Home

ଆୟ ଶୂନ, ହେଲେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଚର୍ଚ୍ଚାରେ ଏହି ଯୁବତୀ; ପୁରା ଘଟଣା ଜାଣିଲେ…

ଦୁନିଆରେ ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ ବିଳାସପୂର୍ଣ୍ଣ ଜୀବନଯାପନ କରିବାକୁ ପସନ୍ଦ କରନ୍ତି। ସେମାନେ ଏଥିପାଇଁ ବହୁତ ଟଙ୍କା ମଧ୍ୟ ଖର୍ଚ୍ଚ କରିଥାନ୍ତି। ତେବେ ଏଭଳି ଜୀବନଯାପନ କରିବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡ଼ିଥାଏ। କିନ୍ତୁ, ଏପରି ଜଣେ…

ଟିକା ନେବା ପରେ ମୁକ ବ୍ୟକ୍ତି କହିଲେ କଥା

ରାଞ୍ଚି,୧୩ା୧: ଭାରତୀୟ ଟିକାର ଆଉ ଏକ ଚମତ୍କାରିତା ଦେଖିବାକୁ ମିଳିଛି। ଟିକା ନେବା ପରେ ଜଣେ ବ୍ୟକ୍ତିଙ୍କ କଥା କହିବା ଶକ୍ତି ଫେରିଛି। ୫ ବର୍ଷ ହେଲା କଥା କହି ପାରୁ ନ ଥିବା ବ୍ୟକ୍ତି ଜଣକ କୋଭିଶିଲ୍ଡ ଟିକା ନେବା…

ଏହି ଦେଶରେ ଟୁଇଟର ଉପରୁ ହଟିଲା ପ୍ରତିବନ୍ଧକ

ଅବୁଜା,୧୩ା୧: ଦେଶରେ ୨୦ କୋଟିରୁ ଅଧିକ ଲୋକ ସୋସିଆଲ ମିଡିଆ ନେଟଓ୍ବାର୍କରୁ ବାହାର ହେବାର ସାତ ମାସ ପରେ ଟୁଇଟରରେ ଏହି ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି ନାଇଜେରିଆ ସରକାର। ଦେଶର ଜାତୀୟ ସୂଚନା ପ୍ରଯୁକ୍ତିବିଦ୍ୟା ବିକାଶ ଏଜେନ୍ସିର ମହାନିର୍ଦ୍ଦେଶକ କାଶିଫୁ ଇନଓ୍ବା…

ମକର ସଂକ୍ରାନ୍ତିରେ ବନ୍ଦ ରହିବ ମା’ ତାରିଣୀ ମନ୍ଦିର

କେନ୍ଦୁଝର,୧୩।୧(ସ୍ବ.ପ୍ର.): ଶୁକ୍ରବାର ମକର ସଂକ୍ରାନ୍ତି। ଏହାକୁ ନେଇ ରାଜ୍ୟର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାର ସମ୍ଭାବନା ରହିଛି। ମାତ୍ର କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦୁଝର ଜିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ ମନ୍ଦିର ବନ୍ଦ ରହିବ।…

ଦିନକରେ ବିଏମ୍‌ସିର ୨୨ କର୍ମଚାରୀ ପଜିଟିଭ୍‌ ଚିହ୍ନଟ, ଲାଗିଲା କଟକଣା

ଭୁବନେଶ୍ୱର,୧୩।୧(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ରହିଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଫିସରେ ପଶିଛି କରୋନା। ଗୋଟିଏ ଦିନରେ ବିଏମ୍‌ସିର ୨୨ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିଲାଗି ଗୁରୁବାର ବିଏମ୍‌ସି କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି…

ଏହି କାରଣରୁ ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିଥିଲେ କୋହଲି, ମିଳିପାରେ ଦଣ୍ଡ

କେପ୍‌ଟାଉନ୍‌,୧୩।୧: ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ମଇଦାନରେ ବେଶ ଆକ୍ରାମକ ଥାନ୍ତି। ଏହାକୁ ନେଇ ଅନେକ ଥର ସେ ଦଣ୍ଡିତ ହୋଇଛନ୍ତି। ଏବେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଖେଳାଯାଉଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟରେ…

