍ଷ୍ନୌ,୩୦।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ ହୋଇଯାଇଛି। ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ରବିବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରିବାକୁ ଘୋଷଣା କରିଛନ୍ତି। ଶନିବାର ମୁଜାଫରନଗରରେ ଏକ କାର୍ଯ୍ୟକ୍ରମରେ…
ପ୍ରବଳ ତୁଷାରପାତ: ଶୋଇଥିବା କୁମ୍ଭୀର ବି ପାଲଟିଲା ବରଫ
ନ୍ୟୁୟର୍କ,୩୦ା୧: ପୂର୍ବ ଯୁକ୍ତରାଷ୍ଟ୍ରରେ ପ୍ରବଳ ତୁଷାରପାତ ହେତୁ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଏହି ଅଞ୍ଚଳର ପ୍ରାୟ ୭ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ତୁଷାରପାତ ଯୋଗୁ ଲୋକେ ବିଦ୍ୟୁତ୍କାଟ୍ର ସମ୍ମୁଖୀନ ହେଉଛନ୍ତି। ପରିବହନ ମଧ୍ୟ ପ୍ରଭାବିତ ହୋଇଛି। ଜାତୀୟ ପାଣିପାଗ ସେବା…
୨ ଜାତିସଂଘ ଅନୁସନ୍ଧାନକାରୀଙ୍କ ହତ୍ୟା ମାମଲା, ୫୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ, ମାତ୍ର କାହାକୁ ବି ଦିଆଯିବନି ଫାଶୀ…
କିନ୍ଶାସା, ୩୦।୧ : କଙ୍ଗୋର କାସାଇ ପ୍ରଦେଶରେ ମିଳିତ ଜାତିସଂଘର ଅନୁସନ୍ଧାନକାରୀ ମାଇକେଲ ଶାର୍ପ ଏବଂ ଜୈଦା କାଟାଲାନଙ୍କୁ ହତ୍ୟା କରା ଯିବାର ପ୍ରାୟ ପାଞ୍ଚ ବର୍ଷ ପରେ ଏକ ସାମରିକ କୋର୍ଟ ୫୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। କାସାଇ…
ବଲିଉଡ୍ର ସବୁଠୁ ସୁନ୍ଦରୀ ଅଭିନେତ୍ରୀ
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିର ସୁନ୍ଦରୀମାନଙ୍କ କଥା ଯଦି ଆସେ, ତେବେ ୫୦ ଦଶକର ସୁପରହିଟ୍ ବଲିଉଡ୍ ଅଭିନେତ୍ରୀ ମଧୁବାଲାଙ୍କ ନାମ ନିଶ୍ଚିତ ଆଗେ ଆସିବ। ମଧୁବାଲାଙ୍କ ଅସାମାନ୍ୟ ସୌନ୍ଦର୍ଯ୍ୟ ଆଗରେ ସବୁକିଛି ଫିକା ପଡ଼ିଯାଉଥିଲା। ଏହି ସୁନ୍ଦର ଅଭିନେତ୍ରୀଙ୍କ ଦ୍ୱାରା ଅଭିନୟ…
ଘର ଛାଡି ପଳାଇଲେ କାନାଡା ପ୍ରଧାନମନ୍ତ୍ରୀ
ଓଟାଓ୍ବା,୩୦।୧: କାନାଡାରେ କରୋନା ଟିକା ବିରୋଧରେ ଆରମ୍ଭ ହୋଇଥିବା ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଟିକା ନେବା ବାଧ୍ୟତାମୂଳକ ନିୟମକୁ ପ୍ରତ୍ୟାହାର କରିବା ଓ ଅନ୍ୟ ସମସ୍ତ ସ୍ବାସ୍ଥ୍ୟ ସମ୍ପର୍କିତ କଟକଣା ହଟାଇବା ଦାବିରେ ହାଜାର ହଜାର ଲୋକ…
ଲୋକତନ୍ତ୍ର ଆଇନ ଦ୍ୱାରା ପରିଚାଳିତ ହୋଇଥାଏ, ବ୍ୟକ୍ତି ବିଶେଷଙ୍କ ଶାସନରେ ନୁହେଁ…
ନୂଆଦିଲ୍ଲୀ, ୩୦।୧ : : ପଶ୍ଚିମବଙ୍ଗରେ ରାଜ୍ୟପାଳ ଜଗଦୀପ ଧନଖର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ଥମିବାର ନା ଧରୁନି। ଦୀର୍ଘ ଦିନ ଧରି ବିଭିନ୍ନ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ସଦ୍ୟତମ ବିବୃତ୍ତିରେ…
ମୃତ୍ୟୁର ତାଣ୍ଡବ ଆରମ୍ଭ, ୨୪ ଘଣ୍ଟାରେ ୮୯୩ ମୃତ…
ନୂଆଦିଲ୍ଲୀ, ୩୦।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୪ ହଜାର ୨୮୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
Archives


