Home

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।…

ଆଜି ମକର ସଂକ୍ରାନ୍ତି: ଫିକା କଲା କରୋନା କଟକଣା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ପାଇଁ ଏଥର ଫିକା ପଡ଼ିଛି ମକର ଉତ୍ସବ। କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ପର୍ବପର୍ବାଣି ପାଳନ ଉପରେ କଟକଣା ଜାରି କରାଯାଇଛି। ଏଥିରେ ମେଳାକୁ ସମ୍ପୂର୍ଣ୍ଣ…

କରୋନା ଦ୍ୱିତୀୟ ଲହରରେ ୨.୪ ଲକ୍ଷ ଲୋକଙ୍କର ହୋଇଥିଲା ମୃତ୍ୟୁ, ତୃତୀୟ ଲହର ହୋଇପାରେ ଏହାଠାରୁ ଭୟଙ୍କର: ୟୁଏନ୍‌

ନୂଆଦିଲ୍ଲୀ,୧୪ ।୧: କରୋନା ସଂକ୍ରମଣକୁ ନେଇ ଚେତାବନି ଦେଇଛି ଜାତିସଂଘ । ଏକ ରିପୋର୍ଟରେ ୟୁଏନ୍ ଦାବି କରିଛି ଯେ କରୋନାର ଦ୍ୱିତୀୟ ଲହର ଅର୍ଥାତ୍ ଡେଲ୍ଟା ଭାରିଏଣ୍ଟରେ ଏପ୍ରିଲରୁ ଜୁନ୍ ମଧ୍ୟରେ ୨.୪ ଲକ୍ଷ ଲୋକଙ୍କ ଜୀବନ ଯାଇଥିଲା ।…

ଦ୍ୱିତୀୟ ଡୋଜ୍‌ ଟିକାକରଣ: ଜାନୁୟାରୀ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ମହାମାରୀର ପ୍ରଥମ ଲହରରୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଥିଲେ ବି ଏବେ ସୁଦ୍ଧା ରାଜ୍ୟର ଅନେକ ଲୋକ ଟିକା ନେଇ ନାହାନ୍ତି। ଏହା ମଧ୍ୟରେ…

ଦେଶରେ ଲୁଣା ଜଙ୍ଗଲ ବୃଦ୍ଧିରେ ଭିତରକନିକା ପ୍ରଥମ

ରାଜନଗର, ୧୪ା୧ (ଡି.ଏନ.ଏ.): ବିଶ୍ୱତାପନ ଜଳବାୟୁ ପରିବର୍ତ୍ତନ ସତ୍ତ୍ୱେ ପ୍ରକୃତିର ଅନବଦ୍ୟ ସୃଷ୍ଟି ଲୁଣା ଜଙ୍ଗଲ ଅବକ୍ଷୟର ଦ୍ୱାରଦେଶରେ ପହଞ୍ଚତ୍ଛି। ଭାରତ ସରକାରଙ୍କ ଅଧୀନରେ ଥିବା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ସଦ୍ୟ ପ୍ରକାଶିତ ଲୁଣା ଜଙ୍ଗଲ…

ଭିତରକନିକାରେ ୨୦୧୫ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର, ୧୪ା୧ (ଡି.ଏନ.ଏ.): ଚଳିତବର୍ଷ ବିଶ୍ୱର ଅନ୍ୟତମ ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ବୁଧବାର ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧,୩୬,୦୯୨ପକ୍ଷୀ ଆସିଥିବା…

୧୦ ଲକ୍ଷର ରାସ୍ତା ୧୦ଦିନ ଗଲାନାହିଁ

ଯାଜପୁର ଅଫିସ,୧୪ା୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରରେ ଗତ ପ୍ରାୟ ୫ ବର୍ଷ ହେବ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ମହାଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ଏହି ୫ ଦିନ ହେବ ଆରମ୍ଭ ହୋଇଥିବା ୧୭ ନମ୍ବର ୱାର୍ଡ…

ଆମେରିକା ଦୂତାବାସ ଉପରେ ରକେଟ ମାଡ: ଦୁଇ ଆହତ

ବାଗଦାଦ,୧୪ ।୧: ଇରାକର ରାଜଧାନୀ ବାଗଦାଦରେ ଥିବା ଆମେରିକା ଦୂତାବାସକୁ ଟାର୍ଗେଟ କରି ରକେଟ ମାଡ କରାଯାଇଛି । ଇରାନୀ ସେନା କହିଛି, ଆମେରିକା ଦୂତାବାସ ଉପରେ ହୋଇଥିବା ରକେଟ ମାଡରେ ଜଣେ ମହିଳା ଓ ଜଣେ ଶିଶୁ ଆହତ ହୋଇଛନ୍ତି…

ଟ୍ରମା ଚିକିତ୍ସା ଲାଗି ୧୪୭ କୋଟି

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଓଡ଼ିଶାରେ ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣଙ୍କ ଜୀବନ ଯାଉଛି, ଯାହା ଜାତୀୟ ହାର ତୁଳନାରେ ଅଧିକ। ଏଥିଲାଗି ସୁପ୍ରିମକୋର୍ଟ କମିଟି ବାରମ୍ବାର ତାଗିଦ୍‌ କରୁଥିଲେ ମଧ୍ୟ ଆଖିଦୃଶିଆ ଫଳ ମିଳୁନାହିଁ। ୨୦୨୦ ତୁଳନାରେ ୨୦୨୧ ଜାନୁୟାରୀରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ…

‘ସଂକ୍ରମଣ ବଢ଼ିଲେ ବି ହସ୍ପିଟାଲ ଯିବା ସଂଖ୍ୟା କମ୍‌’

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହଁା ରହିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ଖୁବ୍‌ କମ୍‌ ଦିନରେ ଆମେ ଦ୍ୱିତୀୟ ଲହରର ଶୀର୍ଷକୁ ଅତିକ୍ରମ କରିଯାଇପାରୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର…

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ଦିଆଯାଇଛି। ଏନେଇ ମନ୍ତ୍ରଣାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri