Home

‘ଯୁଦ୍ଧରେ ମଲେଣି ୧୧ ହଜାର ରୁଷୀୟ ସୈନ୍ୟ; ୨୮୫ ଟ୍ୟାଙ୍କ୍‌, ୪୪ ବିମାନ ଧ୍ୱଂସ’

କ୍ୱିଭ୍‌,୬।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ହେଉଛି ୧୧ ତମ ଦିନ। ରୁଷିଆର ଭୟଙ୍କର ଆକ୍ରମଣରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି। ଏଥି ସହିତ, ୟୁକ୍ରେନ ଛାଡୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ କ୍ରମାଗତ ଭାବରେ ବୃଦ୍ଧି…

ୟୁକ୍ରେନ ସବୁ ସର୍ତ୍ତ ମାନିଲେ ବନ୍ଦ ହେବ ଯୁଦ୍ଧ: ପୁଟିନ୍‌

ମସ୍କୋ,୬।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୧ ଦିନ ହେବଜାରି ରହିଛି। କିନ୍ତୁ ପରିସ୍ଥିତି ସ୍ବାଭାବିକ ହୋଇନାହିଁ। ରୁଷିଆ ୟୁକ୍ରେନ ଉପରେ ପ୍ରବଳ ବୋମା ମାଡ କରୁଛି। ଫଳରେ ଅନେକ ସହର ଧ୍ୱଂସ ହୋଇଯାଇଛି। ତେବେ ଉଭୟ ଦେଶ ମଧ୍ୟରେ ଯୁଦ୍ଧ କେବେ…

ଗଞ୍ଜାମ ଏନ୍‌ଏସି ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ

ଗଞ୍ଜାମ,୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଆଗାମୀ ପୌର ନିର୍ବାଚନ ପାଇଁ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ଝୁଲି ପାତ୍ରଙ୍କ ସମେତ ୧୦ ଜଣ କାଉନସିଲର ପ୍ରାର୍ଥୀ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡି ଚେୟାରମ୍ୟାନ…

ବଡ଼ ବଡ଼ ଦେଶ ଯାହା କରିପାରିଲା ନାହିଁ, ଭାରତ ତାହା କରିଦେଖାଇଲା: ପ୍ରଧାନମନ୍ତ୍ରୀ

ପୁଣେ,୬।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ସମୟରେ ସେଠାରେ ଫସି ରହିଥିବା ସମସ୍ତ ଭାରତୀୟଙ୍କ ସଫଳ ସ୍ଥାନାନ୍ତର କରାଯାଉଛି। ଏହାର ନାମ ‘ଅପରେସନ ଗଙ୍ଗା’ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଯୁଦ୍ଧ ପ୍ରଭାବିତ ୟୁକ୍ରେନରେ ଫସି ରହିଥିବା…

ବୋଲ୍ଡ ହେବାର ରାଜ୍‌ କହିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ମଡେଲ ତଥା ଅଭିନେତ୍ରୀ ଉର୍ଫି ଜାଭେଦ ତାଙ୍କର ବୋଲ୍ଡ ଫଟୋ ଶେୟାର କରି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମିତିକି ଏହି ବୋଲ୍ଡନେସକୁ ନେଇ ସେ ଅଧିକାଂଶ ସମୟରେ ଟ୍ରୋଲ୍‌ ବି ହୋଇଥାନ୍ତି। ଏପରିକି ଅନେକ ୟୁଜର ସୋସିଆଲ ମିଡିଆରେ ତାଙ୍କୁ…

ସ୍ପାଇ ପରୀକ୍ଷଣ କଲା ଉତ୍ତର କୋରିଆ, ପଡ଼ୋଶୀ ଦେଶ ଭୟଭୀତ

ପ୍ୟୋଙ୍ଗ୍‌ୟାଙ୍ଗ,୬ା୩: ଉତ୍ତର କୋରିଆ ଶନିବାର ଏକ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା ପରେ ରବିବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସ୍ପାଇ ସାଟେଲାଇଟ୍‌ ପରୀକ୍ଷା କରିଛି। ଏନେଇ ଏହାର ପଡ଼ୋଶୀ ଦେଶ ପୁଣି ଥରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉତ୍ତର କୋରିଆ କହିଛି, ଏଥର…

