Home

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଆ ସାମ୍ବାଦିକତା ଓ ସାହିତ୍ୟ ସାରସ୍ବତ ଜଗତରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ସମାଜର ପୂର୍ବତନ ସମ୍ପାଦିକା ତଥା ସାହିତି୍ୟକା ମନୋରମା ମହାପାତ୍ରଙ୍କ ଶନିବାର ସନ୍ଧ୍ୟାରେ କଟକରେ ଦେହାନ୍ତ ହୋଇଥିଲା। ତେବେ ତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ…

୧୨ ବର୍ଷ ଧରି ପ୍ରତିଦିନ ମାତ୍ର ୩୦ ମିନିଟ୍‌ ଶୋଉଛନ୍ତି ଏହି ଯୁବକ, ତଥାପି ନାହିଁ ଥକ୍କାପଣ, କହିଲେ…

ଜାପାନର ଜଣେ ଯୁବକ ୧୨ ବର୍ଷ ହେଲା ଦିନକୁ ମାତ୍ର ୩୦ ମିନିଟ୍‌ ନିଦରେ ଶୋଇଥାନ୍ତି। ଏହା ପରେ ବି ତାଙ୍କୁ ଥକ୍କା ଲାଗେ ନାହିଁ। ଜାପାନର ଡାଇସୁକେ ହୋରି ନାମକ ଏହି ଯୁବକ କୁହନ୍ତି, ସେ ଦିନକୁ ୮ ଘଣ୍ଟା…

ସିବିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ନଭେମ୍ବରରେ, ଅକ୍ଟୋବର ଦ୍ୱିତୀୟାର୍ଦ୍ଧରେ ଟାଇମ୍‌ ଟେବୁଲ ଘୋଷଣା …

ନୂଆଦିଲ୍ଲୀ,୧୯।୯: ଦୁଇ ଭାଗରେ ଅନୁଷ୍ଠିତ ହେବାକୁ ଥିବା ସିବିଏସଇ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ନଭେମ୍ବର ମଧ୍ୟଭାଗରୁ ଆରମ୍ଭ ହେବ। ଅକ୍ଟୋବର ମଧ୍ୟଭାଗ ସୁଦ୍ଧା ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯିବ। ସିବିଏସଇ ଅଧିକାରୀଙ୍କ ଅନୁଯାୟୀ, ୯୦…

୧ ନଭେମ୍ବରରୁ ଘରେ ପହଞ୍ଚିବ ରାଶନ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା …

ଭୋପାଳ,୧୯।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରାଜ୍ୟ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ନଭେମ୍ବର ୧ଠାରୁ ମଧ୍ୟପ୍ରଦେଶ ଫାଉଣ୍ଡେସନ ଦିବସ ଅବସରରେ ୮୯ଟି ଆଦିବାସୀ ବ୍ଲକରେ ସମସ୍ତ ହିତାଧିକାରୀଙ୍କ ଘରେ ରାଶନ ପହଞ୍ଚିବ।…

ଦୈନିକ ସଂକ୍ରମଣ ଥମୁନି, କେରଳ ପାଲଟିଛି ହଟ୍‌ସ୍ପଟ୍‌…

ନୂଆଦିଲ୍ଲୀ,୧୯।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ…

ବିଗ୍‌ ବସ୍‌ ଓଟିଟି ଜିତିଲେ ଦିବ୍ୟା ଅଗ୍ରଓ୍ବାଲ

ମୁମ୍ବାଇ, ୧୯ା୯: ଟେଲିଭିଜନ ଅଭିନେତ୍ରୀ ଦିବ୍ୟା ଅଗ୍ରଓ୍ବାଲ ରିୟଲିଟି ଶୋ’ ବିଗ୍‌ ବସ୍‌ ଓଟିଟି ବିଜୟୀ ହୋଇଛନ୍ତି। ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହର ହୋଷ୍ଟ କରିଥିବା ଏହି ଶୋ’ର ଗ୍ରାଣ୍ଡ ଫିନାଲେ ଶନିବାର ସନ୍ଧ୍ୟା ୭ଟାରେ ଅନ୍‌ଲାଇନ ପ୍ଲାଟଫର୍ମ ‘ଭୁଟ୍‌’ରେ…

ଶିକ୍ଷାରୁ ବଞ୍ଚିତ ହେବେ ଅର୍ଦ୍ଧାଧିକ ଆଫଗାନ୍‌

କାବୁଲ, ୧୯ା୯: ଉଚ୍ଚ ବିଦ୍ୟାଳୟରେ କେବଳ ଛାତ୍ରଙ୍କୁ ଶିକ୍ଷାଦାନର ଅନୁମତି ଦେଇ ତାଲିବାନ୍‌ ଆଫଗାନିସ୍ତାନର ସମସ୍ତ ଛାତ୍ରୀଙ୍କୁ ଏଥିରୁ ବଞ୍ଚିତ କରିଛି। ଏହା ଦ୍ୱାରା କୌଣସି ଦେଶର ଅର୍ଦ୍ଧାଧିକ ଜନସଂଖ୍ୟା ମାଧ୍ୟମିକ ଶିକ୍ଷାରୁ ବାଦ୍‌ ପଡ଼ିବାରେ ଆଫଗାନିସ୍ତାନ ବିଶ୍ୱର ପ୍ରଥମ ରାଷ୍ଟ୍ର…

ରାମମନ୍ଦିରରେ ଅର୍ପଣ ହେବ ୧୧୫ ଦେଶର ପବିତ୍ର ଜଳ

ନୂଆଦିଲ୍ଲୀ, ୧୯।୯: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣରେ ଅର୍ପଣ ପାଇଁ ୭ ମହାଦେଶର ୧୧୫ଟି ଦେଶରୁ ପବିତ୍ର ଜଳ ସଂଗ୍ରହ କରାଯାଇଛି। ଏହା ବସୁଧୈବ କୁଟୁମ୍ବକମ୍‌ ବାର୍ତ୍ତାକୁ ପ୍ରତିଫଳିତ କରିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର କହିଛନ୍ତି। ରାଜନାଥ…

ଆଇନ ବ୍ୟବସ୍ଥାର ଭାରତୀୟକରଣ ଲୋଡ଼ା

ନୂଆଦିଲ୍ଲୀ, ୧୯।୯: ଦେଶରେ ଦୀର୍ଘବର୍ଷ ଧରି ଉପନିବେଶୀୟ ଶାସନ ସମୟର ଆଇନ ବ୍ୟବସ୍ଥା ଚଳିଆସୁଛି। ଏହାର ଭାରତୀୟକରଣ ହେବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା କହିଛନ୍ତି। ପ୍ରଚଳିତ ଉପନିବେଶୀୟ ନିୟମାବଳୀ ଭାରତୀୟଙ୍କ ଆବଶ୍ୟକତା ପୂରଣ କରି ନ…

ବିପର୍ଯ୍ୟୟ ପଥରେ ବିଶ୍ୱ

ବର୍ଲିନ,୧୯ା୯: ସବୁଜଗୃହ ବାଷ୍ପ (ଗ୍ରୀନ୍‌ହାଉସ୍‌ ଗ୍ୟାସ୍‌) ଉତ୍ସର୍ଜନ ହ୍ରାସ ପାଇଁ ଦେଶଗୁଡ଼ିକ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇପାରୁନାହିଁ। ଏହାର ପରିଣତି ସ୍ବରୂପ ଆମେ ଏକ ଉତ୍ତପ୍ତ ଭବିଷ୍ୟତ ଆଡ଼କୁ ଗତି କରୁଛେ। ଏହା ଶୁଣିଲେ ଯେତିକି ବ୍ୟତିବ୍ୟସ୍ତ ଲାଗୁଛି ତା’ଠାରୁ ବି…

ଯୌନ ପୀଡ଼ିତାଙ୍କ କଥା ଶୁଣ

ରୋମ୍‌, ୧୯ା୯: ଚର୍ଚ୍ଚରେ ବଢ଼ୁଛି ଯୌନ ନିର୍ଯାତନା, ବଳାତ୍କାର ଭଳି ଘୃଣ୍ୟ ଅପରାଧ। ଖୋଦ୍‌ ଧର୍ମଗୁରୁଙ୍କ ନାଁରେ ଆସୁଛି ସଙ୍ଗିନ ଅଭିଯୋଗ। ଏଥିରେ ସମ୍ପୃକ୍ତ ବିଶପ୍‌ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବା ଏଭଳି ଘଟଣାକୁ ପ୍ରୋତ୍ସାହନ ଦେଉଛି। ପୀଡ଼ିତାଙ୍କ କଥା ଶୁଣିବାରେ…

ମହାକାଶ ଯାତ୍ରା କରି ଫେରିଲେ ୪ ସାଧାରଣ ନାଗରିକ, ସମୁଦ୍ରରେ ଓହ୍ଲାଇଲା ସ୍ପେସଏକ୍ସର ଡ୍ରାଗନ କ୍ୟାପସୁଲ

ଫ୍ଲୋରିଡା,୧୯ ।୯: ‘ସ୍ପେସଏକ୍ସ’ ୩ ଦିନ ପର୍ଯ୍ୟନ୍ତ ପୃଥିବୀ କକ୍ଷରେ ପରିକ୍ରମା କରିବା ପାଇଁ ୪ଜଣ ବ୍ୟକ୍ତି ଏକ ଘରୋଇ ଉଡାଣରେ ବାହାରିଥିଲେ । ଏବେ ଏହି ୪ ଜଣ ସାଧାରଣ ନାଗରିକ ପୃଥିବୀ ପରିକ୍ରମା କରି ସଫଳତାପୂର୍ବକ ଫେରି ଆସିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri