Home

ଯେଉଁଠି ପିସିଆର୍‌, ସେଇଠି ନିଶା ବେପାର

ଭୁବନେଶ୍ୱର,୨୨ା୧୧: ଯେଉଁଠି ପିସିଆର୍‌, ସେଇଠି ବି ଚାଲିଛି ବେଆଇନ ବେପାର। ଯେଉଁଥିପାଇଁ ରାଜଧାନୀରେ ଦିନକୁ ଦିନ ଅସାମାଜିକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଅପରାଧୀମାନେ ସରକାରୀ ଜମି ଜବରଦଖଲ କରି ଆଡ୍ଡା ଜମାଇବା ସହ ନିଶା କାରବାର, ଦେହ ବେପାରଠାରୁ ଆରମ୍ଭ କରି…

ଛାଡପତ୍ର ପରେ ‘ଲଭ୍‌ ଲେଟର୍‌’ ଲେଖିଲେ ନାଗା ଚୈତନ୍ୟ

ଦକ୍ଷିଣ ଅଭିନେତା ନାଗା ଚୈତନ୍ୟ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ତାଙ୍କ ହ୍ୟାସ ଟ୍ୟାଗ ବହୁତ ଟ୍ରେଣ୍ଡ କରୁଛି। ଏହା ପଛର କାରଣ ହେଉଛି ତେଲୁଗୁ ସିନେମା ପରେ ନାଗା ଚୈତନ୍ୟ…

ଇସ୍ରୋ ବୈଜ୍ଞାନିକଙ୍କୁ ନିର୍ଯାତନା, ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୨୨।୧୧: ଇସ୍ରୋ ଗୁପ୍ତଚରୀ ମାମଲାରେ ୪ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଆଗୁଆ ଜାମିନ୍‌ ବିରୋଧରେ ନୋଟିସ୍‌ ଜାରି କରିଛନ୍ତି। ୧୯୯୪ରେ କ୍ରାୟୋଜେନିକ୍‌ ଇଞ୍ଜିନ୍‌ ଗୁପ୍ତଚରୀ ଅଭିଯୋଗ ଅଣାଯାଇ ବୈଜ୍ଞାନିକ ନାମ୍ବି ନାରାୟଣଙ୍କ ସମେତ ୪ ଇସ୍ରୋ ବୈଜ୍ଞାନିକଙ୍କୁ…

ଥାଇରଏଡ୍‌ର ଘରୋଇ ଉପଚାର

ରକ୍ତରେ ଥାଇରକ୍ସିନ୍‌ର ହରମୋହନର୍‌ ମାତ୍ରା ଆବଶ୍ୟକତାଠାରୁ କମ୍‌ ବେଶି ହେଲେ ଥାଇରଏଡ୍‌ ସମସ୍ୟା ସୃଷ୍ଟି ହୋଇଥାଏ। ଶରୀରରେ ପ୍ରତିରୋଧକ ଶକ୍ତି କମିଗଲେ, ଔଷଧର ସାଇଡ ଇଫେକ୍ଟ, ଖାଦ୍ୟରେ ଆୟୋଡିନର ଅଭାବ, ଗଳା ଫୁଲିବା, ଓଜନ କମିବା, ଅତ୍ୟଧିକ ଝାଳ ବୋହିବା, ଋତୁସ୍ରାବରେ…

ଖୁସିରେ ଗଦ୍‌ଗଦ୍‌ ଦ୍ରାଭିଡ ଥାପୁଡାଇଲେ ପିଠି

କୋଲକତା,୨୨।୧୧: ତୃତୀୟ ଟି-୨୦ରେ ଭାରତ ନ୍ୟୁଜିଲାଣ୍ଡକୁ ୭୩ ରନରେ ପରାସ୍ତ କରିଛି। ଏଥିସହ ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜକୁ ୩-୦ରେ ଜିତିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଦଳ ୨୦…

ଋତୁ ପରିବର୍ତ୍ତନରେ ଚନ୍ଦ୍ରର ଭୂମିକା

ମେଘମୁକ୍ତ ପୂର୍ଣ୍ଣମୀର ଜ୍ୟୋତ୍ସ୍ନା ଯାମିନୀର ଅପରୂପ ଶୋଭା ସକାଶେ ଚନ୍ଦ୍ର ଦାୟୀ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ବୈଚିତ୍ରଭରା ଋତୁଚକ୍ର ଚନ୍ଦ୍ରର ଏକ ଅବଦାନ ବୋଲି ସର୍ବସାଧାରଣ ଜ୍ଞାତ ହୋଇ ନ ପାରନ୍ତି। ବାସ୍ତବିକ ଏହା ବୁଝିବା ପାଇଁ ବୈଜ୍ଞାନିକ ବିଶ୍ଳେଷଣ…

ଟ୍ରେନ୍‌ରେ କଟି ଯୁବକଙ୍କ ପ୍ରାଣଗଲା

ଟେନ୍‌ସା,୨୨ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟେନ୍‌ସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍‌ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍‌ଓ୍ବେ ଟ୍ରାକ୍‌ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ନାମ ଅଭିରାମ ମୁଣ୍ଡା (୨୭)। ତାଙ୍କ ଘର ଉପର ଖଣ୍ଡାଧାର ନିକଟ ଶାଗପାଳ ଗ୍ରାମରେ। ସେ ଡ୍ରାଇଭର…

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଭାରତକୁ ଅଣ୍ଡର-୧୯ ବିଶ୍ୱକପ୍‌ ଜିତାଇଥିବା କ୍ରିକେଟ୍‌ର ଉନ୍ମୁକ୍ତ ଚାନ୍ଦ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଡ୍ୟୁଟ୍ରିଓନିଷ୍ଟ ସିମରନ ଖେସଲଙ୍କୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି। ଉନ୍ମୁକ୍ତ ସୋସିଆଲ ମିଡିଆରେ ବିବାହର କିଛି ଫଟୋ ଶେୟାର କରିଛନ୍ତି। ୨୮ ବର୍ଷୀୟ ଉନ୍ମୁକ୍ତ…

ଟ୍ରାଙ୍କୁଲାଇଜ୍‌ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ

ନିରାକାରପୁର,୨୨ା୧୧(ଡି.ଏନ୍‌.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ ବନ ବିଭାଗ ବିଫଳ ହେବା ପରେ ହାତୀର ଗତି ବିଧିଉପରେ ନଜର ରଖିବା…

ଅମିତାଭଙ୍କୁ ଭେଟିବା ପାଇଁ ଜୟାଙ୍କୁ ଚକ୍‌ମା ଦେଇଥିଲେ ରେଖା

ବଲିଉଡ ମହାନାୟକ ଅମିତାଭ ବଚ୍ଚନ ତାଙ୍କ ଅଭିନୟ ସହିତ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଏକ ସମୟ ଥିଲା ଅମିତାଭ ଏବଂ ରେଖାଙ୍କ ମଧ୍ୟରେ ଥିବା ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଉଠୁଥିଲା। ଉଭୟଙ୍କ ଯୋଡିକୁ ପରଦାରେ ବହୁତ ପ୍ରାଂସା…

ଅଭିନନ୍ଦନଙ୍କୁ ବୀର ଚକ୍ର…

ନୂଆଦିଲ୍ଲୀ,୨୨।୧୧: ବାୟୁସେନାର ଗ୍ରୁପ୍‌ କ୍ୟାପଟେନ୍‌ ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ରରେ ସମ୍ମାନୀତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ସମୟରେ ଅଭିନନ୍ଦନ ବାୟୁସେନାର ଓ୍ବିଙ୍ଗ୍‌ କମାଣ୍ଡା ଭାବେ କାର୍ଯ୍ୟ କରୁଥିଲେ। ସେ…

୨୪ରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ

ପୁରୀ ଅଫିସ,୨୨।୧୧: ଆସନ୍ତା ୨୪ତାରିଖରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ ହେବ। ଏଥିପାଇଁ ସୋମବାରଠାରୁ ବିଧି ଓ ପରମ୍ପରା ଅନୁଯାୟୀ ମହାଯଜ୍ଞ ଆରମ୍ଭ କରାଯିବ। ମହାଯଜ୍ଞରେ ଗଜପତି ମହାରାଜା ଦିବ୍ୟସିଂହ ଦେବ କର୍ତ୍ତା ସାଜିବେ। ତେଣୁ ରବିବାର ଗଜପତି ମହାରାଜାଙ୍କ ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri