Home

ଅପରେଶନ ଗଙ୍ଗା: ମାର୍ଚ୍ଚ ୧୧ସୁଦ୍ଧା ୧୦୦ ବିମାନରେ ସ୍ୱଦେଶ ଫେରିବେ ଭାରତୀୟ, ଏବେବି ସୁମିରେ ଫସି ରହିଛନ୍ତି କେତେଜଣ ଛାତ୍ର

ନୂଆଦିଲ୍ଲୀ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ସରକାରଙ୍କ ଅପରେଶନ ଗଙ୍ଗାକୁ ଜୋରଦାର କରାଯାଇଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯିବାର ପ୍ରକ୍ରିୟା ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ତେବେ ୟକ୍ରେନରେ ଫସି ରହିଥିବା ପ୍ରାୟ ୨୦ ହଜାର…

‘ଅପରେଶନ ଗଙ୍ଗା’ ନାଁରେ ଶିଶୁର ନାମକରଣ କରିବେ ୟୁକ୍ରେନରୁ ଉଦ୍ଧାର ହୋଇଥିବା ଭାରତୀୟ ଦମ୍ପତି

ୱାରସ/ଥିରୁଭାନନ୍ତପୁରମ,୬ ।୩: ୟୁକ୍ରେନର କ୍ୱିଭରେ ରେସ୍ତୋରାଁ କରିଥିବା କେରଳର ଜଣେ ବ୍ୟକ୍ତି ଅଭିଜିତ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ଫସି ଯାଇଛନ୍ତି । ଏବେ ତାଙ୍କ ପତ୍ନୀ ୯ ମାସର ଗର୍ଭବତୀ ଥିବା ବେଳେ ମାର୍ଚ୍ଚ ୨୬ରେ ସନ୍ତାନ ପ୍ରସବ ହେବାର ସୂଚନା ଦେଇଛନ୍ତି…

ଉପକାରି ଡାଳିମ୍ବ

ଡାଳିମ୍ବରେ ତ୍ୱଚାକୁ ସୁନ୍ଦର ରଖିବା, ରକ୍ତଚାପକୁ ନିୟନ୍ତ୍ରଣ କରିବା ତଥା ମାନସିକ ଚାପରୁ ମୁକ୍ତି ଦେବାରେ ବେଶ୍‌ ଚମତ୍କାରୀ ଗୁଣ ଭରି ରହିଥାଏ। ତା’ଛଡ଼ା ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଓ ଫ୍ଲାଭୋନାଏଡ୍‌ ନାମକ ତତ୍ତ୍ୱ ଥିବାରୁ, ଏହା ଗଣ୍ଠିମାନଙ୍କରେ ଥିବା ଫୁଲାକୁ ଦୂର…

ଅସ୍ତ୍ରବିରତି ପରେ ବି ଚାଲିଛି ଗୁଳିମାଡ

କ୍ୱିଭ,୬ ।୩: ଶନିବାର ରୁଷିଆ ୟୁକ୍ରେନର ଦୁଇଟି ସହରରେ ଅସ୍ତ୍ରବିରତି ଘୋଷଣା କରିଥିଲା । ହେଲେ ଏହା ପରେ ବି ରୁଷିଆ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଦାବି କରିଛି ୟୁକ୍ରେନ୍ । ୟୁକ୍ରେନ୍ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି କି ରୁଷିଆ…

ଶୋଇବା ବେଳେ ଏପରି ଭୁଲ କରୁଛନ୍ତି କି? ଜାଣିରଖନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବା ନିହାତି ଆବଶ୍ୟକ। କାରଣ ଏହାକୁ ନ ମାନିଲେ ମନ ଭାରାକ୍ରାନ୍ତ ରହିବା ସହ ଭଲ ନିଦ ହୋଇ ନଥାଏ। ଏପରିକି ବେଳେବେଳେ ଏହାର କୁ-ପ୍ରଭାବ ଆମ ଶରୀର ଉପରେ ମଧ୍ୟ…

ପିସୋଚିନ ପହଞ୍ଚିଲା ଭାରତ ସରକାରଙ୍କ ବସ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନର ପିସୋଚିନରେ ଫସି ରହିଥିବା ପ୍ରାୟ ୨୯୮ ଭାରତୀୟ ଛାତ୍ରଙ୍କୁ ସେଠାରୁ ଉଦ୍ଧାର କରାଯାଇଛି । ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପିସୋଚିନରୁ ଭାରତୀୟ ଛାତ୍ରଙ୍କୁ ଉଦ୍ଧାର…

ଅପରେଶନ ଗଙ୍ଗା: ୨୨୦୦ ଭାରତୀୟଙ୍କୁ ନେଇ ଆଜି ସ୍ୱଦେଶ ଫେରିବ ୧୧ ବିମାନ

ନୂଆଦିଲ୍ଲୀ,୬ ।୩: ୟୁକ୍ରେନ୍ ଯୁଦ୍ଧରେ ଫସି ରହିଥିବା ପ୍ରାୟ ୨୨୦୦ ଭାରତୀୟଙ୍କୁ ନେଇ ଶନିବାର ୧୧ଟି ବିମାନ ସ୍ୱଦେଶ ଫେରିବ ବୋଲି ଜଣାପଡିଛି । ଅପରେଶନ ଗଙ୍ଗା ମାଧ୍ୟମରେ ଭାରତୀୟମାନେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରୁଛନ୍ତି । ଶନିବାର ୧୫ଟି ବିମାନରେ ପାଖାପାଖି…

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ସହ କଥାହେଲେ ୟୁକ୍ରେନ୍ ବୈଦେଶିକ ମନ୍ତ୍ରୀ

କ୍ୱିଭ୍‌,୬ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୧୧ଦିନରେ ପହଞ୍ଚିଲାଣି । ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରୁ ନ ଥିବା ବେଳେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣ ଲଗାତାର ଜାରି ରହିଛି । ଇତିମଧ୍ୟରେ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୋ…

ଜାଣିଶୁଣି ବଡ଼ ଭୁଲ୍‌…

କ୍ୱିଭ୍‌/ଓ୍ବାଶିଂଟନ/ମସ୍କୋ, ୫।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଜାଣିଶୁଣି ବଡ଼ ଭୁଲ୍‌ କରିଦେଇଥିବା ନେଇ ଏବେ ଚର୍ଚ୍ଚା ହେଉଛି। ନାଟୋ ଏବଂ ରୁଷିଆ ମଧ୍ୟରେ ୟୁକ୍ରେନ୍‌ କେବଳ ବଳିର ଛେଳି ହୋଇ ରହି ଯାଇଛି। ନାଟୋର ସହାୟତା ମିଳିବା ଆଶାରେ…

ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର, ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୩ : ରାସ୍ତାରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର। ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ଏନେଇ ଶୀର୍ଷକୋର୍ଟ ଭାରତୀୟ…

ନୋ ଫ୍ଲାଏ ଜୋନ୍‌କୁ ନେଇ ପୁଟିନଙ୍କ ଚେତାବନୀ

କ୍ୱିଭ୍‌,୫ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଶନିବାର ୧୦ ଦିନରେ ପହଞ୍ଚିଛି। ରୁଷିଆ ସେନା ୟୁକ୍ରେନ ଉପରେ ଆକ୍ରମଣକୁ ତୀବ୍ର କରିଛି। ଏହି ସମୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କନ ବ୍ରସେଲ୍ସରେ ୟୁରୋପୀୟ କାଉନସିଲର ସଭାପତି ଚାଲର୍‌ସ…

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ବୌଦ୍ଧ,୫ା୩(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ପରିବ୍ୟାପ୍ତ ଏହି ରେଳପଥ ଯିବାକୁ ଥିବା ବେଳେ କାମ ଆଗେଇ ଚାଲିଛି। ତେବେ ନିମ୍ନମାନର କାମ ଯୋଗୁ ବୌଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?