ମୋବାଇଲ ବ୍ୟାଟେରି ଫାଟି ନାବାଳକ ଗୁରୁତର
ଡାବୁଗାଁ, ୧୭।୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଛେରାଗୁଡା ଗ୍ରାମରେ ମୋବାଇଲ ବ୍ୟାଟେରି ଫାଟି ବୈଦ୍ୟନାଥ ଭତ୍ରାଙ୍କ ପୁଅ ଅନନ୍ତ (୭) ଆହତ ହୋଇଛନ୍ତି। ନବରଙ୍ଗପୁର ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଇଥିଲା। ପରେ ତାଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ…
ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ
ବେଗୁନିଆ,୧୭ା୧(ଡି.ଏନ୍.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର…
ଟ୍ରମା କେୟାରକୁ ଆନ୍ତରିକତା ନାହିଁ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଓଡ଼ିଶାରେ ଘଟୁଥିବା ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣ ପ୍ରାଣ ହରାଉଛନ୍ତି। ପ୍ରତିବର୍ଷ ଏହି ସଂଖ୍ୟା ବୃଦ୍ଧି ଘଟିବାରେ ଲାଗିଛି। ଏହାକୁ ରୋକିବାରେ ସରକାର ବିଫଳ ହେବା କାରଣରୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ପକ୍ଷରୁ ବାରମ୍ବାର ଭର୍ତ୍ସନା କରାଯାଉଛି। ତଥାପି…
କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ …
ନୂଆଦିଲ୍ଲୀ, ୧୭।୧ : ପ୍ରସିଦ୍ଧ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ରବିବାର-ସୋମବାର ବିଳମ୍ବିତ ରାତିରେ ସେ ହୃଦ୍ଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୮୩ରେ ତାଙ୍କୁ ପଦ୍ମ ବିଭୁଷଣ…
୧୯ ଯାଏ ଘନ କୁହୁଡ଼ି
ଭୁବନେଶ୍ୱର,୧୭।୧(ବ୍ୟୁରୋ): ପ୍ରଚୁର ଜଳୀୟବାଷ୍ପର ଉପସ୍ଥିତି ଓ ବାୟୁମଣ୍ଡଳର ସ୍ଥିରତା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ିର ଆଶଙ୍କା ରହିଛି। ଏଥିପାଇଁ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍ ରହିପାରେ। ଫଳରେ ମଧ୍ୟରାତ୍ରରୁ ସକାଳ ଯାଏ ଯାତାୟାତର…
ଆଜ୍ମା, କିଡ୍ନୀ, କ୍ୟାନସର ରୋଗୀଙ୍କ ପାଇଁ ପ୍ରାଣଘାତି ହେଉଛି କରୋନା!
ନୂଆଦିଲ୍ଲୀ,୧୭ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି । ତେବେ ଆଜମା, ଗୁରୁତର କିଡନୀ ରୋଗୀ ଓ କ୍ୟାନସର ରୋଗୀଙ୍କ ପାଇଁ ଏହା ପ୍ରାଣଘାତି ହୋଇଛି ବୋଲି କୁହାଯାଉଛି । ଦିଲ୍ଲୀ ସରକାରଙ୍କ ଡେଥ…
ଆଖି ବୁଜିଲା ‘ସୁପର ମମ୍’
ଭୋପାଳ, ୧୭ା୧: କୋଲାରଓ୍ବାଲି ଭାବେ ଜଣାଶୁଣା ଏକ ବାଘୁଣୀର ମଧ୍ୟପ୍ରଦେଶ ପେଞ୍ଚ ବ୍ୟାଘ୍ର ସଂରକ୍ଷଣ(ପିଟିଆର୍) ରେ ଶନିବାର ମୃତ୍ୟୁ ହୋଇଛି। ଏହାର ବୟସ ପ୍ରାୟ ୧୬ ବର୍ଷରୁ ଊର୍ଦ୍ଧ୍ୱ ହେବ। ବୟସାଧିକ୍ୟ ଯୋଗୁ ଏହାର ମୃତ୍ୟୁ ଘଟିଥିବା ଜଣାଯାଇଛି। ବାଘୁଣୀଟି ମୋଟ…
ବ୍ୟାଙ୍କରେ ୨୦ ଘଣ୍ଟା ଲୁଚିଥିଲେ ଅଭିଯୁକ୍ତ
କୋରାପୁଟ (ସ୍ବ.ପ୍ର.)/ଲକ୍ଷ୍ମୀପୁର (ଡି.ଏନ୍.ଏ.), ୧୭ା୧: କୋରାପୁଟ ଜିଲା ଲକ୍ଷ୍ମୀପୁରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ) ଶାଖାରୁ ସୁନା ଚୋରି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଚୋରି କରିବା ଲାଗି ଅଭିଯୁକ୍ତ ଜଣକ ଘଟଣା ଦିନ ଅପରାହ୍ନ ୩ଟାରୁ ଏହା ପରଦିନ ବ୍ୟାଙ୍କ…
ପାକିସ୍ତାନୀ ବନ୍ଦୀଙ୍କ ମୁକ୍ତି ପାଇଁ ୪ ପଣବନ୍ଦୀ
ଓ୍ବାଶିଂଟନ୍, ୧୭ା୧: ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମୁକ୍ତ କରାଯିବା ଦାବିରେ ଆମେରିକାର ଟେକ୍ସାସ୍ ସ୍ଥିତ କୋଲେଭିଲ୍ଲେରେ ଇହୁଦୀମାନଙ୍କ ପ୍ରାର୍ଥନା ସ୍ଥଳୀ(ସିନେଗଗ୍)ରେ ଜଣେ ବ୍ୟକ୍ତି ଶନିବାର ୪ ଜଣଙ୍କ ମୁଣ୍ଡ ଜାମିନ ରଖିଥିଲେ। ପ୍ରାୟ ୧୦ ଘଣ୍ଟାର ଅପରେଶନ ପରେ ବନ୍ଧକ ଥିବା…
ବିଦ୍ୟୁତ୍ ବିଲ୍ ଦିଅ, ନଚେତ୍ ମର
ନାପିତାଉ, ୧୭ା୧: ଗତବର୍ଷ ଫେବୃୟାରୀ ୧ରେ ମ୍ୟାନ୍ମାର ସେନା ଦେଶର ଶାସନ କବ୍ଜା କରିବା ପରଠାରୁ ଅର୍ଥବ୍ୟବସ୍ଥା ଘୋର ପ୍ରଭାବିତ ହୋଇଛି। ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ତଥା ଦେଶର ସର୍ବୋଚ୍ଚ ନେତ୍ରୀ ଅଙ୍ଗ୍ ସାନ୍ ସୁ ଚୀଙ୍କୁ ଶାସନରୁ ହଟାଯିବା…
ହ୍ବିଲଚେୟାରରେ ବିଶ୍ୱ ରେକର୍ଡ
ଭୁବନେଶ୍ୱର,୧୭।୧ (ସ୍ପୋଟର୍ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ହ୍ବିଲଚେୟାର ମାରାଥନର କମଳାକାନ୍ତ ନାୟକ ବିଶ୍ୱ ରେକର୍ଡ କରିଛନ୍ତି। ୨୮ ବର୍ଷୀୟ କମଳାକାନ୍ତ ଶନିବାର ଅପରାହ୍ନ ୩ଟାରୁ ରବିବାର ଅପରାହ୍ନ ୩ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ମାନୁଆଲ ହ୍ବିଲଚେୟାରରେ ୨୧୩ କି.ମି. ଅତିକ୍ରମ…
ପଞ୍ଚାୟତ ନିର୍ବାଚନ: ଆଜିଠୁ ନାମାଙ୍କନ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଗାଁରେ ନିର୍ବାଚନ ମାହୋଲ ଜମିଲାଣି। ସବୁ ଦଳ ନିଜର ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ମଧ୍ୟ ଜୋରଦାର କରିଛନ୍ତି। ତେବେ ୫ଟି ପର୍ଯ୍ୟାୟରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ସୋମବାରଠାରୁ ନାମାଙ୍କନପତ୍ର ଦାଖଲ…
Archives


