ବିବାଦରେ କାଇଲ୍ଙ୍କୁ ଦୋଷମୁକ୍ତ ରାୟ
ଓ୍ବାଶିଂଟନ୍, ୨୧ା୧୧: ଆମେରିକାର ଜଣେ କିଶୋର କାଇଲ୍ ରିଟେନ୍ହାଉସ୍ଙ୍କୁ ଏକ ହତ୍ୟା ମାମଲାରେ ଦୋଷମୁକ୍ତ କରାଯିବା ରାୟକୁ ନେଇ ବିବାଦ ଦେଖାଦେଇଛି। ଗତ ବର୍ଷ ଅଗଷ୍ଟରେ ଓ୍ବିସ୍କନ୍ସିନ୍ରେ ବର୍ଣ୍ଣବୈଷମ୍ୟ ହିଂସାବେଳେ ୧୮ ବର୍ଷୀୟ କାଇଲ୍ ୨ ଜଣଙ୍କୁ ଗୁଳି କରି ହତ୍ୟା…
ମୋଦିଙ୍କ ବିବାଦୀୟ ନୀତି
ନୂଆଦିଲ୍ଲୀ, ୨୧।୧୧: ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବିପୁଳ ଜନାଦେଶ ପାଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିମଧ୍ୟରେ ଅନେକ ବିବାଦୀୟ ନୀତି କାର୍ଯ୍ୟକାରୀ କରିବା ସହ କେତେକକୁ ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ୩ କୃଷି ଆଇନ…
କଣ୍ଟା ସାଜିଥିଲା ଶନିବାର, ଆଜି ପାଳୁଛନ୍ତି ଛାଡ଼ଖାଇ
ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ପରମ୍ପରା ଅନୁସାରେ କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଛାଡ଼ଖାଇ ପାଳନ କରାଯାଇଥାଏ। ମାତ୍ର କାଲି ଶନିବାର ଥିବାରୁ ଅଧିକାଂଶ ଲୋକ ଆମିଷ ଖାଇ ନ ଥାନ୍ତି। ତେଣୁ ଆଜି ପାଳନ କରୁଛନ୍ତି ଛାଡ଼ଖାଇ। ଏନେଇ ଆମିଷ ଦୋକାନରେ ନାହିଁ ନ ଥିବା…
ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ମିଳୁନି
ଜଗତ୍ସିଂହପୁର ଅଫିସ, ୨୧ା୧୧: କେନ୍ଦ୍ର ହେଉ କି ରାଜ୍ୟ ସରକାର ଯୋଜନା ପରେ ଯୋଜନା କରି ଚାଲିଛନ୍ତି। କିନ୍ତୁ ଏସବୁ ଯୋଜନା ବାଟବଣା ହେଉଛି। ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ସଙ୍ଗିନ ଅଭିଯୋଗ କରିଛନ୍ତି ଜଗତ୍ସିଂହପୁର ବ୍ଲକ ସାଳଜଙ୍ଗ…
ବ୍ରାହ୍ମଣୀ, ମହାନଦୀ ତଟବନ୍ଧର ସୁରକ୍ଷା ପ୍ରତି ଗୁରୁତ୍ୱ
କେନ୍ଦ୍ରାପଡ଼ା ଅଫିସ, ୨୧ା୧୧: ହରିଦାସପୁର-ପାରାଦୀପ ନୂଆ ବ୍ରଡ୍ଗେଜ୍ ରେଳପଥରେ ମହାନଦୀ ଓ ବ୍ରାହ୍ମଣୀ ତଟର ଲଘୁ ଖଣିଜ ସମ୍ପଦ ବିନିଯୋଗ ବିରୋଧରେ ହୋଇଥିବା ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ୍ (ଏନ୍ଜିଟି) ମାମଲାର ଶୁଣାଣି ଗତ ୧୮ ତାରିଖରେ ଶେଷ ହୋଇଛି। ଜଷ୍ଟିସ ବି.…
‘ମୁଁ ପାଣ୍ଡିଆନ ସାର୍ଙ୍କ ପରି ହେବି’
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରାଜ୍ୟରେ ସ୍କୁଲ ରୂପାନ୍ତରଣ ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୫ ଜିଲାର ୧୪୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତ୍ସିଂହପୁରର ୧୪ ସ୍କୁଲ, ଦେବଗଡ଼ର…
ଲଘୁ ଖଣିଜ ଦ୍ରବ୍ୟ ଲୁଟ ଅଣାୟତ୍ତ
ରଗଡି,୨୧ା୧୧(ଡି.ଏନ.ଏ.): ବ୍ୟାସନଗର ତହସିଲରେ ମୂଲ୍ୟବାନ ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ ବନ୍ଦ ହେବା ଦିଶୁନାହିଁ। ବିଭାଗୀୟ ଅଧିକାରୀଙ୍କ ସହଯୋଗ ରହୁଥିବାରୁ ଏହି ବେଆଇନ କାର୍ଯ୍ୟ ଅଣାୟତ୍ତ ହୋଇପଡ଼ିଛି। ଏହି ତହସିଲର ପଛିକୋଟ ରାଜସ୍ବ ନିରୀକ୍ଷକ (ଆରଆଇ) ଅଧୀନ ଜଙ୍ଗଲ ଓ ସରକାରୀ…
ପୁରୁଣା ନ ସରୁଣୁ ନୂଆ ପ୍ରସ୍ତାବ
ଯାଜପୁର ଅଫିସ,୨୧ା୧୧: ନଦୀ ଅବବାହିକାରୁ ଉଚ୍ଚ ଚାଷଜମିକୁ ଜଳସେଚନ କରିବାକୁ ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରୁ ମେଗା ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ କରିଥିଲେ। କିନ୍ତୁ ଦୀର୍ଘ ବର୍ଷ ହେଲା ଏହା କେବଳ ଠିକାଦାର ପୋଷା ନୀତିରେ ଚାଲିଥିବା ଚାଷୀ…
‘ନ୍ୟାୟପାଳିକାର ଚାପ କମାଇବ ମଧ୍ୟସ୍ଥତା କେନ୍ଦ୍ର’
କଟକ ଅଫିସ,୨୧ା୧୧: ବିଭିନ୍ନ ମାମଲା ମଧ୍ୟସ୍ଥତା କେନ୍ଦ୍ରକୁ ଗଲେ ନ୍ୟାୟପାଳିକା ଉପରୁ ଚାପ କମିପାରିବ। ସେହିପରି ଓଡ଼ିଶାରେ ମାମଲା ରୁଜୁ କରୁଥିବା ପକ୍ଷମାନେ ମାମଲାକୁ ଅଧିକ ଦିନ ଧରି ଗଡ଼ାଇ ଚାଲିବା ଅପେକ୍ଷା ଆପୋସ ସମାଧାନ ପାଇଁ ଅଧିକ ଶ୍ରେୟ ମଣିବେ।…
ଏମିତି ଟଏଲେଟ୍, ଯାହାର ଦାମ୍ ଆଉ ସୁବିଧା ଜାଣିଲେ…
ଜାପାନ ଟେକ୍ନୋଲୋଜି ବା ବୈଷୟିକ ଜ୍ଞାନକୌଶଳରେ ବହୁତ ଆଗୁଆ ବୋଲି ସମସ୍ତେ ଜାଣନ୍ତି। ବୁଲେଟ୍ ଟ୍ରେନ୍ ନିର୍ମାଣଠାରୁ ଆରମ୍ଭ କରି ଟଏଲେଟ୍ ପର୍ଯ୍ୟନ୍ତ ସବୁଥିରେ ଆଶ୍ଚର୍ଯ୍ୟ କଲା ଭଳି କଳାକୌଶଳ ଭରି ରହିଥାଏ। ଏବେ ଜାପାନ ଏମିତି ଏକ ଟଏଲେଟ୍ ତିଆରି…
ଉଦୟପୁରରେ କଙ୍ଗାରୁ କୋର୍ଟ
ନୟାଗଡ଼ ଅଫିସ,୨୧ା୧୧: ନୟାଗଡ଼ ସଦର ଥାନା ଅଧୀନ ଦୁର୍ଦ୍ଦୁରା ପଞ୍ଚାୟତର ଉଦୟପୁର ଗାଁରେ କଙ୍ଗାରୁ କୋର୍ଟର ଜୁଲମ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହୋଇଛି। ଗାଁରେ ଖଟ ବୁଲାଇ ଜଣେ ବ୍ୟକ୍ତିଙ୍କୁ ଚୋର କହି କଙ୍ଗାରୁ କୋର୍ଟରେ ୫ ଲକ୍ଷ ଟଙ୍କା ଜରିମାନା…
କୃଷି ବିଲ୍ରେ ବିଜେଡି ଅସ୍ପଷ୍ଟ
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ ଓ ସୁଗମତା) ବିଲ୍-୨୦୨୦ ଆଣିବାକୁ ଯୋଜନା କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ସମବାୟ ମନ୍ତ୍ରୀ…
Archives


