Home

ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହେଲା ବୋଟ୍‌ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗୁରୁପ୍ରିୟା ସେତୁଠାରେ ବିଏସ୍‌ଏଫ୍‌ ଡିଆଇଜି ସଞ୍ଜୟ କୁମାର ସିଂ, ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରା, ବିଡିଓ ରାହୁଲ ମଣ୍ଡଳ ତଥା ଓଡ଼ିଶା ପୋଲିସ ପ୍ରଶାସନ ଉପସ୍ଥିତିରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି…

‘ରାୟଗଡ଼ାକୁ ଏକ ଉନ୍ନତ ଜିଲାରେ ପରିଣତ କରିବା ସମସ୍ତଙ୍କ ଲକ୍ଷ୍ୟ ହେଉ’

ରାୟଗଡ଼ା ଅଫିସ,୨୬ା୧: ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ରାୟଗଡ଼ା ଜିଲା ସଦରମହକୁମାର ସ୍ଥାନୀୟ ଜି.ସି.ଡି ଉଚ୍ଚ ବିଦ୍ୟାଳୟ ପଡ଼ିଆଠାରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା…

ଅବସର ନେଲା ବିରାଟ, ସେବା ଲାଗି ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ, ୨୬।୧: ରାଷ୍ଟ୍ରପତିଙ୍କ ସୁରକ୍ଷା ଦଳରେ ସାମିଲ ଥିବା ଏକ ଘୋଡ଼ା ବିରାଟ ବୁଧବାର ଅବସର ନେଇଛି। ଗଣତନ୍ତ୍ର ଦିବସ ପରେଡ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରାଟ ନିକଟକୁ ଯାଇ ସେବା ଲାଗି ତାର ପ୍ରଶଂସା କରିଥିଲେ। ସେ ଗତ…

ୟୁକ୍ରେନକୁ ସହାୟତା କରିବ ଆମେରିକା

ଓ୍ବାଶିଂଟନ,୨୬ା୧: ରୁଷିଆ-ୟୁକ୍ରେନ ବିବାଦ ଦିନକୁ ଦିନ ଜଟିଳ ପରିସ୍ଥିତି ଆଡ଼କୁ ମୁହାଁଉଛି। ରୁଷିଆର ମୁକାବିଲା ଲାଗି ଯୁଦ୍ଧଜାହାଜ ଓ ଲଢୁଆ ବିମାନ ପଠାଇଛି ନାଟୋ। ସେପଟେ ୟୁକ୍ରେନ ଛାଡ଼ି ନିଜ ଦେଶକୁ ଫେରିଆସିବା ଲାଗି ସମସ୍ତ କୂଟନୀତିଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛି ଆମେରିକା।…

୬ ବର୍ଷ ପରେ ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ଏହି ଅଲରାଉଣ୍ଡର, ବଢ଼ିଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୬।୧: ଆସନ୍ତା ମାସରୁ ଘରୋଇ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ। ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଫେବୃୟାରୀ ୬ରୁ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ସମାନ ସଂଖ୍ୟକ ଟି୨୦ ସିରିଜ ଖେଳାଯିବ। ଆହତ ହେବା ଯୋଗୁ ଦକ୍ଷିଣ ଆଫ୍ରିକା…

ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି।…

ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ ମିଳିତ ଆନୁକୂଲ୍ୟରେ ଯୋଡ଼ାମ୍ବ ଥାନାଧିକାରୀ ଅନିଲ କୁମାର ପରିଡ଼ାଙ୍କ ନେତୃତ୍ୱରେ ପାଳନ କରାଯାଇଛି l…

ସାଧାରଣତନ୍ତ୍ର ଦିବସରେ ବିହାରରେ ଟ୍ରେନ ଜାଳିଦେଲେ ଛାତ୍ରୀଛାତ୍ର

ପାଟଣା,୨୬।୧: ଦେଶରେ ବୁଧବାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବା ବେଳେ ବିହାରରେ ଏକ ଯାତ୍ରୀବାହି ଟ୍ରେନକୁ ଜାଳି ଦେଇଛନ୍ତି ରେଲଓ୍ବେ ଚାକିରି ପରୀକ୍ଷା ବିରୋଧରେ ବିକ୍ଷୋଭ କରୁଥିବା ଛାତ୍ରୀଛାତ୍ର। କେବଳ ଏତିକି ନୁହେଁ, ଅନ୍ୟ ଏକ ଯାତ୍ରୀବାହି ଟ୍ରେନକୁ ପଥରେ…

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଏହି କ୍ରିକେଟର

କଲମ୍ବୋ,୨୬।୧: ଶ୍ରୀଲଙ୍କାର ବରିଷ୍ଠ କ୍ରିକେଟର ଦିଲ୍ରୁୱାନ ପେରେରା ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷିୟ ଦିଲ୍ରୁୱାନ ଶ୍ରୀଲଙ୍କା କ୍ରିକେଟ ବୋର୍ଡର ସିଇଓଙ୍କୁ ଇମେଲ ମାଧ୍ୟମରେ ତାଙ୍କ ନିଷ୍ପତ୍ତି ନେଇ ସୂଚନା ଦେଇଛନ୍ତି। ପେରେରା ଶ୍ରୀଲଙ୍କାର ଟେଷ୍ଟ ଦଳର…

ପିଲାଦିନେ କହିଥିଲେ ଆମେ ହେଲିକପ୍ଟରରେ ଶାଶୁଘର ଯିବୁ, କଥା ରଖିଲେ ପିତା

ରାଜସ୍ଥାନର ଝୁନ୍‌ଝୁନ୍‌ରେ ଦୁଇ ଝିଅଙ୍କ ପିଲାଦିର ଇଚ୍ଛା ପୂରଣ କରିଛନ୍ତି ପିତା। ସୁରଜଗଡ଼ର ଢାଣିରେ ରହୁଥିବା ସୁରେଶ ଖେଦଡ଼ଙ୍କ ଦୁଇ ଝିଅ ପୁନମ ଏବଂ ପ୍ରିୟଙ୍କାଙ୍କ ପିଲାଦିନେ ପିତାଙ୍କୁ କହିଥିଲେ ଆମକୁ ଶାଶୁଘର ହେଲିକପ୍ଟରରେ ପଠାଇବ। ଦୁଇଝିଅଙ୍କ କଥା ଏବେ ରକ୍ଷା…

କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର

କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ ନାତୁଣୀ…

ପାଦରେ ଚାଲି ଚାଲି ଲୋକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ଦେଶର ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବୁଧବାର ରାଜଧାନୀ ଦିଲ୍ଲୀର ରାଜପଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଲି ଚାଲି ଲୋକଙ୍କୁ ଭେଟିଛନ୍ତି। ୨୦୧୫ଠାରୁ ଗତ ୭ ବର୍ଷ ଧରି ପ୍ରଧାନମନ୍ତ୍ରୀ ଏହି ପରମ୍ପରା ପାଳନ କରୁଛନ୍ତି। ପରେଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri