Home

ବିବାହ ବନ୍ଧନରେ ଆବଦ୍ଧ ହେଲେ ମୌନୀ

ବଲିଉଡ୍‌ ଅଭିନେତ୍ରୀ ମୌନୀ ରୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ପ୍ରେମିକ ସୁରଜ ନାମ୍ବିଆର୍‌ଙ୍କୁ ବିବାହ କରିଛନ୍ତି। ବିବାହର ପ୍ରଥମ ଫଟୋ ଭାଇରାଲ ହୋଇଛି। ଦୁହେଁ ଗୋଆରେ ମାଲାୟାଲୀ ଏବଂ ବଙ୍ଗାଳୀ ରୀତିନୀତି ସହିତ ସାତ ଫେରା ନେଇଥିଲେ।…

ନିଯୁକ୍ତି ଦାବିରେ ସ୍ଥାନୀୟ ଯୁବକଙ୍କ ଧାରଣା

ପାଟଣା,୨୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥର ଖିରେଇଟାଙ୍ଗିରି ଟୋଲଗେଟ୍‌ ସମ୍ମୁଖରେ ଗୁରୁବାର ସ୍ଥାନୀୟ ଯୁବକ ଧାରଣା ଦେଇଛନ୍ତି । କିଛି ସମୟ ପାଇଁ ଉତ୍ତ୍ୟକ୍ତ ଯୁବକ ରାସ୍ତା ଅବରୋଧ…

୩୩ ବର୍ଷ ହେଲାଣି, କିଛି ଏଭଳି କହି କୋହଲିଙ୍କୁ ପରାମର୍ଶ ଦେଲେ ଶାସ୍ତ୍ରୀ

ନୂଆଦିଲ୍ଲୀ,୨୭।୧: ବର୍ତ୍ତମାନ ନିଜ କ୍ୟାରିୟରର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛନ୍ତି ବିରାଟ କୋହଲି। ଗୋଟିଏ ପଟେ କ୍ରିକେଟର କୌଣସି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ନ ଥିବା ବେଳେ ଗତ ଦୁଇ ବର୍ଷ ଧରି ସେ ଗୋଟିଏ ବି…

ସବୁଠୁ ବଡ଼ ଗାଲ ଥିବା ମଡେଲ, ବିଶ୍ୱରେ ଚର୍ଚ୍ଚିତ

କେଉଁ ମଡେଲ ପତଳା ଅଣ୍ଟାକୁ ନେଇ ପ୍ରସିଦ୍ଧ ତ ଆଉ କିଏ ନିଜ କେଶ, ନଖକୁ ନେଇ ପ୍ରସିଦ୍ଧ। ସେମିତି ଜଣେ ମଡେଲ ତାଙ୍କ ଗାଲକୁ ନେଇ ଖୁବ୍‌ ଚର୍ଚ୍ଚାରେ। ଏହି ଚର୍ଚ୍ଚିତ ମଡେଲଙ୍କ ନା ଆନାସ୍ତାସିଆ ପୋକ୍ରେଶଚୁକ। ସେ ତାଙ୍କ…

କିଏ ହେବେ ନୂଆ ରାଷ୍ଟ୍ରପତି ? ଦୌଡ଼ରେ ୪ ଜଣଙ୍କ ନାମ…

ନୂଆଦିଲ୍ଲୀ, ୨୭।୧ : ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ୨୫ ଜୁଲାଇ ୨୦୨୨ରେ ଶେଷ ହେବାକୁ ଯାଉଛି। ପାଞ୍ଚ ମାସ ପରେ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମକୁ ନେଇ ଭାଜପା…

ସଲମାନଙ୍କ ଗୋଟିଏ ପରାମର୍ଶ ବଦଳାଇ ଦେଇଥିଲା ଏହି ଅଭିନେତାଙ୍କ କ୍ୟାରିୟର

ବଲିଉଡ ଅଭିନେତା ବବି ଦେଓଲ ଆଜି ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ବବି ‘ବରସାତ୍‌’ ଫିଲ୍ମ ଜରିଆରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହାପୂର୍ବରୁ ସେ ଧର୍ମବୀର ଫିଲ୍ମରେ ଶିଶୁ କଳାକାର ଭାବରେ ମଧ୍ୟ ନଜର ଆସିଥିଲେ। ବବି ତାଙ୍କର ପ୍ରଥମ…

ଶାସ୍ତ୍ରୀ ବହୁତ ବଡ଼ କଥା କହିଦେଲେ, ଭାରତୀୟ ଭାବେ ଆମେ ଗର୍ବ କରିଥାନ୍ତୁ: ହରଭଜନ

ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ କୋଚ୍‌ ରବି ଶାସ୍ତ୍ରୀ ନିକଟରେ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଥିଲେ। ଏହାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ଏହାକୁ ନେଇ ପୂବତନ ଭାରତୀୟ ସ୍ପିନର ହରଭଜନ ସିଂହ ପ୍ରତିକ୍ରିୟା ରଖି…

ମାତ୍ର ୩୧ ବର୍ଷ ବୟସରେ ଏହି ଖେଳାଳିଙ୍କ କ୍ରିକେଟ୍‌ କ୍ୟାରିୟର୍‌ ଶେଷ!

ନୂଆଦିଲ୍ଲୀ,୨୭।୧:ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଫେବୃୟାରୀ ୬ରୁ ଆରମ୍ଭ ହେବାକୁ ଯାଉଛି। ଦିନିକିଆ ସିରିଜ ପରେ ଏକ ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ମଧ୍ୟ ଖେଳାଯିବ। ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ…

ଫେବୃୟାରୀ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ, ୨୭।୧: ଉତ୍ତରପ୍ରଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଫେବୃୟାରୀ ୧୫ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ରାଜ୍ୟର ସମସ୍ତ ସ୍କୁଲ କଲେଜକୁ କଲେଜକୁ…

ଚାକିରି ନାହିଁ, ଦେଶ ଛାଡ଼ିବାକୁ ଚାହୁଁଛନ୍ତି ହତାଶ ଯୁବବର୍ଗ…

ନୂଆଦିଲ୍ଲୀ, ୨୭।୧ : ଭାରତରେ ବେକାରୀ ପରିସ୍ଥିତି ଉତ୍କଟ ହେବାରେ ଲାଗିଛି। ଚାକିରି ନ ଥିବାରୁ ଯୁବବର୍ଗ ହତାଶ ହୋଇ ଦେଶ ଛାଡି ବିଦେଶ ଯିବାକୁ ଚାହୁଁଛନ୍ତି। କ୍ରମାଗତ ଏଭଳି ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସରକାରୀ ନୀତି ବିଫଳ ହେଉଥିବାରୁ…

ଶାସ୍ତ୍ରୀଙ୍କ ପାଖରେ ନାହିଁ ଧୋନୀଙ୍କ ଫୋନ୍‌ ନମ୍ବର: କାରଣ ଜାଣିଲେ…

ଓମାନ,୨୭।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାକୟ ମହେନ୍ଦ୍ର ସିଂ ଧୋନୀଙ୍କ ଜଣେ କିମ୍ବଦନ୍ତୀ କ୍ରିକେଟର ଭାବେ ଜଣାଶୁଣା। ତାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆକୁ ୩ଟି ଆଇସିସି ଟ୍ରଫିରେ ଜିତିଛି। ଦେଶ-ବିଦେଶରେ ତାଙ୍କର ବହୁ ପ୍ରଶଂସକ ମଧ୍ୟ ଅଛନ୍ତି। କିନ୍ତୁ ଆପଣ ଜାଣି…

୧୪ ବଲ୍‌ରେ ବିସ୍ଫୋରକ ୭୬ ରନ୍‌ର ଇନିଂସ ଖେଳି ଚକିତ କଲେ ଏହି କ୍ରିକେଟର୍‌

ବାରବାଡେସ୍‌,୨୭।୮: ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରେ କାରିବିଆନ ଦଳ ୨୦ ରନ୍‌ରେ ଜିତିଛି। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୫ ଉଇକେଟ ହରାଇ ୨୨୪ ରନ ସଂଗ୍ରହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri