୨୧୯ ଏୟାର ଲିଫ୍ଟ ଭାରତୀୟଙ୍କୁ ସ୍ବାଗତ…
ମୁମ୍ବାଇ, ୨୬।୨ : ରୋମାନିଆର ବୁକାରେଷ୍ଟରୁ ଏୟାରଲିଫ୍ଟ କରାଯାଇଥିବା ୨୧୯ ଭାରତୀୟ ଶନିବାର ସୁରକ୍ଷିତ ଭାରତ ପହଞ୍ଚିଛନ୍ତି। ମୁମ୍ବାଇର ବିମାନବନ୍ଦରରେ ପହଞ୍ଚିବା ପରେ ଏହି ଭାରତୀୟଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୀୟୁଷ ଗୋଏଲ୍ ସେମାନଙ୍କ ସହିତ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୯୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୪୯୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୨,୯୨୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଝିଅର ଅନ୍ତିମ ସଂସ୍କାର ସାରି ଆସିଥିଲେ, ମଇଦାନରେ ଶତକ ମାରି ହୃଦୟ ଜିତିଲେ କ୍ରିକେଟର
ନୂଆଦିଲ୍ଲୀ,୨୬।୨: କ୍ରିକେଟ ଏପରି ଏକ ଖେଳ ଯେଉଁଠାରେ କେହି ଭଲ ପ୍ରଦର୍ଶନ କଲେ ହିରୋ ହୁଅନ୍ତି। ଏଥର ରଣଜୀ ଟ୍ରଫିରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାହା ସମସ୍ତଙ୍କ ହୃଦୟ ଜିତିଛି। ରଣଜୀ ଟ୍ରଫି ମ୍ୟାଚ୍ରେ ବରୋଦା ବ୍ୟାଟ୍ସମ୍ୟାନ ବିଷ୍ଣୁ…
ଯୁଦ୍ଧ ପାଇଁ ଭିଟାମାଟି ଛାଡିଲେ ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ…
କ୍ୱିଭ୍, ୨୬।୨ : ରୁଷିଆର ଆକ୍ରମଣ ଯୋଗୁ ୟୁକ୍ରେନ୍ର ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ ଭିଟାମାଟି ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଲୋକେ ଜୀବନ ବିକଳରେ ପଡ଼ୋଶୀ ଦେଶ ସୀମାରେ ପହଞ୍ଚିଛନ୍ତି। ଗତ ୩ ଦିନ ମଧ୍ୟରେ ଲୋକେ ନିଜର ଅତ୍ୟାବଶ୍ୟକ…
ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଜିଲା ପରିଷଦ ନିର୍ବାଚନ ଫଳାଫଳ
କେନ୍ଦୁଝର,୨୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩୭ ଜିଲା ପରିଷଦ ଜୋନ୍ ମଧ୍ୟରୁ ୩୬ଟିରେ ନିର୍ବାଚନ ପରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଭୋଟ୍ ଗଣତି ୧୩ଟି ବ୍ଲକ ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଆନନ୍ଦପୁର ବ୍ଲକର…
ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..
ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଭୋଟର ଏହି ପର୍ଯ୍ୟାୟରେ ୬୯୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ପ୍ରୟାଗରାଜ, ଅଯୋଦ୍ଧା,…
ହାତଯୋଡ଼ିଲେ ୟୁକ୍ରେନ ଫୁଟବଲର୍
ନୂଆଦିଲ୍ଲୀ,୨୬।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ତିନିଦିନ ଧରି ଯୁଦ୍ଧ ଜାରି ରହିଛି। ରୁଷିଆ ସେନାର ଘନଘନ କ୍ଷେପଣାସ୍ତ୍ର ଏବଂ ରକେଟ ମାଡ଼ରେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ସମଗ୍ର ବିଶ୍ୱରେ ରୁଷିଆର ଏଭଳି ଆକ୍ରମଣକୁ ନିନ୍ଦା କରାଯାଉଥିବା…
ରୁଷିଆ ଏବେ ଆଉ କାରବାର କରିପାରିବ ନାହିଁ ଡଲାର, ୟୁରୋ, ପାଉଣ୍ଡ
ଓ୍ବାଶିଂଟନ: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏପର୍ଯ୍ୟନ୍ତ କୌଣସି ସାମରିକ କାର୍ଯ୍ୟାନୁଷ୍ଠାନ ଘୋଷଣା କରିନାହିଁ। କିନ୍ତୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ବିରୋଧରେ ନୂତନ ଅର୍ଥନୈତିକ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ରୁଷିଆର…
ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍ରେ ଆଗୁଆ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ ୩୧୫ ଜିଲା ପରିଷଦ ଜୋନ୍ରୁ ୨୭୫ରେ ବିଜେଡି ଆଗୁଆ ରହିଛି। ଭାଜପା ମାତ୍ର…
ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍ରେ ବାଜି ମାରିଲା ବିଜେଡି
ସୋରଡ଼ା,୨୬ା୨(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ବିଜେଡି ୬୩ ନମ୍ବର ଜୋନରେ ୨୯୪୪ ଖଣ୍ଡ ଭୋଟ୍ ପାଇଥିବାବେଳେ ଭାଜପା…
ଫିନ୍ଲାଣ୍ଡ-ସ୍ବିଡ଼େନ୍କୁ ଧମକ, ନାଟୋରେ ସାମିଲ ହେଲେ ସାମରିକ ମିଶନ ପାଇଁ ପ୍ରସ୍ତୁତ ରୁହ…
ମସ୍କୋ, ୨୬।୨ : ରୁଷିଆ ଏବେ ଫିନ୍ଲାଣ୍ଡ ଏବଂ ସ୍ବିଡ଼େନ୍କୁ ଧମକ ଦେଇଛି। ନାଟୋରେ ସାମିଲ ହେଲେ ସାମରିକ ମିଶନ ପାଇଁ ପ୍ରସ୍ତୁତ ରହିବାକୁ ପ୍ରସ୍ତୁତ ରହିବାକୁ ରୁଷିଆ ଚେତାବନୀ ଦେଇଛି। ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ପ୍ରବକ୍ତା ମାରିଆ ଜଖାରୋଓ୍ବା…
ରିୟାଲିଟି ଶୋ’ରେ ଅଧିକ ଫି’ ଚାର୍ଜ କରୁଛନ୍ତି ଏହି କପଲ
ମୁମ୍ବାଇ: ଟିଭି ଏବଂ ଫିଲ୍ମ ଜଗତର ସେଲିବ୍ରିଟିମାନେ ସେମାନଙ୍କ ସାଥୀମାନଙ୍କ ସହିତ ରିୟାଲିଟି ଶୋ’ସ୍ମାର୍ଟ ଯୋଡ଼ି’ର ମଞ୍ଚରେ ନଜର ଆସିବେ। ଆଜି ଅର୍ଥାତ୍ ୨୬ ଫେବୃୟାରୀରୁ ଷ୍ଟାର୍ ପ୍ଲସରେ ଏହି ଶୋ’ ପ୍ରଦର୍ଶିତ ହେବ। ଶୋ’ରେ ସେମାନଙ୍କର ପ୍ରିୟ କପଲଙ୍କୁ ଦେଖିବାକୁ…