ବୋଲ୍ଡ କରି ପୁରୁଣା ରାଗର ପ୍ରତିଶୋଧ ନେଲେ ବୁମ୍‌ରା; ପ୍ରଶଂସକ କହିଲେ ଜବରଦସ୍ତ

କେପ୍‌ଟାଉନ୍‌,୧୩।୧: ସ୍ଥାନୀୟ ନ୍ୟୁଲାଣ୍ଡ୍ସ ମଇଦାନରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ବୋଲରଙ୍କ ଦବ୍‌ଦବା ଦେଖିବାକୁ ମିଳିଥିଲା। ପ୍ରଥମ ଇନିଂସ ୨୨୩ରେ ସମାପ୍ତ ହେବା ପରେ ଭାରତୀୟ ଟିମ୍‌ ବୋଲିଂ କରି ଘରୋଇ ଦଳକୁ…

ଶିଶୁଙ୍କ କଷ୍ଟଡି ମାମଲାର ବିଚାରରେ ମାତା-ପିତାଙ୍କ ଅଧିକାର ଅପ୍ରାସଙ୍ଗିକ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୩।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଯେତେବେଳେ ଶିଶୁର ରକ୍ଷଣାବେକ୍ଷଣ ବା କଷ୍ଟଡି ପ୍ରସଙ୍ଗରେ ବିଚାର କରାଯାଇଥାଏ ସେତେବେଳେ ମାତା-ପିତାଙ୍କ ଅଧିକାର ସମ୍ପର୍କରେ କହିବା ଅପ୍ରାସଙ୍ଗିକ। ବିଚାରପତି ଅଜୟ ରସ୍ତୋଗି ଏବଂ ଅଭୟ ଏସ. ଓକାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ…

ଚୁମ୍ବନକୁ ନେଇ ଏମିତି କହିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ବାଣୀ କପୁର ହେଉଛନ୍ତି ଜଣେ। ସୁଶାନ୍ତ ସିଂ ରାଜପୁତଙ୍କ ଫିଲ୍ମରୁ କ୍ୟାରିଅର୍‌ ଆରମ୍ଭ କରିଥିବା ବାଣୀ ପ୍ରାୟ ପ୍ରତ୍ୟେକ ଫିଲ୍ମରେ ବୋଲ୍ଡ ସିନ୍‌ କରିଥାନ୍ତି। ଏବେ ବାଣୀ ତାଙ୍କ ବୋଲ୍ଡ ସିନ୍‌କୁ ନେଇ ଏକ…

ଦୁଇ ଝିଅ ପରେ ତୃତୀୟ ପୋଷ୍ୟ ସନ୍ତାନ ଗ୍ରହଣ କଲେ ସୁସ୍ମିତା ! ପ୍ରଶଂସକ କହିଲେ…

ବମ୍ବେ: ଦୁଇ ଝିଅଙ୍କ ପରେ ଏବେ ଏକ ପୁଅକୁ ପାଳିତ ସନ୍ତାନ ଭାବେ ଗ୍ରହଣ କରିଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ୍‌। ପିଲାମାନଙ୍କ ସହ ତାଙ୍କୁ ନିକଟରେ କିଛି ଫଟୋଗ୍ରାଫର ସ୍ପଟ୍‌ କରିଥିଲେ। ଏବେ କିଛି ଫଟୋ ଭାଇରାଲ ହେବା ପରେ ଏଭଳି…

ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …

ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପ୍ରଥମ ତାଲିକାରେ ୫୦ ପ୍ରତିଶତ ମହିଳାଙ୍କୁ ଟିକଟ ଦିଆଯାଇଛି। ମହିଳାମାନଙ୍କ ନାମ ଘୋଷଣା କରି…

ଏହି ଦେଶରେ ଏବେ ଚାଲିଛି ୨୦୧୩ ମସିହା, କାରଣ ଜାଣିଲେ…

ଦୁନିଆ ଏକ ନୂଆ ବର୍ଷରେ ପାଦ ଦେଇଛି। ଏବେ ଲୋକମାନେ ନୂଆବର୍ଷ ପାଳନ କରିବା ପରେ ନିଜ ନିଜ କାମକୁ ଫେରିଛନ୍ତି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଦୁନିଆରେ ଏପରି ଏକ ଦେଶ ଅଛି; ଯେଉଁଠାରେ ବର୍ତ୍ତମାନ ୨୦୧୩ ମସିହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri