Home

ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା

ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି ବଲାଙ୍ଗୀର ଜିଲା ଟିକ୍ରାପଡାର ବାସୁଦେବ ମିଶ୍ରଙ୍କ ଘର ସମ୍ମୁଖରେ ଧାରଣାରେ ବସିବା ଘଟଣା ସହର…

ହଂକଂରେ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ…

ସିଟି ଅଫ୍‌ ଭିକ୍ଟୋରିଆ, ୧୯।୧ : କରୋନାରେ ସଂକ୍ରମିତ ହୋଇଥିବା ପ୍ରାୟ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏକ ଗୃହପାଳିତ ପ୍ରାଣୀ ଦୋକାନରେ ହାମଷ୍ଟର ସଂକ୍ରମିତ ହୋଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସେଠାରେ ଜଣେ…

ଦିନକରେ ୨୦ ଲକ୍ଷ ୭୧ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୯।୧ : ଗୋଟିଏ ଦିନରେ ପୃଥିବୀରେ ୨୦ ଲକ୍ଷ ୭୧ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫ ହଜାର ୨୮୬ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାରେ ଏହି ସମୟ ମଧ୍ୟରେ ସର୍ବାଧିକ…

ଓଡ଼ିଶାରେ ପହଞ୍ଚିଲା ୩୦ ହଜାର ଓମିସିୟୋର କିଟ୍‌

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଓମିକ୍ରନ ଚିହ୍ନଟ ପାଇଁ ଓଡ଼ିଶାରେ ପହଞ୍ଚିଛି ୩୦ ହଜାର ଓମିସିୟୋର କିଟ୍‌ । ଏହାଦ୍ୱାରା ସହଜରେ ଓମିକ୍ରନ ଭାରିଆଣ୍ଟକୁ ଚିହ୍ନଟ କରାଯାଇପାରିବ । କିଟ୍‌ ପହଂଚିବା ପରେ ଡ୍ରାଏ ରନ ଆରମ୍ଭ ହୋଇଛି । ଏହା ଠିକ ଅଛି ନା…

କେଉଁ ରାଜ୍ୟରେ କେବେ ତୃତୀୟ ଲହର ଶୀର୍ଷ ଛୁଇଁବ, ଆଇଆଇଟି ପ୍ରଫେସର ଦେଲେ ସୂଚନା…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଇଆଇଟି ପ୍ରଫେସର ମଣିନ୍ଦ୍ର ଅଗ୍ରୱାଲ ଦେଶର ତୃତୀୟ ଲହର ସମ୍ବନ୍ଧୀୟ ନୂତନ ଅଧ୍ୟୟନର ଫଳାଫଳ ପ୍ରକାଶ କରିଛନ୍ତି। ତୃତୀୟ ଲହର ସମୟରେ ଦୈନିକ ଚାରି ଲକ୍ଷରୁ ଅଧିକ…

ବାପାଙ୍କୁ ନେଇ ଚିନ୍ତାରେ ଶାହିର

ବମ୍ବେ: ବାପାଙ୍କୁ ନେଇ ଚିନ୍ତାରେ ଅଛନ୍ତି ଟେଲି ଅଭିନେତା ଶାହିର ଶେଖ। କାରଣ ସେ କରୋନା ସଂକ୍ରମିତ ହୋଇ ଏବେ ଭେଣ୍ଟିଲେଟରରେ। ସ୍ବାସ୍ଥ୍ୟରେ ଅବନତି ହେତୁ ବାପାଙ୍କ ପାଇଁ ପ୍ରାର୍ଥନା କରିବାକୁ ଅଭିନେତା ପ୍ରଶଂସକମାନଙ୍କୁ ଅନୁରୋଧ କରିଛନ୍ତି। କାମ ବିଷୟରେ କଥା…

ଚଳିତ ବର୍ଷ ଚାକିରି ସଂଖ୍ୟା ୫.୨ କୋଟି କମିବ, ୨.୧ କୋଟିରୁ ଅଧିକ ହେବେ ବେରୋଜଗାର …

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ସଂକ୍ରମଣ ଯୋଗୁ ଦିନ କୁ ଦିନ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଚଳିତ ୨୦୨୨ରେ କରୋନା ମହାମାରୀ ଯୋଗୁ ବେକାରି ସମସ୍ୟା ପୁଣି ବଢ଼ିବାର ଆଶଙ୍କା ରହିଛି। ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)…

ମୁଲାୟମଙ୍କ ସାନ ବୋହୂ ଧରିଲେ ପଦ୍ମ …

ଲକ୍ଷ୍ନୌ, ୧୯।୧ : ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ବଦଳ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ନେତା ନିଜ ଦଳର ବାଡ଼ ଡ଼େଇଁ ଅନ୍ୟ ଶିବିରରେ ଯୋଗଦେବାରେ ଲାଗିଛନ୍ତି। ବୁଧବାର ସମାଜବାଦୀ ନେତା ମୁଲାୟମ୍‌ ସିଂ ଯାବଦଙ୍କ ସାନବୋହୂ ଅପର୍ଣା ଯାଦବ…

କ୍ଲବ୍‌ ହାଉସ୍‌ ଆପ୍‌ ମାଧ୍ୟମରେ ପୁଣି ମୁସଲମାନ୍‌ ମହିଳାଙ୍କୁ ଟାର୍ଗେଟ …

ନୂଆଦିଲ୍ଲୀ, ୧୯।୧ : ଦିଲ୍ଲୀ ପୋଲିସର ସାଇବର ୟୁନିଟ କ୍ଲବ୍‌ ହାଉସ୍‌ ନାମକ ସେଶନ୍‌ ଚାଟ୍‌୍‌ରେ ମୁସଲମାନ ମହିଳାଙ୍କ ପ୍ରତି ଅଶ୍ଳୀଳ ତଥା ଆପତ୍ତିଜନକ ମନ୍ତବ୍ୟ ଦିଆଯାଉଥିବା ନେଇ ମାମଲା ରୁଜୁ କରିଛି। ଦିଲ୍ଲୀ ପୋଲିସ ଆଇପିସିର ଧାରା ୧୫୩-ଏ, ୨୯୫-ଏ.…

ଆମେରିକାର ଚେତାବନୀ, ୟୁକ୍ରେନ୍‌ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି ରୁଷିଆ…

ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ଯେ କୌଣସି ସମୟରେ ୟୁକ୍ରେନ ଉପରେ ଆକ୍ରମଣ କରିବା ଲାଗି ପ୍ରସ୍ତୁତ ହେଉଛି।ବିପଜ୍ଜନକ ପରିସ୍ଥିତି ସତ୍ତ୍ୱେ ୱାଶିଂଟନ ମସ୍କୋ…

୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ…

କୋହଲି ଇସ୍ତଫା ଦେବାର ତିନି ଦିନ ପରେ ରାହୁଲଙ୍କ ବଡ ବୟାନ: ଯଦି ମୋତେ…

ନୂଆଦିଲ୍ଲୀ,୧୮।୧: ନିକଟରେ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ପଦ ଛାଡ଼ିଛନ୍ତି ବିରାଟ କୋହଲି। ଏହାପରେ ତାଙ୍କ ସ୍ଥାନରେ କାହାକୁ ଅଧିନାୟକ ଭାବେ ନିଯୁକ୍ତ କରାଯିବ ସେ ନେଇ ଆଲୋଚନା ବଢ଼ିବାରେ ଲାଗିଛି। କିଛି ଲୋକ ରୋହିତଙ୍କୁ ସୀମିତ ଓଭର ସହ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri