କଳାହାଣ୍ଡି ଜିଲାର ୬୦ ଆର୍ଆଇଙ୍କ ବଦଳି: ଖାଲିପଡ଼ିଛି ୩୦ ପଦବୀ
ଭବାନୀପାଟଣା,୨୯ା୭ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଗତ ଜୁନ ୧୩ରେ ବିଭିନ୍ନ ପଦବୀରେ କାର୍ଯ୍ୟରତ ରାଜସ୍ବ କର୍ମଚାରୀଙ୍କ ବଦଳି ହୋଇଛି। ଏଥିରେ ଜିଲାର ୧୩ ତହସିଲର ୬୦ଜଣ ରାଜସ୍ବ ନିରୀକ୍ଷକ (ଆର୍ଆଇ)ଙ୍କୁ ବଦଳି କରାଯାଇଛି। ଏକସଙ୍ଗେ ଏତେ ସଂଖ୍ୟକ ଆର୍ଆଇଙ୍କ ବଦଳି…
ଜାତୀୟ ସ୍ତରୀୟ ବକ୍ସିଂ ଖେଳିବେ ସୋନପୁରର ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା
ଅମରପାଲି,୨୯/୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଦୁଇ ଜଣ ଛାତ୍ରୀ ଜାତୀୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ଚୟନ ହୋଇଛନ୍ତି। ଚଳିତ ଜୁଲାଇ ୨୬ ଓ ୨୭ ତାରିଖରେ ଦୁଇ ଦିନ ଧରି ରାଉରକେଲା ସ୍ଥିତ…
ବିପଦରେ ବଡ଼ଶଙ୍ଖଠାରୁ ଗଡମା ରାସ୍ତା: କୂଳ ଖାଉଛି ନଦୀ, ବଡ଼ ବର୍ଷା ହେଲେ ..
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଡ଼ଶଙ୍ଖଠାରୁ ଗଡମା ରାସ୍ତା ଏବେ ବିପଦରେ ରହିଛି। ନଦୀ କୂଳ ଖାଉଥିବା ବେଳେ ଉକ୍ତ ରାସ୍ତା ଦେଇ ଯାଉଥିବା କିରାମାହା ସମେତ ନୂଆଗାଁ, କିନାରିଗାଁ, କୁଟିଲାରିଗାଁ, ସାଙ୍ଗଡମାହା, ବାଘପଦା,ଗଡ଼ମା, ମୁଣ୍ତାସାହି, ପାଡିପଙ୍କା,…
ରାତିଅଧରେ ଡାକ୍ତରଙ୍କ ଚାମ୍ବରକୁ ନେଇ ଆଟେଣ୍ଡାଣ୍ଟ୍ଙ୍କୁ ଅସଦାଚରଣ କରିଥିଲେ ନର୍ସିଂ ଅଫିସର: ବାନ୍ଧିଲା ପୋଲିସ
ଭୁବନେଶ୍ୱର,୨୯।୭(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ହସ୍ପିଟାଲରେ ଜଣେ ମହିଳା ଆଟେଣ୍ଡାଣ୍ଟ ଅସଦାଚରଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। ରବିବାର ବିଳମ୍ବିତ ରାତି ପ୍ରାୟ ୧.୩୦ ବେଳେ ନର୍ସିଂ ଅଫିସର ନାନୁରାମ ଚୌଧୁରୀ ୱାର୍ଡରେ ଥିବା ଡାକ୍ତର ଚାମ୍ବରକୁ ଡାକି…
୨୦୩୦ ସୁଦ୍ଧା ୧୦୦ ଟପିବ ମହାବଳ ବାଘ ସଂଖ୍ୟା
ବାରିପଦା,୨୯ା୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମହାବଳ ବାଘ ପାଇଁ ଶିମିଳିପାଳ ଅଭୟାରଣ୍ୟ ଉପଯୁକ୍ତ ବାସସ୍ଥାନ ଭାବେ ନ୍ୟାଶନାଲ ଟାଇଗର କଞ୍ଜରଭେଶନ ଅଥରିଟି(ଏନ୍ଟିସିଏ)ପକ୍ଷରୁ ସବୁଜ ସଙ୍କେତ ପ୍ରଦାନ କରାଯାଇଛି। ଏଠାରେ ମହାବଳ ବାଘ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି ା ୨୦୩୦…
କମୁଛି ବାଘଙ୍କ ସଂଖ୍ୟା: ସଂରକ୍ଷଣ ଜରୁରୀ
ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ):ବାଘ ଦୁନିଆର ସବୁଠାରୁ ପରିଚିତ ପ୍ରାଣୀ। ଏମାନଙ୍କ ସଂରକ୍ଷଣ ଜୈବ ବିବିଧତା ତଥା ପରିବେଶର ସନ୍ତୁଳନ ବଜାୟ ରଖିବାରେ ସହାୟକ ହୋଇଥାଏ। ତେଣୁ ବାଘ ବଂଶବୃଦ୍ଧି ସହ ଏମାନଙ୍କ ସଂରକ୍ଷଣ ନିତାନ୍ତ ଆବଶ୍ୟକ। ଏନେଇ ଲୋକଙ୍କ ମନରେ…
ଏବେ ମୋ ସ୍ବାମୀଙ୍କ ଆତ୍ମାକୁ ଶାନ୍ତି ମିଳିବ: କାହିଁକି ଏମିତି କହିଲେ ପ୍ରିୟଦର୍ଶିନୀ
ବାଲେଶ୍ୱର,୨୯ା୭(ବାଞ୍ଛାନିଧି ଦେ):ଅପରେଶନ୍ ‘ସିନ୍ଦୂର’ ମୁଁ ଏବଂ ମୋ ଭଳି ସିନ୍ଦୂର ହରାଇଥିବା ସମସ୍ତ ମହିଳାଙ୍କ ପାଇଁ ଥିଲା ଏକପ୍ରକାର ନ୍ୟାୟ। ଅପରେଶନ୍ ‘ସିନ୍ଦୂର’ ପରେ ଭାବିଥିଲି ଆଉ କେହି ଆତଙ୍କବାଦୀ ଧରାପଡ଼ିବେନି। କିନ୍ତୁ ସରକାର ଓ ଭାରତୀୟ ସେନା ଭିତରେ ଭିତରେ…
ପୁଣି ଦାଦନ ଦୁଃଖ: କେରଳରେ କାମ କରୁଥିବାବେଳେ ସିଡ଼ିରୁ ଖସିପଡ଼ିଲେ ଓଡ଼ିଆ ଯୁବକ, ଆଉ ତା’ପରେ ଘଟିଗଲା…
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ଯନ୍ତ୍ରଣା ବଢିବାରେ ଲାଗିଛି। ଗତ କିଛି ଦିନ ତଳେ ତାମିଲନାଡୁ ରାଜ୍ୟରେ ରାସ୍ତା ଦୁର୍ଘଟଣାରେ ଉକ୍ତ ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ଜୀବନ ଚାଲିଯାଇଥିବାବେଳେ ଏବେ ପୁଣି…
ଜମି ଦେବାକୁ କହି ମନ୍ତ୍ରୀଙ୍କଠାରୁ ଠକିନେଲେ ୨୫ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ
ଢେଙ୍କାନାଳ,୨୯ା୭(ରତନ ନାୟାର):ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ କରାଯିବା ଘଟଣା ଢେଙ୍କାନାଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଗତ ୨୬…
ପରିବା କିଆରୀକୁ ନେଇ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର: ମିଳିଳା ଏମିତି ଦଣ୍ଡ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ବରଗଡ଼ ପକ୍ସୋ ଜଜ୍ ଏହି ମାମଲାର ବିଚାର କରି ଅଭିଯୁକ୍ତ କୁନୁ ଓରଫ୍ ସମୀର ସେଠଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା…
ଧାନବିକ୍ରି ପଞ୍ଜୀକରଣରେ ନୂଆନୀତି, ମୁହଁ ଫେରାଉଛନ୍ତି ଚାଷୀ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ଭାଜପା ସରକାର ଶାସନକୁ ଆସିବା ପରେ ନିର୍ବାଚନୀ ପ୍ରତିଶ୍ରୁତି ଅନୁଯାୟୀ, ଧାନ କୁଇଣ୍ଟାଲ ପ୍ରତି ୮୦୦ଟଙ୍କା ଇନପୁଟ୍ ଆସିଷ୍ଟାଣ୍ଟ ପ୍ରଦାନ କରୁଛି। ଏଥିରେ ଚାଷୀମାନେ ଖୁସି ପ୍ରକଟ କରିଛନ୍ତି। କିନ୍ତୁ ଧାନବିକ୍ରିରେ ଯେଭଳି ଗୋଟିଏ ପରେ ଗୋଟିଏ କଟକଣା…
‘ଶୋଲେ’ ଫିଲ୍ମର ଟିକେଟ ଦେଖାଇଲେ ଅମିତାଭ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ, ୨୯ା୭ (ପି.ଟି.):ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ସୋମବାର ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜ ପୁରୁଣା ସ୍ମୃତିକୁ ମନେପକାଇଛନ୍ତି। ସେ ୧୯୭୫ ମସିହାର ବ୍ଲକ୍ବଷ୍ଟର ଫିଲ୍ମ ‘ଶୋଲେ’ର ଏକ ଟିକେଟର ଫଟୋକୁ ଶେୟାର କରିଛନ୍ତି। ସେତେବେଳେ ଉକ୍ତ ଟିକେଟର ମୂଲ୍ୟ ମାତ୍ର ୨୦…
Archives