ଶ୍ରୀନଗରରେ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୬।୩: ଶ୍ରୀନଗରର ଅମିରାକଦଲରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରି ଆତଙ୍କବାଦୀମାନେ ରବିବାର ଗ୍ରେନେଡ ଫିଙ୍ଗଛନ୍ତି। ଗ୍ରେନେଡ ବିସ୍ଫୋରଣ ଯୋଗୁ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବାବେଳେ ପୋଲିସ କର୍ମଚାରୀଙ୍କ ସମେତ ୨୦ ଜଣ ଆହତ ହୋଇଛନ୍ତି। ହଠାତ୍‌ ବିସ୍ଫୋରଣ ପରେ ଘଟଣାସ୍ଥଳରେ…

ଆପଲ୍‌ର ଲୋଗୋ ଅଧା ଖାଇବା ସେଓ ଭଳି କାହିଁକି ହୋଇଥାଏ: ଜାଣନ୍ତୁ କ’ଣ ରହିଛି କାରଣ

ଟେକ୍ନୋଲୋଜି ଦୁନିଆରେ ଆପଲ କମ୍ପାନୀର ନାମ ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ବିଶେଷ ଉତ୍ପାଦ ହେତୁ କମ୍ପାନୀ ମୋବାଇଲ, କମ୍ପ୍ୟୁଟର ସମ୍ବନ୍ଧୀୟ ଜିନିଷ ବଜାରରେ ବହୁ ନାମ ଅର୍ଜନ କରିଛି। କମ୍ପାନୀର ନାମ ଯେତେ ଅନନ୍ୟ, ଏହାର ଲୋଗୋ ସେତେ ଅନନ୍ୟ ଅଟେ।…

ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ, ଟିଭି ପାଇଁ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର,୬ା୩(ବ୍ୟୁରୋ): ଓଡିଶା ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ ହୋଇଛି। ଶନିବାରଠାରୁ ଏହା ଆରମ୍ଭ ହୋଇଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା…

ମାର୍ଚ୍ଚ ୨୨ରୁ ଆଇପିଏଲ୍‌: ଏହି ଦୁଇ ଦଳ ମଧ୍ୟରେ ଖେଳାଯିବ ପ୍ରଥମ ମ୍ୟାଚ୍‌

ନୂଆଦିଲ୍ଲୀ,୬।୩: ଇଣ୍ଡିଆନ୍‌ ପ୍ରିମିୟମ୍‌ ଲିଗ୍‌ ୨୦୨୨ କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇଛି। ମାର୍ଚ୍ଚ ୨୬ରେ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଏବଂ କୋଲକତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌ ସନ୍ଧ୍ୟା ୭.୩୦ରେ ଆରମ୍ଭ…

ଆମେରିକା ସାଂସଦଙ୍କୁ ଜେଲେନସ୍କି କହିଲେ ମୋତେ ଶେଷଥର ଲାଗି ଜୀବିତ ଅବସ୍ଥାରେ ଦେଖୁଛ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୧ ଦିନ ପୂରଣ ହେଲାଣି । ହେଲେ ଏବେବି ୟୁକ୍ରେନର ବଡ ବଡ ସହରରେ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳୁଛି । ରୁଷିଆ ତା’ ଜିଦରେ ଅଟଳ ଥିବା ବେଳେ ୟୁକ୍ରେନ ବି ମୁଣ୍ଡ ନୁଆଉ…

ପୁଣି ବାଦାମ ବିକିବେ ‘କଚା ବାଦାମ୍‌’ ଷ୍ଟାର୍‌

‘କଚା ବାଦାମ’ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଥିବା ଭୁବନ ବାଦକର ଆଜିକାଲି ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗି ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତାଙ୍କ ଗୀତ ଭାଇରାଲ ହେବା ପରେ ନିଜକୁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?