Home

ପୁଣି ଜାତୀୟ ରାଜପଥରେ ଫାଟ

ଆରଡ଼ି, ୧୯।୧ (ଡି.ଏନ.ଏ.): ଥରେ କି ଦୁଇଥର ନୁହେଁ ଲଗାତର ୭ ବର୍ଷ ହେଲା ୨୦ ନଂ. ଜାତୀୟ ରାଜପଥ ଦବୁଛି। ଯାହାକି ବୈତରଣୀ ନଦୀର ସୁରକ୍ଷା ବନ୍ଧ। ଏଠାରେ ପ୍ରତିବର୍ଷ ରାସ୍ତା ମରାମତି ହେଉଥିଲେ ମଧ୍ୟ ପୁଣି ଉକ୍ତ ନିର୍ଦ୍ଦିଷ୍ଟ…

୬ ସ୍ଥାନରେ ଖୋଲିଲା କୋର୍ଟ

କଟକ ଅଫିସ,୧୯ା୧: ରାଜ୍ୟର ୬ଟି ସ୍ଥାନରେ ନୂତନ କୋର୍ଟ ବୁଧବାର ଉଦ୍‌ଘାଟିତ ହୋଇଛି। ସେଗୁଡିକ ହେଲା ମାଲକାନଗିରି ଜିଲା କୁଡୁମୁଲୁଗୁମାଠାରେ ସିଭିଲ ଜଜ ତଥା ଜେଏମ୍‌ଏଫ୍‌ସି, କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ସିନିୟର ସିଭିଲ ଜଜ୍‌ ତଥା ସହକାରୀ ସେସନ ଜଜ୍‌(ମହିଳା ଅଦାଲତ),…

ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା ବିମାନ, ମଝି ଆକାଶରେ ହୋଇଥାନ୍ତା ମୁହାଁମୁହିଁ

ବେଙ୍ଗାଲୁରୁ/ଭୁବନେଶ୍ୱର,୧୯ା୧(ବ୍ୟୁରୋ): ମଝିଆକାଶରେ ମୁହାଁମୁହିଁ ହୋଇ ଚୁରମାର ହୋଇଯାଇଥାନ୍ତା ଦୁଇ ଯାତ୍ରୀବାହୀ ବିମାନ। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇଟି ବିମାନ ମଧ୍ୟରୁ ଗୋଟିଏ ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା। ଆଉ ଗୋଟିଏ ବେଙ୍ଗାଲୁରୁରୁ କୋଲକାତା ଯାଉଥିଲା। ୩ ହଜାର ଫୁଟରେ ଏହି ଦୁଇ ବିମାନ…

ଶ୍ୱଶୁରଙ୍କ ସହ ମିଶି ଚିୟର୍ସ କରୁଛନ୍ତି କମେଡି କୁଇନ୍‌

ମୁମ୍ବାଇ: କମେଡି କୁଇନ୍‌ ଭାରତୀ ସିଂହ ଦର୍ଶକଙ୍କୁ ହସାଇବା ପାଇଁ ଟିକେ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତାଙ୍କର ଟ୍ୟାଲେଣ୍ଟ କେବଳ ଶୋ’ରେ ସୀମିତ ନୁହେଁ, ସେ ନିଜର ବ୍ୟକ୍ତିଗତ ଜୀବନର କିଛି କଥା ମଧ୍ୟ ପ୍ରଶଂସକମାନଙ୍କ ସହ ଶେୟାର…

ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଭୋଟ୍‌ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ମଦ ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏପରିକି ହୋଟେଲ, ରେଷ୍ଟୁରାଣ୍ଟ ଓ ଦୋକାନଗୁଡ଼ିକରେ…

ଆଜି ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୮୦,୫୬୨ ଜଣ ସୁସ୍ଥ ହୋଇସାରିଲେଣି। ଆଜି ସୁନ୍ଦରଗଡ଼ରୁ…

ଗାଈ ଏମିତି ଖାଉଛି ଗୁପ୍‌ଚୁପ୍‌, ଭିଡିଓ ଦେଖିଲେ…

ବଡ଼ ଶରଧାରେ ଗାଈ ଖାଉଛି ଗୁପ୍‌ଚୁପ୍‌। ଗୋଟିଏ ପାଟିରୁ ନ ସରୁଣୁ ମୁହଁ ବଢ଼ାଇ ଦେଉଛି। ଏପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ସମସ୍ତେ ପ୍ରତିକ୍ରିୟା ରଖୁଛନ୍ତି ‘ଗୁପ୍‌ଚୁପ୍‌ କାହାକୁ ବା ନାପସନ୍ଦ’। କୁହାଯାଏ…

ଭୋଟ୍‌ ଗ୍ରହଣ ଦିନ ସରକାରୀ, ବେସରକାରୀ କର୍ମଚାରୀଙ୍କୁ ସବୈତନିକ ଛୁଟି ପ୍ରଦାନ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭୋଟ୍‌ ଗ୍ରହଣ ଦିନ କର୍ମଚାରୀଙ୍କୁ ସବୈତନିକ ଛୁଟି ଦେବାକୁ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ଏବଂ ବେସରକାରୀ କର୍ମଚାରୀଙ୍କୁ…

ଅଭିନେତ୍ରୀ ପିଠିରେ ଲେଖିଥିଲେ ସ୍ବାମୀଙ୍କ ନାମ

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶ୍ରୀଦେବୀ ଆଉ ଦୁନିଆରେ ନାହାନ୍ତି ସତ, ହେଲେ ପ୍ରଶଂସକଙ୍କ ହୃଦୟରେ ଆଜି ବି ସେ ଜୀବିତ ଅଛନ୍ତି। ଦୁଇ ଝିଅଙ୍କ ସହ ସ୍ବାମୀ ବୋନି କପୁର ସର୍ବଦା ତାଙ୍କୁ ମନେ ପକାଉଛନ୍ତି। ଶ୍ରୀଦେବୀଙ୍କ ସହ ପୁରୁଣା ଦିନକୁ…

ସଂକ୍ରମଣ ଦ୍ରୁତ ଗତିରେ ବଢୁଛି, ଅବହେଳା କରନ୍ତୁ ନାହିଁ: ମୁଖ୍ୟ ସଚିବ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏନେଇ ବୁଧବାର ଅପରାହ୍ନରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା…

ସାଙ୍ଗ ହୋଇ ଆସିଥିଲେ, ସାଙ୍ଗ ହୋଇ ଚାଲିଗଲେ

ଧର୍ମଗଡ଼,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲମୁଣ୍ଡା ବ୍ଲକ ମହାଲିଙ୍ଗ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଯାଆଁଳା ଭାଇ ଖେଳୁଥିବାବେଳେ ଘର ପାଖ ପୋଖରୀକୁ ଖସି ପଡ଼ିଥିଲେ। ବୁଡ଼ିଯାଉଥିବା ଦେଖିଥିଲେ ପରିବାର ଲୋକେ ଦେଖି ଉଭୟଙ୍କୁ ଗୁରୁତ୍ୱପୂର୍ଣ୍ଣ ଅବସ୍ଥାରେ ଉଦ୍ଧାର…

ଗୋଟିଏ କ୍ଲିକ୍‌ରେ ଆକାଉଣ୍ଟରୁ କଟିଗଲା ୧୩ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜଧାନୀରେ ପୁଣି ମାତିଛନ୍ତି ସାଇବର୍‌ ଠକ। ମୋବାଇଲ ନମ୍ବର ପୋଟାଲ କରିବା ନାଁରେ ୧୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଶୈଳଶ୍ରୀବିହାର ଅଞ୍ଚଳରେ ଏପରି ବଡ଼ ଧରଣର ସାଇବର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ଶୈଳଶ୍ରୀବିହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri