ସଂସ୍କୃତ ଭାଷା ପ୍ରତି ବୈମାତୃକ ମନୋଭାବ ରଖାଯାଉଛି, ହାଇକୋର୍ଟଙ୍କ ଟିପ୍ପଣୀ…
ଲକ୍ଷ୍ନୌ, ୧୯।୧ : ଉତ୍ତରପ୍ରଦେଶରେ ସଂସ୍କୃତ ଭାଷା ପ୍ରତି ବୈମାତୃକ ମନୋଭାବ ରଖାଯାଉଛି। ତେଣୁ ରାଜ୍ୟରେ ସଂସ୍କୃତ ଶିକ୍ଷକଙ୍କୁ ନିୟମିତ କରାଯାଉ ନାହିଁ। ସେହିପରି କଲେଜରେ କୌଣସି ସ୍ବୀକୃତିପ୍ରାପ୍ତ ପଦବୀ ମଧ୍ୟ ନାହିଁ। ହିନ୍ଦୀ ଶିକ୍ଷକଙ୍କୁ ସଂସ୍କୃତ ପଢ଼ାଇବାକୁ କୁହାଯାଉଥିବା ନେଇ…
ମାକ୍ସଓ୍ବେଲ ୧୪୭ରନ୍ର ରେକର୍ଡ ଭାଙ୍ଗିବା ପରେ ଏଭଳି କହିଲେ ଷ୍ଟୋଇନିସ୍, ଭିଡିଓ ଦେଖିଲେ…
ମେଲବୋର୍ନ,୨୦।୧: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍ ବିସ୍ଫୋରକ ବ୍ୟାଟିଂ ବ୍ୟତୀତ କ୍ରିକେଟ ପଡ଼ିଆରେ ନିଜର ଚତୁର ଆଚରଣ ପାଇଁ ଜଣାଶୁଣା। ଚଳିତ ବିଗ୍ ବାଶ ଲିଗ୍(ବିବିଏଲ୍)ରେ ଷ୍ଟୋଇନିସ ଗ୍ଲେନ୍ ମାକ୍ସଓ୍ବେଲ୍ଙ୍କ ରେକର୍ଡ ଭାଙ୍ଗିଥିଲେ। ବୁଧବାର ହୋବାର୍ଟ ହରିକେନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ…
ଯୋଗୀଙ୍କ ସହ ଲଢ଼ିବେ ଚନ୍ଦ୍ରଶେଖର…
ଲକ୍ଷ୍ନୌ, ୧୯।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ଗୋରଖପୁର ଆସନରେ ଆଜାଦ୍ ସମାଜ ପାର୍ଟି ପ୍ରମୁଖ ଚନ୍ଦ୍ରଶେଖର ଅଜାଦ୍ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହା ପୂର୍ବରୁ ନୋଏଡାଠାରେ ଜାନୁୟାରୀ ୧୮ରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲଢ଼ିବା ନେଇ ଚନ୍ଦ୍ରଶେଖର…
ପ୍ରଥମ ଦିନିକିଆରେ ହାରିବା ପରେ ଅଧିନାୟକ ରାହୁଲ କହିଲେ ‘ ବହୁତ କିଛି…’
ପର୍ଲ,୨୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତ ୩୧ ରନ୍ରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୪ ଉଇକେଟ ହରାଇ ୨୯୬ ରନ୍ କରିଥିଲା। ଏହାର ଜବାବରେ ଭାରତ…
କର୍ତ୍ତବ୍ୟ ନିଷ୍ଠା ହିଁ ସର୍ବୋପରି, ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ…
ନୂଆଦିଲ୍ଲୀ, ୧୯।୧ : ଦେଶ ପାଇଁ ପ୍ରତି ନାଗରିକଙ୍କ କର୍ତ୍ତବ୍ୟ ନିଷ୍ଠା ହିଁ ସର୍ବୋପରି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଆଜାଦି କେ ଅମୃତ ମହୋତ୍ସବ ସେ ସ୍ବର୍ଣ୍ଣିମ ଭାରତ କେ ଔର’ କାର୍ଯ୍ୟକ୍ରମକୁ ଉଦଘାଟନ କରି…
ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି
ମାଲକାନଗିରି,୨୦ା୧(ଡି.ଏନ୍.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନିଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସୂଚନାଯୋଗ୍ୟ, କଟେକଲ୍ୟାଣ ଥାନା ଅନ୍ତର୍ଗତ…
ଏକ୍ସ-ରେ ଦ୍ୱାରା ଜଣା ପଡ଼ିବ କରୋନା ସଂକ୍ରମଣ, ୯୮ ପ୍ରତିଶତ ନିର୍ଭୁଲ…
ଇଡେନବର୍ଗ, ୧୯।୧ : ସ୍କଟଲାଣ୍ଡର ବୈଜ୍ଞାନିକମାନଙ୍କର ଏକ ଦଳ କରୋନା ମହାମାରୀ ସମ୍ବନ୍ଧରେ ଏକ ନୂତନ ପରୀକ୍ଷଣ କରିଛନ୍ତି। ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ଏକ୍ସ-ରେ ବ୍ୟବହାର କରି ଚିହ୍ନଟ ହୋଇପାରିବ। ବୈଜ୍ଞାନିକମାନେ ଏହାକୁ ୯୮ ପ୍ରତିଶତ…
ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା
ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ ଉପରୁ ଭରସା ତୁଟିଯାଏ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡ଼ା…
ସରକାରୀ ରିପୋର୍ଟଠାରୁ ଢ଼େର୍ ଅଧିକ କରୋନା ମୃତକଙ୍କ ସଂଖ୍ୟା, ଭାରତରେ ୫୦ ଲକ୍ଷ…
ଓ୍ବାଶିଂଟନ, ୧୯।୧ : ପୃଥିବୀର ବିଭିନ୍ନ ଦେଶରେ ଘଟିଥିବା କରୋନା ଆକ୍ରାନ୍ତଙ୍କ ପ୍ରକୃତ ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢ଼େର୍ ଅଧିକ ରହିଛି। ସରକାରୀ ଆକଳନ ଅନୁଯାୟୀ ମହାମାରୀ ଯୋଗୁ ୫୫ ନିୟୁତରୁ ଅଧିକ ଲୋକଙ୍କ ଜୀବନ ଯାଇଛି। କିନ୍ତୁ ନେଚର…
ପ୍ରେମିକାଙ୍କ ପଛରେ ପ୍ରତିମାସରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିଲେ ପ୍ରେମିକ, ସତ ଜାଣିବା ପରେ ଉଡ଼ିଗଲା ହୋସ୍
ପ୍ରେମିକାଙ୍କ ପଛରେ ଜଣେ ପ୍ରେମିକ ୪୦୦,୦୦୦ ପାଉଣ୍ଡ ଅର୍ଥାତ୍ ୪ କୋଟି ଟଙ୍କା ଖର୍ଚ୍ଚ କରୁଥିଲେ। ଶେଷରେ ପ୍ରେମିକାଙ୍କୁ ପ୍ରପୋଜ କରିବାକୁ ଯାଇ ଯୁବକଙ୍କୁ ଝଟ୍କା ଲାଗିଛି। ୬ ମାସ ପର୍ଯ୍ୟନ୍ତ ପ୍ରେମିକାଙ୍କ ସହ ରିଲେସନଶିପ୍ରେ ରହିବା ପରେ ତାଙ୍କୁ ବିବାହ…
ବାପାଙ୍କୁ ହରାଇଲେ ଅଭିନେତା
ବମ୍ବେ: ବାପାଙ୍କୁ ହରାଇଛନ୍ତି ଟେଲି ଅଭିନେତା ଶାହିର ଶେଖ। କରୋନାରେ ସଂକ୍ରମିତ ହୋଇଥିବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। କିଛି ଦିନ ଧରି ସେ ଭେଣ୍ଟିଲେଟରରେ ଥିଲେ। ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଶାହାନବାଜ୍ ଶେଖ୍। ଏନେଇ ଅଭିନେତା…
ଆଣ୍ଟିବାୟୋଟିକ୍ ରେଜିଷ୍ଟାନ୍ସ୍ ନେଇଛି ୧୨ ଲକ୍ଷରୁ ଅଧିକଙ୍କ ଜୀବନ…
ଓ୍ବାଶିଂଟନ, ୧୯।୧ : ମେଡ଼ିବାଲ ପତ୍ରିକା ଲାନସେଟରେ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ ୨୦୧୯ରେ ପୃଥିବୀରେ ଆଣ୍ଟିବାୟୋଟିକ-ରେଜିଷ୍ଟାନ୍ସ୍ ବ୍ୟାକ୍ଟେରିଆ ସଂକ୍ରମଣ ଯୋଗୁ ୧୨ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ସମ୍ପ୍ରତି ଗୋଟିଏ ଦିନରେ ଏହାଯୋଗୁ ୩,୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ…
Archives


