Home

କେନ୍ଦୁଝରରେ ଉଡ଼ିଲା ତ୍ରିରଙ୍ଗା

କେନ୍ଦୁଝର,୨୬ା୧(ସ୍ବ.ପ୍ର.): କେନ୍ଦୁଝରରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜସ୍ବମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ…

ଅଶ୍ୱିନଙ୍କ ବିକଳ୍ପ ଖୋଜ, ଏହି ଦୁଇ ଖେଳାଳିଙ୍କୁ ଦଳକୁ ଆଣ: ହରଭଜନ

ନୂଆଦିଲ୍ଲୀ,୨୬।୧: ଦିନିକିଆ କ୍ରିକେଟରେ ଭାରତର ସ୍ପିନରମାନେ ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବ କ୍ରିକେଟର ହରଭଜନ ସିଂହ। ଏହି ଫର୍ମାଟରେ ଆର୍‌ ଅଶ୍ୱିନଙ୍କୁ ନ ଖେଳାଇବାର ସମୟ ଆସିଛି। ଏପରିକି ଦଳରେ ୟୁଜବେନ୍ଦଅ ଚହଲ ଏବଂ କୁଲଦୀପ…

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ…

ବିଏସ୍‌ଏଫ୍‌ ପକ୍ଷରୁ ରାଜପଥରେ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ବିଏସ୍‌ଏଫ୍‌ ପକ୍ଷରୁ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା ଦିଆଯାଇଛି। ବିଏସ୍‌ଏଫ୍‌ର ଡେୟାର ଡେଭିଲ୍‌ ଟିମ୍‌ ପକ୍ଷରୁ ହୋଇଥିବା ମୋଟରସାଇକେଲରେ ବିଭିନ୍ନ…

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ…

ମସ୍କୋ, ୨୬।୧ : ରୁଷିଆ ଏବଂ ୟୁକ୍ରେନ ସୀମାରେ ଅସ୍ତ୍ରଶସ୍ତ୍ର ସହିତ ସୈନ୍ୟସଂଖ୍ୟା ବଢ଼ିବା ସହିତ ୟୁରୋପରେ ଏକ ଭୟଙ୍କର ଯୁଦ୍ଧର ଆଶଙ୍କା ବୃଦ୍ଧି ପାଉଛି। ଏନେଇ ଆମେରିକା ରୁଷିଆକୁ ଚେତାବନୀ ଦେଇଛି। ସେହିପରି ଚାଇନା ମଧ୍ୟ ପରିସ୍ଥିତିରୁ ଫାଇଦା ନେବାକୁ…

ଚୁଲିରେ ରୋଷେଇ କରୁଛନ୍ତି ଦୀପିକା, ଭିଡିଓ ଭାଇରାଲ ପରେ ପ୍ରଶଂସକ କହିଲେ…

ବମ୍ବେ: ଚୁଲିରେ ରୋଷେଇ କରି ଚର୍ଚ୍ଚାରେ ଅଭିନେତ୍ରୀ ଦୀପିକା ଚିଖଲିଆ। ସୋସିଆଲ ମିଡିଆରେ ସେ ଏହାର ଏକ ଭିଡିଓ ଶେୟାର କରିବା ପରେ ତାହା ଭାଇରାଲ ହେଉଛି। ୨୦୨୦ରେ ‘ପୁଣି ଥରେ ଟେଲିକାଷ୍ଟ ହୋଇଥିଲା ରାମାୟଣ। ଏହାକୁ ନେଇ ଦୀପିକାଙ୍କ ଲୋକପ୍ରିୟତା…

ସାଉଥ୍‌ ସୁପରଷ୍ଟାର ରବି ତେଜାଙ୍କ ପ୍ରକୃତ ନାମ କ’ଣ ଜାଣନ୍ତି

ସାଉଥ୍‌ ସୁପରଷ୍ଟାର ରବି ତେଜା ଆଜି ୫୪ ବର୍ଷରେ ପଦାର୍ପଣ କରିଛନ୍ତି।ସେ ତିନି ଦଶନ୍ଧି ଧରି ଟଲିଉଡ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଛନ୍ତି। ସେ ଆକ୍ସନ ଏବଂ କମେଡି ସହିତ ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ରବି କୌଣସି ଫିଲ୍ମ ପୃଷ୍ଠଭୂମି ରୁ ନ…

ତେଜସ୍ବୀ କହିଲେ ‘ଆଣ୍ଟି’; ରାଗରେ ନିଆଁ ହୋଇଗଲେ ସମିତା

ବମ୍ବେ: ଦିନ କେଇଟାରେ ଶେଷ ହୋଇଯିବ ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ ବସ୍‌’। ଏହାର ଫିନାଲେ ପାଖେଇ ଆସୁଥିବା ବେଳେ ଚର୍ଚ୍ଚାରେ ରହିଛି ପ୍ରତିଯୋଗୀ ତଥା ଅଭିନେତ୍ରୀ ସମିତା ସେଟ୍ଟୀ ଏବଂ ତେଜସ୍ବୀ ପ୍ରକାଶଙ୍କ କ୍ୟାଟ୍‌ଫାଇଟ୍‌। ବିଗ୍‌ ବସ୍‌ ଘରେ ଶେଷ…

ଏହି ବିସ୍ଫୋରକ କ୍ରିକେଟର୍‌ଙ୍କୁ ବ୍ୟକ୍ତିଗତ ମେସେଜ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୧: ୱେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ ଗେଲ ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ସେ କହିଛନ୍ତି, ଏହି ଦିନ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏକ ସ୍ବତନ୍ତ୍ର ବାର୍ତ୍ତା ଦେଇ…

ଏଣିକି ସପ୍ତାହରେ ୫ ଦିନ କାମ କରିବେ ସରକାରୀ କର୍ମଚାରୀ

ରାୟପୁର,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଛତିଶଗଡ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କହିଛନ୍ତି, ଏଣକି ରାଜ୍ୟ ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ସପ୍ତାହରେ ମାତ୍ର ପାଞ୍ଚ ଦିନ କାମ କରିବାକୁ ପଡିବ। ଏହା ବ୍ୟତୀତ ମହିଳା ସୁରକ୍ଷା…

ମଙ୍ଗଳ ଗ୍ରହରେ ୬୦ କୋଟି ବର୍ଷ ପର୍ଯ୍ୟନ୍ତ ହୋଇଥିଲା ଗ୍ରହାଣୁପିଣ୍ଡ ବର୍ଷା…

ଓ୍ବାଶିଂଟନ, ୨୬।୧ : ଲାଲ ଗ୍ରହ ମଙ୍ଗଳ ସମ୍ପର୍କରେ ମହାକାଶ ବିଜ୍ଞାନୀମାନେ ଏକ ନୂଆ ରହସ୍ୟ ଜାଣିବାକୁ ସକ୍ଷମ ହୋଇ ପାରିଛନ୍ତି। ମଙ୍ଗଳ ଗ୍ରହରେ ଥିବା ବଡ଼ ବଡ଼ ଗର୍ତ୍ତର ଅଧ୍ୟୟନ କରି ଆବିଷ୍କାର କରିଛନ୍ତି ଯେ ପ୍ରାୟ ୬୦ କୋଟି…

ସ୍ପିକରଙ୍କ ଘର ଉପରକୁ ରକେଟ୍‌ ମାଡ

ବାଗଦାଦ,୨୬।୧: ଇରାକ ପାର୍ଲାମେଣ୍ଟ ସ୍ପିକର ମୋହମ୍ମଦ ଅଲ-ହଲବୁସୀଙ୍କ ଘର ଉପରକୁ ରକେଟ ମାଡ ହୋଇଛି। ଏହି ଘଟଣାରେ ସ୍ପିକରଙ୍କ ସ୍ଥିତି ସ୍ପଷ୍ଟ ହୋଇ ନ ଥିବା ବେଳେ ୨ ଛୁଆ ଗୁରୁତର ହୋଇଥିବା ଜଣାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ହି ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri