ଇସ୍ତଫା ଦେଲେ ଜର୍ମାନୀର ନୌସେନା ମୁଖ୍ୟ
ବର୍ଲିନ,୨୩ ।୧: ଜର୍ମାନୀର ନୌସେନା ମୁଖ୍ୟ ଏଚିମ ଶୋୟନବାଖ ନିକଟରେ ଭାରତରେ ଏକ କାର୍ଯ୍ୟକ୍ରମରେ ନିଜ ଦେଶର ନୀତି ବିରୋଧରେ ଯାଇ ୟୁକ୍ରେନ ସଙ୍କଟ ଉପରେ ଓଲଟା ବୟାନ ଦେଇଥିଲେ । ଏହାସହ ସେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ବି…
ମା’ଙ୍କୁ ବଞ୍ଚାଇବା ପାଇଁ କୂଅକୁ ଡେଇଁଲେ ପୁଅ
ନୂଆପଡ଼ା ଅଫିସ୍,୨୩ା୧: ନୂଆପଡ଼ା ଜିଲା କୋମନା ଥାନା ସଦର ବଙ୍ଗଳାପଡ଼ାରେ ଶନିବାର କୂଅରେ ଖସିପଡ଼ିଥିଲେ ଜଣେ ବୃଦ୍ଧା। ଏହା ଦେଖି ମା’ଙ୍କୁ ଉଦ୍ଧାର କରିବା ପାଇଁ ପୁଅ ମଧ୍ୟ କୂଅକୁ ଡେଇଁପଡ଼ିଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଉଭୟ ମା’ ଓ…
ୟୁକ୍ରେନକୁ ଆକ୍ରମଣ କରିପାରେ ରୁଷିଆ; ଆମେରିକା ଦେଲା ଘାତକ ସହାୟତା
କ୍ୱିଭ୍, ୨୩ା୧: ୟୁକ୍ରେନ୍ ଉପରେ ରୁଷିଆ ଯେ କୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରେ ବୋଲି ଆମେରିକା ସମେତ ପାଶ୍ଚାତ୍ୟ ଦେଶଗୁଡ଼ିକର ଗୋଇନ୍ଦା ସଂସ୍ଥା ବାରମ୍ବାର ଚେତାଇ ଆସୁଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ମଧ୍ୟ ସମାନ ଆଶଙ୍କା କରୁଥିବା ବୁଧବାର ଏକ…
ଆଇପିଏଲ୍ ନିଲାମରେ ୫ ଓଡ଼ିଆ
ଭୁବନେଶ୍ୱର, ୨୩ା୧ (ସ୍ପୋଟର୍ସ ବ୍ୟୁରୋ)-ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ନିଲାମ ତାଲିକାରେ ଓଡ଼ିଶାର ୫ କ୍ରିକେଟର ସ୍ଥାନ ପାଇଛନ୍ତି। ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ଅଭିଷେକ ରାଉତ, ବିକାଶ ରାଉତ, ଜୟନ୍ତ ବେହେରା ଓ ରାଜେଶ ମହାନ୍ତି। ଏହି ଖେଳାଳିମାନେ ସୟଦ…
ଭାରତ ସମେତ ୪୦ ଦେଶରେ ଓମିକ୍ରନ୍ ସବ ଭାରିଏଣ୍ଟର ବିପଦ
ନୂଆଦିଲ୍ଲୀ,୨୩ ।୧: କୋଭିଡ-୧୯ ଭାଇରସର ଓମିକ୍ରନ୍ ଭାରିଏଣ୍ଟରୁ ନିକଟରେ ମିଳିଥିବା ଉପ-ସଂକ୍ରମଣ ଉପରେ ବିଶେଷଜ୍ଞମାନେ ଦୃଷ୍ଟି ରଖିଛନ୍ତି । କାରଣ ଏହାଦ୍ୱାରା ନିର୍ଦ୍ଧାରିତ କରାଯାଇପାରିବ କି ଏହା ଭବିଷ୍ୟତରେ ମହାମାରୀର ପ୍ରସାରକୁ କିପରି ପ୍ରଭାବିତ କରିବ । ଆରମ୍ଭରୁ ଓମିକ୍ରନ୍ ଭାରିଏଣ୍ଟ…
ଉତ୍ତରାଖଣ୍ଡ ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୩ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ଡେରାଡୁନ,୨୩ ।୧: ଉତ୍ତରାଖଣ୍ଡ ନିର୍ବାଚନ ଲାଗି କଂଗ୍ରେସ ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟ ତାଲିକାରେ ୫୩ ଜଣ ପ୍ରାର୍ଥୀ ରହିଛନ୍ତି । ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ବିରୋଧରେ ଭୁବନ ଚନ୍ଦ୍ର…
ପ୍ରେମଭରା ମେସେଜ ପଠାଇ ମାସକୁ ଏତିକି ଟଙ୍କା ରୋଜଗାର କରୁଛନ୍ତି ଏହି ମହିଳା
ଓ୍ବାଶିଂଟନ,୨୨ା୧: ଅର୍ଥ ରୋଜଗାର ପାଇଁ କିଏ କେତେ ପ୍ରକାର ଯୋଜନା କରିଥାନ୍ତି। ଜଣେ ମହିଳା କେବଳ ମେସେଜ ପଠାଇ ମାସକୁ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଘଟଣା ଦେଖିବାକୁ ମିଳିଛି ଆମେରିକାରେ। ଜଣେ ବ୍ୟକ୍ତି…
ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ
କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ଉପଖଣ୍ଡରେ ନାମାଙ୍କନପତ୍ର ଯାଞ୍ଚରେ ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ ହୋଇଥିବା ବେଳେ ଅନ୍ୟ ସବୁ କାଏମ ରହିଛି। ହରିଚନ୍ଦନପୁର ବ୍ଲକର ୩୩ ନମ୍ବର୍ ଜୋନରେ ନାମାଙ୍କନପତ୍ର ଦାଖଲ କରିଥିବା ଜେଏମ୍ଏମ୍ ପ୍ରାର୍ଥୀ ଫୁଲମଣି ମୁର୍ମୁଙ୍କ ନାମାଙ୍କନପତ୍ରରେ ଦସ୍ତଖତ ନ…
ଧ୍ୱଜାବତରଣରେ ମହାତ୍ମାଙ୍କ ପସନ୍ଦକୁ ହଟାଗଲା…
ନୂଆଦିଲ୍ଲୀ, ୨୨।୧ : ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ଆବାଇଡ୍ ଓ୍ବିଥ୍ ମି (ମୋ ସହିତ ରୁହ)ର ଧୁନ୍କୁ ଚଳିତ ଥର ଧ୍ୱଜାବତରଣ (ବିଟିଙ୍ଗ ରିଟ୍ରିଟ ) ଉତ୍ସବରେ ଆଉ ଶୁଣାଯିବ ନାହିଁ। ମାହାତ୍ମାଙ୍କ ଏହି ଭଜନର ଧୁନ୍କୁ ଅନ୍ତର୍ଭୁକ୍ତ ନକରି…
ଯାଞ୍ଚରେ ସମସ୍ତ ପ୍ରାର୍ଥିପତ୍ର କାଏମ
ଗଞ୍ଜାମ,୨୨ା୧(ଡି.ଏନ୍.ଏ.): ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶନିବାର ଯାଞ୍ଚ ପ୍ରକ୍ରିୟାରେ ସମସ୍ତ ପ୍ରାର୍ଥିପତ୍ର କାଏମ ରହିଥିବା ଗଞ୍ଜାମ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବ୍ଲକର ୧୫ଟି ପଞ୍ଚାୟତରେ ସରପଞ୍ଚ, ସମିତିସଭ୍ୟ ଓ ଓ୍ବାର୍ଡସଭ୍ୟ ପାଇଁ ସର୍ବମୋଟ୍ ୪୦୪ ପ୍ରାର୍ଥିପତ୍ର…
ଯାଞ୍ଚରେ ନାକଚ ହେଲା ୬ ନାମାଙ୍କନ: ୨ ସରପଞ୍ଚ, ୬ ସମିତିସଭ୍ୟ ଅପ୍ରତିନ୍ଦ୍ୱନ୍ଦ୍ୱୀ
ହିଞ୍ଜିଳିକାଟୁ,୨୨ା୧(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ହିଞ୍ଜିଳିକାଟୁ ବ୍ଲକରେ ଶନିବାର ଯାଞ୍ଚ ପରେ ୬ ନାମାଙ୍କନ ଖାରଜ ହୋଇଛି। ୩ ସମିତି ସଦସ୍ୟ, ୨ ସରପଞ୍ଚ ଓ ଗୋଟିଏ ଓ୍ବାର୍ଡସଭ୍ୟ ନାମାଙ୍କନକୁ ଯାଞ୍ଚ ପରେ ନାକଚ ହୋଇଥିବା ନିର୍ବାଚନ ଅଧିକାରୀ ତଥା…
ତୃତୀୟ ଲହରର ୬୦ ପ୍ରତିଶତ ମୃତକ ନେଇ ନ ଥିଲେ ଟିକା, ସର୍ଭେ ରିପୋର୍ଟ…
ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହରରେ ୬୦ ପ୍ରତିଶତ ମୃତକ ସମ୍ପୂର୍ଣ୍ଣ ଟିକା ନେଇ ନ ଥିବା ଜଣାପଡ଼ିଛି। ଘରୋଇ ହସ୍ପିଟାଲ ମାକ୍ସ୍ ହେଲଥ୍ କେୟାର ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ମୃତକଙ୍କ…
Archives


