Home

ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୨୧ ଜଣଙ୍କ ମୃତ୍ୟୁ…

କଟକଣା ମାନୁନାହାନ୍ତି ମତ୍ସ୍ୟଜୀବୀ

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୨ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ ରଖାଯାଇଛି। ତେବେ ମତ୍ସ୍ୟଜୀବୀ ଏହି କଟକଣାକୁ ମାନୁନାହାନ୍ତି। ଗତ ୨୬ ଦିନ ମଧ୍ୟରେ…

ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି। ଏଥିସହ କୋରାପୁଟରେ ପ୍ରାୟ ୧ ହଜାର କୋଟି ଟଙ୍କାରେ ୧୧୨ଟି ପ୍ରକଳ୍ପ ଓ…

ମୁଖ୍ୟମନ୍ତ୍ରୀଙ୍କୁ ନରସିଂହଙ୍କ ଚିଠି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କୋଭିଡ୍‌ ମୃତକଙ୍କୁ ସହାୟତା ନେଇ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍‌ରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ଦିଆଯାଉ। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ…

ଅଣ୍ଡାମାଡ଼ ରାଜନୀତି

ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ ପୁରୀବାସୀଙ୍କ ସମେତ ରାଜ୍ୟବାସୀଙ୍କ ନଜର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ ଉପରେ ରହିଥିଲା। ମାତ୍ର…

ନୂଆ ଭାରିଏଣ୍ଟ ଚିହ୍ନିବାରୁ ମିଳିଲା ଦଣ୍ଡ: ଦକ୍ଷିଣ ଆଫ୍ରିକା

କେପଟାଉନ,୨୮ ।୧୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏବେ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଛି କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ । ଏହି ଭାରିଏଣ୍ଟ ସବୁଠାରୁ ମାରାତ୍ମକ ବୋଲି କୁହାଯାଉଛି । ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ…

ସ୍ତ୍ରୀଙ୍କ ଓଜନକୁ ନେଇ ଏମିତି କହିଲେ କରଣବୀର

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତା କରଣବୀର ବୋହରା ଏବେ ସ୍ତ୍ରୀ ଏବଂ ତିନି ପିଲାଙ୍କ ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ସେ ଶେୟାର କରିଛନ୍ତି। ଏହି କପଲ ପ୍ରତିଟି ଫଟୋରେ ରୋମାଣ୍ଟିକ୍‌ ଜଣାପଡୁଛନ୍ତି।…

ଉଦ୍ଧବ ସରକାର ପୂରଣ କଲା ଦୁଇ ବର୍ଷ

ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ରର ମହାବିକାଶ ଅଘାଡି ମେଣ୍ଟ ସରକାର ୨ବର୍ଷ ପୂରଣ କରିଛି । ଏହି ଅବସରରେ ମେଣ୍ଟରେ ସାମିଲ ଥିବା ଶିବସେନା, ଏନ୍‌ସିପି ଓ କଂଗ୍ରେସରେ କର୍ମୀମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରିଛନ୍ତି ।…

କ୍ୱାର୍ଟର ଫାଇନାଲରେ ଭାରତ

ଭୁବନେଶ୍ୱର,୨୭।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ହକି ପୁରୁଷ ଜୁନିୟର ବିଶ୍ୱକପ୍‌ର କ୍ବାର୍ଟର ଫାଇନାଲରେ ଭାରତ ପ୍ରବେଶ କରିଛି। ପୁଲ୍‌ ‘ବି’ର ଶନିବାର ଅନୁଷ୍ଠିତ ଶେଷ ଲିଗ୍‌ ମ୍ୟାଚରେ ଭାରତ ୮-୨ ଗୋଲରେ ପୋଲାଣ୍ଡକୁ ହରାଇ ଦେଇଛି। ପୁଲ୍‌ ‘ବି’ରେ…

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍‌ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ରେଳ ବିଭାଗର ବରିଷ୍ଠ…

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହାର ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ଆଉ ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୦ ଲକ୍ଷ ୩୭ ହଜାର ୮୬୪…

ମହିଳାଙ୍କୁ ହତ୍ୟା, ଜେଲ୍‌ ଗଲେ ପଡ଼ୋଶୀ

ଦିଗପହଣ୍ଡି,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ଗ୍ରାମ ନୂଆସାହିରେ ଘର କାନ୍ଥ ବିବାଦକୁ କେନ୍ଦ୍ରକରି ଗତ ମଙ୍ଗଳବାର ଅପରାହ୍ନରେ ବିଜୟଲକ୍ଷ୍ମୀ ମହାନ୍ତି ଓରଫ କୁନା ନାମ୍ନୀ ମହିଳାଙ୍କୁ ନିଜ ଘର ସମ୍ମୁଖରେ ଲୁହା ପାଇପ୍‌ରେ ପିଟି ପିଟି ବୀଭତ୍ସ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri