ସିବିଏସ୍ଇ-ଆଇସିଏସ୍ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍ ମୋଡ୍ରେ ହେବ ନାହିଁ , ସୁପ୍ରିମ୍କୋର୍ଟଙ୍କ ରାୟ…
ନୂଆଦିଲ୍ଲୀ,୧୮।୧୧: ସିବିଏସ୍ଇ-ଆଇସିଏସ୍ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍ ମୋଡ୍ରେ ହେବ ନାହିଁ ବୋଲି ଗୁରୁବାର ସୁପ୍ରିମ୍କୋର୍ଟ ରାୟ ଦେଇଛନ୍ତି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା ହାଇବ୍ରିଡ୍ ମୋଡ୍ରେ କରିବାକୁ କେତେକ ଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ଏ.ଏମ୍.…
ଅମିତାଭ ବଚ୍ଚନଙ୍କ ଗୋଡ ଧରି ଭୋ ଭୋ ହୋଇ କାନ୍ଦିଥିଲେ କରିନା କପୁର
ବଲିଉଡ୍ର ସୁପର୍ହିଟ୍ ଫିଲ୍ମ ‘ପୁକାର’ ରିଲିଜ୍ ହେବାର ୩୮ ବର୍ଷ ପୂରଣ କରିଛି। ୧୮ ନଭେମ୍ବର ୧୯୮୩ରେ ଅମିତାଭ ବଚ୍ଚନ, ରଣଧୀର କପୁର, ଜିନତ ଅମାନ ଏବଂ ଟିନା ମୁନିମଙ୍କ ଅଭିନୀତ ଚଳଚ୍ଚିତ୍ର ‘ପୁକାର’ ମୁକ୍ତିଲାଭ କରିଥିଲା। ରମେଶ ବେହେଲଙ୍କ ଦ୍ୱାରା…
୫ ଲକ୍ଷ କୋଟିରୁ ଅଧିକ ରିକଭରି କରିଛନ୍ତି ସରକାର, ବ୍ୟାଙ୍କିଙ୍ଗ୍ କ୍ଷେତ୍ର ହୋଇଛି ସୁଦୃଢ଼…
ନୂଆଦିଲ୍ଲୀ,୧୮।୧୧: ଦେଶରେ ବ୍ୟାଙ୍କିଙ୍ଗ୍ କ୍ଷେତ୍ର ସମ୍ପ୍ରତି ସୁଦୃଢ଼ ହୋଇ ପାରିଛି। ୨୦୧୪ରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ୬-୭ ବର୍ଷ ମଧ୍ୟରେ ବହୁ ସଂଶୋଧନ ଆଣିଛନ୍ତି। ଫଳରେ ୫ ଲକ୍ଷ କୋଟିରୁ ଅଧିକ ରିକଭରି ସମ୍ଭବ ହୋଇପାରିଛି।…
ଷ୍ଟେଟ୍ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ
ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍ ଲିକ୍ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ପରେ ଏହି ନିଆଁ ବ୍ୟାଙ୍କର ସମସ୍ତ ରୁମ୍କୁ ବ୍ୟାପି ଯାଇଥିଲା। କର୍ମଚାରୀମାନେ ଭୟଭୀତ…
ଅରୁଣାଚଳ ପ୍ରଦେଶରେ ୬୦ କୋଠା ନିର୍ମାଣ କରିଛି ଚାଇନା, ସାଟେଲାଇଟ୍ ଫଟୋ କଲା ପର୍ଦ୍ଦାଫାଶ୍…
ନୂଆଦିଲ୍ଲୀ,୧୮।୧୧: ଏଲ୍ଏସିରେ ଚାଇନାର ଅନୁପ୍ରବେଶ ଜାରି ରହିଛି। ଅରୁଣାଚଳ ପ୍ରଦେଶରେ ଚାଇନା ୬୦ କୋଠା ନିର୍ମାଣ କରିଛି। ସାଟେଲାଇଟ୍ ଫଟୋରୁ ଏହାର ପର୍ଦ୍ଦାଫାଶ୍ ହୋଇଛି। ପୂର୍ବରୁ ଚାଇନା ଏଠାରେ ପ୍ରଥମ କେତେକ କୋଠାଘର ନିର୍ମାଣ କରିଥିଲା। ୨୦୧୯ ମାର୍ଚ୍ଚ ୧୯ ସାଟେଲାଇଟ୍…
ବୋଲ୍ଟ ମୋର ଦୁର୍ବଳତା ଜାଣନ୍ତି, ଜାଣି ନ ପାରି ଫସିଗଲି
ନୂଆଦିଲ୍ଲୀ,୧୮।୧୧: ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଟି୨୦ ଟିମ୍ ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍ରେ ରୋହିତ ବିସ୍ଫୋରକ ପାଳି ଖେଳିଥିଲେ ହେଁ ଅର୍ଦ୍ଧଶତକ କରିପାରି ନ ଥିଲେ। ଟ୍ରେଣ୍ଟ ବୋଲ୍ଟ ତାଙ୍କୁ ଆଉଟ୍…
ପଞ୍ଚକୁଲାରେ ୯ କୋଟିର ଘର, ଦିନକୁ ଦିନ ବଢ଼ିଚାଲିଛି ସମ୍ପତ୍ତି
ବମ୍ବେ: ଭାଇ ଆୟୁଷ୍ମାନ ଖୁରାନ୍ନାଙ୍କ ଭଳି ବଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅପାରଶକ୍ତି ଖୁରାନ୍ନା। ଆମିର ଖାନ୍ଙ୍କ ଫିଲ୍ମ ‘ଦଙ୍ଗଲ୍’ରୁ ସେ କରିଥିଲେ ଡେବ୍ୟୁ। ଏହାପରଠାରୁ ପଛକୁ ଫେରି ଚାହିଁନାହାନ୍ତି ସେ। ନିଜର ପ୍ରତିଭା ଯୋଗୁ ‘ବଦ୍ରିନାଥ କି…
୬ ଡିସେମ୍ବରରେ ମଥୁରା ମସଜିଦ୍ରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମା ସ୍ଥାପନ କରିବ ହିନ୍ଦୁ ମହାସଭା…
ମଥୁରା,୧୮।୧୧: ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମା ୬ ଡିସେମ୍ବରରେ ମଥୁରା ମସଜିଦ୍ରେ ସ୍ଥାପନ କରିବା ଲାଗି ହିନ୍ଦୁ ମହାସଭା ପକ୍ଷରୁ ଘୋଷଣା କରାଯାଇଛି। ପ୍ରଭୁଙ୍କ ବାସ୍ତବିକ ଜନ୍ମସ୍ଥାନରେ ପ୍ରତିମା ସ୍ଥାପନ ଲାଗି ମହାସଭା କହିଛି। ଏହା ସହିତ ଶାହି ମସଜିଦ୍ ଇଦ୍ଗାହରେ ଲଡୁ…
ଶବଦାହ ପାଇଁ ମିଳୁନି କାଠ, ମୃତଦେହ ରଖି ଧାରଣା
ବରଗଡ଼ ଅଫିସ,୧୮ା୧୧: ଶବଦାହ ପାଇଁ ବରଗଡ଼ ସହରରେ କାଠ ଅଭାବ ଦେଖାଦେଇଛି। ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର ସ୍ଥାନୀୟ ବନଖଣ୍ଡ ଅଧିକାରୀ (ଡିଏଫ୍ଓ) ଏବଂ ଅନ୍ୟ ବିଭାଗୀୟ କର୍ମଚାରୀଙ୍କୁ ବାରମ୍ବାର ଅବଗତ କଲେ…
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରଣପୁର,୧୮ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସହକାରୀ ଯନ୍ତ୍ରୀ ଜଣକ ହେଉଛନ୍ତି, ଋଷିନାଥ ବରାଳ। ଭିଜିଲାନ୍ସ ଟିମ୍୍ର ୪ଟି ଦଳ ଖୋର୍ଦ୍ଧା, ନୟାଗଡ଼, ରଣପୁର ଓ ଢେଙ୍କାନାଳରେ ରେଡ୍ ଜାରି…
୧୪୩୬ କିମି ଚାଲି ଚାଲି ରାଞ୍ଚିରେ ପହଞ୍ଚିଲେ ଏହି ଯୁବକ: ଧୋନୀଙ୍କୁ ଭେଟି କହିଲେ…
ରାଞ୍ଚି,୧୮।୧୧:ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କୋଟି କୋଟି ପ୍ରଶଂସକ ଅଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଦେଇସାରିଥିଲେ ମଧ୍ୟ ତାଙ୍କ କ୍ରେଜ୍ କମିନାହିଁ। ନିକଟରେ ତାଙ୍କର ଜଣେ ନିଆରା ପ୍ରଶଂସକଙ୍କୁ ଦେଖିବାକୁ ମିଳିଥିଲା। ଧୋନୀଙ୍କ ସହ…
ଲାଞ୍ଚ କାରବାର ତାଲିକାରେ ତଳକୁ ଖସିଲା ଭାରତ, ଚାଇନା-ପାକିସ୍ତାନ-ବାଂଲାଦେଶ-ନେପାଳରେ ସ୍ଥିତି ଖରାପ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୧୧: ଲାଞ୍ଚ କାରବାର ମାମଲାରେ ପୂର୍ବବର୍ଷ ତୁଳନାରେ ଭଲ ପ୍ରଦର୍ଶନ କରିଛି। ଗତ ବର୍ଷଠାରୁ ଏହା ୫ଟି ସ୍ଥାନ ତଳକୁ ଖସି ଆସିଛି। ଗତ ବର୍ଷ ୧୯୪ ଦେଶ ମଧ୍ୟରେ ଭାରତ ସ୍ଥାନ ୭୭ ଥିଲା। ତେବେ ଚଳିତ ବର୍ଷ ଭାରତ…
Archives


