ନେଟ୍ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’
ବିଷମକଟକ, ୨୧।୧(ଡି.ଏନ୍.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…
କଂଗ୍ରେସକୁ କେବଳ କଂଗ୍ରେସ ହରାଇ ପାରିବ: ସିଦ୍ଧୁ
ଚଣ୍ଡିଗଡ଼,୨୧ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେଠାକାର ରାଜନୈତିକ ବାତାବରଣରେ ମଧ୍ୟ ସେତିକି ଉଷ୍ମତା ପରିଲକ୍ଷିତ ହେଉଛି । ନିକଟରେ ଏକ ଘରୋଇ ଟେଲିଭିଜନକୁ ଦେଇଥିବା ଏକ ସାକ୍ଷାତ୍କାରରେ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ…
ନାମାଙ୍କନ ବେଳେ ବଢୁଛି ଗହଳି
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି।…
ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଦ୍ୱିତୀୟ ସ୍ତ୍ରୀ
ଭୁବନେଶ୍ୱର,୨୧।୧(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଜଣେ ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆସିଛି। ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ନ ଦେଇ ଦ୍ୱିତୀୟ ବିବାହ କରିବା ଏବଂ ଦ୍ୱିତୀୟ ସ୍ତ୍ରୀଙ୍କୁ ମାରଧର କରିବା ଭଳି ଅଭିଯୋଗ ହୋଇଛି। ନିର୍ଯାତନାର ଶିକାର ହୋଇଥିବା ଦ୍ୱିତୀୟ…
ସାଇ ସମୃଦ୍ଧି ରିୟଲ୍କନ୍ ଇଣ୍ଡିଆ ଲିମିଟେଡ୍ ମୁଖ୍ୟଙ୍କୁ ୫ ବର୍ଷ ଜେଲ
କଟକ ଅଫିସ,୨୧ା୧: ଚିଟ୍ଫଣ୍ଡ ଠକେଇ ଅଭିଯୋଗରେ ସାଇ ସମୃଦ୍ଧି ରିୟଲ୍କନ୍ ଇଣ୍ଡିଆ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ସନ୍ଦୀପ୍ କୁମାର ଦାସଙ୍କୁ କଟକର ସ୍ବତନ୍ତ୍ର କୋର୍ଟ ଗୁରୁବାର ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ପ୍ରୋଟେକ୍ସନ ଅଫ୍ ଇଣ୍ଟରେଷ୍ଟ ଅଫ୍…
ଚିଲିକାରେ ଅଟକିଲା ଭେସେଲ
ବ୍ରହ୍ମଗିରି,୨୧।୧(ଡି.ଏନ୍.ଏ.): ଚିଲିକାରେ ପରିବହନ ସେବାରେ ନିୟୋଜିତ ହୋଇଥିବା ଭେସେଲ ଗୁରୁବାର ଯାତ୍ରୀ ଓ ମାଲ୍ ପରିବହନ ନେଇ ଯାଉଥିବାବେଳେ ମଝି ଚିଲିକାରେ ଅଟକି ଯାଇଥିଲା। ଫଳରେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିବା ସହ ଅଧ ଘଣ୍ଟା କାଳ ଫସି ରହିଥିଲେ। ମିଳିଥିବା ସୂଚନା…
ଆଜି ନାମାଙ୍କନ ଶେଷ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କାର୍ଯ୍ୟ ଜୋରସୋରରେ ଚାଲିଛି। ଗତ ୪ ଦିନ ହେବ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟଙ୍କ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ହେଉଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ…
ପରିବା କିଣିବା ପାଇଁ ୫୦୦ ଟଙ୍କାର ଖୁଚୁରା ମିଳିଲାନି, କିଣିଲେ ଲଟେରି ଟିକେଟ; ଆଉ ତା’ ପରେ…
କାହାର ଭାଗ୍ୟ କେତେବେଳେ ବଦଳିଯିବ ସେ ବିଷୟରେ କିଛି କହି ହେବନାହିଁ। କଥାରେ ଅଛି, ଆଜି ଯିଏ ରାଜା କାଲି ସେ ଚାକର। ଆଉ କାଲି ଯେ ଚାକର ଆଜି ସେ ରାଜା। ଦୁନିଆରେ କିଛି ଲୋକ ଅଛନ୍ତି ଯେଉଁମାନେ କଠିନ…
ନିର୍ବାଚନ ନୁହେଁ, ସହମତିରେ ଚୟନ
କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲା ବିଜେଡି ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ…
ଢିଙ୍କିଆରେ ପୋଲିସର ଲାଠିମାଡ଼ ଘଟଣା: ଗୃହ ବିଭାଗକୁ ରିପୋର୍ଟ ତଲବ କଲେ ହାଇକୋର୍ଟ
କଟକ ଅଫିସ,୨୧ା୧: ଜଗତ୍ସିଂହପୁର ଜିଲା ଢିଙ୍କିଆରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଲାଠିମାଡ଼ ଘଟଣାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ନିକଟରୁ ଷ୍ଟାଟସ୍ ରିପୋର୍ଟ ତଲବ କରିଛନ୍ତି। ଏଥିସହ ଢିଙ୍କିଆ ଓ ଆଖପାଖ ଅଞ୍ଚଳକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ…
କିଟ୍କାଟ ପ୍ୟାକ୍ରୁ ହଟିଲା ଜଗନ୍ନାଥଙ୍କ ଫଟୋ
ନୂଆଦିଲ୍ଲୀ,୨୦।୧: ଲୋକପ୍ରିୟ ଚୋକେଲେଟ୍ ବ୍ରାଣ୍ଡ କିଟ୍କାଟ ପ୍ୟାକର ର଼୍ୟାପରରୁ ଭଗବାନ ଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଫଟୋ ହଟାଇ ଦିଆଯାଇଛି। ଏ ନେଇ ନେସଲେ ଇଣ୍ଡିଆ କମ୍ପାନୀ ପକ୍ଷରୁ ଗୁରୁବାର କୁହାଯାଇଛି। କିଟ୍କାଟ ଚକୋଲେଟ ର଼୍ୟାପରରେ ଭଗବାନଙ୍କ ଫଟୋ ପାଇଁ…
ଏକାଠି ନଜର ଆସିବେ ରବିନା-ସଞ୍ଜୟ ଯୋଡି
ମୁମ୍ବାଇ: ୯୦ ଦଶକରେ ସଞ୍ଜୟ ଦତ୍ତ ଓ ରବିନା ଟଣ୍ଡନଙ୍କ ଯୋଡିକୁ ଦର୍ଶକେ ଖୁବ୍ ପସନ୍ଦ କରୁଥିଲେ । ଏହି ଯୋଡି ଦର୍ଶକଙ୍କ ଭଲପାଇବା ପାଇଥିବା ବେଳେ କିଛି ହିଟ୍ ଫିଲ୍ମ ବି ଭେଟି ଦେଇଥିଲେ ବଡ ପରଦାର ଦର୍ଶକଙ୍କୁ ।…
Archives


