Home

ପଥର ମୂର୍ତ୍ତିର ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ, କାରଣ ଜାଣିଲେ…

ଗୋଟିଏ ପଥରର ଦାମ୍‌ ଯେ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏକ ପୁରୁଣା ପଥର ଯାହାର ଆକୃତି ଆମେରିକୀୟ ଅଭିନେତ୍ରୀ, ମଡେଲ କିମ୍‌ କାର୍ଦଶିୟାନଙ୍କ ଶରୀର ସହ ମେଳ ଖାଉଛି। ଏହି ପଥରର ଦାମ୍‌…

ରାଜ୍ୟରୁ ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରୁ କରୋନା ନେଇଛି ଆଉ ୭ ମୁଣ୍ଡ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୮୪ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୯୬ ବର୍ଷୀୟ ବୃଦ୍ଧ, ୭୯ ବର୍ଷୀୟ ବୃଦ୍ଧ ଥିବାବେଳେ ଗଞ୍ଜାମର ୪୫ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ୫୨ ବର୍ଷୀୟ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦, ୩୬୮ ଆକ୍ରାନ୍ତ; ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ…

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଦୈନିକ ଦଶ ହଜାରରୁ ଖସୁନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୩୬୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬,୦୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୩୫୩ ଲୋକାଲ କେସ୍‌ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ…

ଡାକ୍ତର କହିଲେ ‘ପ୍ରାର୍ଥନା କରନ୍ତୁ’

ବମ୍ବେ: କୋକିଳକଣ୍ଠୀ ତଥା ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର କରୋନାରେ ଆକ୍ରାନ୍ତ ହୋଇ ଏବେ ଡାକ୍ତରଖାନାରେ। ଏବେ ବି ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ଆଉ କିଛି ଦିନ ସେ ସେଠାରେ ରହିବେ। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଥିଲେ ହେଁ ତାଙ୍କ…

ଇଣ୍ଡୋନେସିଆର ନୂଆ ରାଜଧାନୀ ନୁସନ୍ତରା…

ଜାକର୍ତା, ୧୯।୧ : ଇଣ୍ଡୋନେସିଆର ସଂସଦ ଦେଶର ନୂତନ ରାଜଧାନୀ ପାଇଁ ଏକ ଆଇନ ଅନୁମୋଦନ କରିଛି। ବର୍ତ୍ତମାନର ରାଜଧାନୀ ଜାକର୍ତ୍ତା ବୁଡ଼ିଯିବାର ଆଶଙ୍କା ବୃଦ୍ଧି ପାଇଛି। ଏହା ସମ୍ପୂର୍ଣ୍ଣ ପ୍ରଦୂଷିତ ହୋଇସାରିଛି । ଏଠାରେ ବାରମ୍ବାର ବନ୍ୟା ପରିସ୍ଥିତି ସୃଷ୍ଟି…

ଆଜିଠୁ ଓସିଏସ୍‌ ମେନ୍‌ ପରୀକ୍ଷା

କଟକ ଅଫିସ,୨୦ା୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେଉଛି। ଚଳିତଥର ପ୍ରାୟ ୪,୭୫୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ୫ଟି ଜୋନ୍‌ର ୧୬ଟି ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ କଟକଣା…

୮ ମାସର ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ଟପିବା ସହିତ ଗତ ୮…

ଲୁକ୍କାୟିତ ସ୍ତରରୁ ବିକାଶ ପଥରେ

ସମବେଦନା ନୁହେଁ, ସମାନତାର ଲଢ଼େଇ। ସମାଜରେ ଭିନ୍ନ ଏକ ଶବ୍ଦରୁ ବାହାରକୁ ଆସିବାର ଚେଷ୍ଟା। ନିଜ ପାଇଁ ଅଧିକାର ସୃଷ୍ଟି କରିବାର ପ୍ରୟାସ। ସହିବାକୁ ପଡ଼ିଛି, ଆଜିବି ସହୁଛନ୍ତି କେତେ କଷ୍ଟ ଓ ଯନ୍ତ୍ରଣା। ସଂଘର୍ଷ ଭିତରେ ନିଜ ପାଇଁ ତିଆରି…

ଦେଶ ବିରୋଧରେ ଭୁଲ ଖବର ପ୍ରଚାର ପ୍ରସାର କରୁଥିବା ୱେବସାଇଟ ଓ ଚ୍ୟାନେଲକୁ କରାଯିବ ବ୍ଲକ

ନୂଆଦିଲ୍ଲୀ,୨୦ ।୧: ଦେଶ ବିରୋଧି ଖବର ପ୍ରଚାର ପ୍ରସାର କରୁଥିବା ୨୦ ୟୁଟ୍ୟୁବ ଚ୍ୟାନେଲ ଓ ୨ ୱେବସାଇଟକୁ ବନ୍ଦ କରିବା ପରେ ଏବେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଦେଶ ବିରୋଧି ଖବର ପ୍ରସାରଣ କଲେ…

ଆମେରିକା-ରୁଷିଆ ମୁହାଁମୁହିଁ,ବାଇଡେନ୍‌ଙ୍କ ଚେତାବନୀ…

ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କଲେ ଏହାର ପରିଣାମ ମଧ୍ୟ ଭୋଗିବାକୁ ପଡ଼ିବ। ହ୍ବାଇଟ ହାଉସ୍‌ କହିଛି ଯେ ୟୁକ୍ରେନ…

ପ୍ରାଣୀଙ୍କ ପାଇଁ କରୋନା ଟିକା, ୨୩ କୁକୁରଙ୍କ ଉପରେ ପରୀକ୍ଷଣ ସଫଳ…

ନୂଆଦିଲ୍ଲୀ, ୧୯।୧ : ହରିୟାଣାର ହିସାରରେ ଅବସ୍ଥିତ ସେଣ୍ଟ୍ରାଲ ହର୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ପ୍ରାଣୀମାନଙ୍କ ପାଇଁ ଦେଶର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି। ୨୩ ସେନା କୁକୁର ଉପରେ ଏହାର ପରୀକ୍ଷା ସଫଳ ହୋଇଛି। ଟିକାକରଣର…

ଅନୁପ୍ରିୟାଙ୍କ ଦଳକୁ ମିଳିପାରେ ୨୦ ଆସନ

ନୂଆଦିଲ୍ଲୀ, ୨୦ା୧: ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ଆଞ୍ଚଳିକ ଦଳଗୁଡ଼ିକ ସହ ଭାଜପା ମେଣ୍ଟ ଘୋଷଣା କରିଛି ା କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲଙ୍କ ଅପ୍‌ନା ଦଳ ଓ ସଞ୍ଜୟ ନିଷାଦଙ୍କ ନିଷାଦ ପାର୍ଟି ସହିତ ମିଶି ଆସନ ଭାଗବଣ୍ଟା କରାଯିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri