ଆମେରିକା-ଫ୍ରାନ୍ସରେ କମୁଛି ଦୈନିକ ସଂକ୍ରମଣ
ୱାଶିଂଟନ/ବ୍ରୁସେଲ୍ସ,୨୫ ।୧: ସାରାବିଶ୍ୱରେ କରୋନାର ତାଣ୍ଡବ ଲାଗି ରହିଥିବା ବେଳେ ଏହାକୁ ହରାଇବା ଲାଗି ବିଭିନ୍ନ କଟକଣାମାନ ଲଗାଯାଉଛି । ବ୍ରୁସେଲ୍ସରେ କରୋନା ଓ ଏହାର ନୂଆ ଭାରିଏଣ୍ଟ ଓମିକ୍ରନଠାରୁ ଦୂରେଇ ରହିବାକୁ ବିଭିନ୍ନ ପ୍ରକାର କଟକଣା ଲଗାଯାଇଛି । ହେଲେ…
ରେକର୍ଡ କଲେ ଦିଲ୍ଲୀର କିଶୋର: ୨୦ ଦିନରେ ଦିଆଗଲାଣି ୭୫ ପ୍ରତିଶତ ଟିକା
ନୂଆଦିଲ୍ଲୀ,୨୫ ।୧: କରୋନା ଟିକାକରଣକୁ ନେଇ ଦିଲ୍ଲୀର କିଶୋରମାନେ ରେକର୍ଡ କରିଛନ୍ତି । ପ୍ରାୟ ୨୦ ଦିନ ମଧ୍ୟରେ ୭୫ ପ୍ରତିଶତ କିଶୋର କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ ନେଇ ସାରିଲେଣି । ଏବେ ଦିଲ୍ଲୀରେ ଟିକାକରଣକୁ ୩୭୨ ଦିନ ପୂରଣ…
ଅକାଳି ଦଳର ମୋଦି ପ୍ରେମ: ମେଣ୍ଟ ନ କରି ବି ପୋଷ୍ଟରରେ ମୋଦିଙ୍କ ଛବି
ଫିରୋଜପୁର,୨୫ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଅକାଳିଦଳ ଭାରତୀୟ ଜନତା ପାର୍ଟି(ଭାଜପା) ସହ ମେଣ୍ଟ କଲାନାହିଁ । ହେଲେ ଦଳର ମୋଦି ପ୍ରେମ ଏବେ ପ୍ରଚାର ସମୟରେ ଦେଖିବାକୁ ମିଳିଛି । ଫିରୋଜପୁର ଜିଲାର ଜଲାଲାବାଦ ବିଧାନସଭା ଆସନରୁ ଶିରୋମଣି…
ଗୋଟିଏ ବୋତଲ ରକ୍ତ ଦିଅ, ଏକ କିଲୋ ଚିକେନ ନିଅ
ମୁମ୍ବାଇ,୨୫ ।୧: ଶିବାସେନାର ସଂସ୍ଥାପକ ସ୍ୱର୍ଗତ ବାଲ ଠାକରେଙ୍କ ଜୟନ୍ତି ଅବସରରେ ମହାରାଷ୍ଟ୍ରର ଉହ୍ଲାସନଗରରେ ଦଳ ପକ୍ଷରୁ ଏକ ଅଦ୍ଭୁତ ଅଫର ଦିଆଯାଇଛି । ବାଲ ଠାକରେଙ୍କ ଜୟନ୍ତି ଅବସରରେ ଉହ୍ଲାସନଗରରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏଠାରେ…
ବିବାହର କିଛି ସମୟ ପୂର୍ବରୁ କନ୍ୟାଙ୍କୁ ଶକ୍ତ ଚାପୁଡା ମାରିଲେ ବର, ଆଉ ତା’ପରେ…
ଚେନ୍ନାଇ,୨୪।୧: ତାମିଲନାଡୁର କୁଡାଲୋରରେ ଏକ ବିବାହ ଉତ୍ସବରେ ଅଜବ ଘଟଣା ଦେଖିବାକୁ ମିଳିଛି। ବର କୌଣସି ପ୍ରସଙ୍ଗରେ କନ୍ୟାଙ୍କୁ ଚାପୁଡା ମାରିଥିଲେ। ଏହାପରେ କନ୍ୟା ବିବାହ ଭାଙ୍ଗିବାକୁ ନିଷ୍ପତ୍ତି ନେଇଥିଲେ। କେବଳ ଏତିକି ନୁହେଁ, କନ୍ୟା କିଛି ଘଣ୍ଟା ମଧ୍ୟରେ ମଣ୍ଡପରେ…
ସିଦ୍ଧୁଙ୍କ ବିରୋଧରେ ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ଅମରିନ୍ଦର
ଚଣ୍ଡିଗଡ,୨୪।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଦ୍ଧୁଙ୍କ ଉପରେ ଏକ ବଡ ଅଭିଯୋଗ କରିଛନ୍ତି। ଅମରିନ୍ଦର ସିଂ କହିଛନ୍ତି, ପାକିସ୍ତାନର ପ୍ରଧାନମନ୍ତ୍ରୀ ତାଙ୍କୁ ଅନୁରୋଧ କରିଥିଲେ ଯେ ଯଦି ତୁମେ ନବଜୋତ…
ବିରାଟ କୋହଲିଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ପାକିସ୍ତାନ କ୍ରିକେଟର୍: ଶୀଘ୍ର ବିବାହ ଯୋଗୁ…
ନୂଆଦିଲ୍ଲୀ,୨୪।୧:ଭାରତୀୟ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଫର୍ମ କିଛି ଦିନ ହେବ ଖରାପ ଚାଲିଛି। ଗତ ଦୁଇ ବର୍ଷ ଧରି ସେ ଗୋଟିଏ ଶତକ ସ୍କୋର କରିବାରେ ସକ୍ଷମ ହୋଇନାହାଁନ୍ତି। ଏଥି ସହିତ ବିରାଟ କୋହଲି ମଧ୍ୟ ତିନୋଟି ଫର୍ମାଟରୁ…
ଭାରତକୁ ସାହାଯ୍ୟ ମାଗିଲା ଶ୍ରୀଲଙ୍କା
କଲମ୍ବୋ,୨୪।୧: ଆର୍ଥିକ ପରିସ୍ଥିତି ଦୃଷ୍ଟିରୁ ଦୁର୍ବଳ ହୋଇପଡିଛି ପଡୋଶୀ ଶ୍ରୀଲଙ୍କା। ଏବେ ଶ୍ରୀଲଙ୍କା ଭାରତର ସହାୟତା ଲୋଡିଛି। ଭାରତରୁ ୧.୫ ବିଲିୟନ ଡଲାର ସହାୟତା ପାଇବାକୁ ଆଶା କରାଯାଉଥିବା ଶ୍ରୀଲଙ୍କା ସରକାର କହିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ଜି.ଏଲ ପେରିସ କହିଛନ୍ତି,…
ସାଧାରଣତନ୍ତ୍ର ଦିବସ ୨୦୨୨: ଅନୁପ୍ରବେଶ ଉଦ୍ୟମରେ ଅଛନ୍ତି ଶହେରୁ ଊର୍ଦ୍ଧ୍ୱ ଆତଙ୍କବାଦୀ
ନୂଆଦିଲ୍ଲୀ,୨୪ ।୧: ସୀମା ସୁରକ୍ଷା ବଳର ମହା ନିରିକ୍ଷକ ଡିକେ ବୁରା କହିଛନ୍ତି, ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ର ବିରୋଧି ତତ୍ତ୍ୱକୁ ନେଇ ସମସ୍ୟା ଉପୁଜାଇବା ଧମକକୁ ନେଇ ଜମ୍ମୁ-କଶ୍ମିରରେ ଭାରତ-ପାକିସ୍ତାନ ସୀମାରେ ବିଏସ୍ଏଫ୍ର ଯବାନ ‘ହାଇ ଆଲର୍ଟ’ରେ ରହିଛନ୍ତି । ସୀମା…
ଅଲ୍ଲୁ ଅର୍ଜୁନଙ୍କ ଭ୍ୟାନିଟି ଭ୍ୟାନ୍ର ଦାମ୍ କେତେ ଜାଣନ୍ତି
ତେଲୁଗୁ ଇଣ୍ଡଷ୍ଟ୍ରିର ମେଗାଷ୍କଟାର୍ଙ୍କ ମଧ୍ୟରୁ ଅଲ୍ଲୁ ଅର୍ଜୁନ ଅନ୍ୟତମ। ସେ ସାଉଥ ଇଣ୍ଡଷ୍ଟ୍ରିର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତାଙ୍କ ମଧ୍ୟରେ ଅତାଙ୍କ ନାଁ ରହିଛି। ‘ପୁଷ୍ପା’ ଫିଲ୍ମର ସଫଳତା ପରେ ଅଲ୍ଲୁଙ୍କ ପ୍ରଶଂସକଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଷ୍ପା ଫିଲ୍ମ ସୁପରହିଟ…
ଭାଜପା-ଅମରିନ୍ଦରଙ୍କ ଦଳ ମଧ୍ୟରେ ଆସନ ବୁଝାମଣା: କାହାକୁ ମିଳିଲା କେତେ
ଚଣ୍ଡିଗଡ,୨୪।୧: ପଞ୍ଜାବରେ ବିଧାନସଭା ନିର୍ବାଚନ ପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ, ଅକାଳୀ ଦଳ (ୟୁନାଇଟେଡ) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ମଧ୍ୟରେ ଆସନ ବୁଝାମଣା ହୋଇଛି। ଦିଲ୍ଲୀରେ ଏକ ଖବରଦାତା ସମ୍ମିଳନୀରେ ଭାଜପା ରାଷ୍ଟ୍ରୀୟ…
ପ୍ରଥମ ଭାରତୀୟ ଭାବେ ଏମିତି ସମ୍ମାନ ପାଇଲେ ସ୍ମୃତିି
ନୂଆଦିଲ୍ଲୀ,୨୪।୧: ସମସ୍ତ ଫର୍ମାଟରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତୀୟ ଷ୍ଟାର୍ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧନା ୨୦୨୧ ମସିହା ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଶ୍ରେଷ୍ଠ ମହିଳା କ୍ରିକେଟର ଭାବେ ମନୋନୀତ ହୋଇଛନ୍ତି। ସେ ଇଂଲଣ୍ଡର ଟମସିନ୍ ବିମୋଣ୍ଟ, ଦକ୍ଷିଣ…
Archives


