ଅଫ୍ଲାଇନ୍ରେ ହେବ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା, ଅନ୍ଲାଇନ୍ ପରୀକ୍ଷା ଆବେଦନ ଖାରଜ…
ନୂଆଦିଲ୍ଲୀ, ୨୩।୨ : ଦଶମ ଏବଂ ଦ୍ୱାଦଶ ବୋର୍ଡର ଅଫଲାଇନ ପରୀକ୍ଷା ସମ୍ବନ୍ଧରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାୟ ପ୍ରଦାଦ କରିଛନ୍ତି। ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନଲାଇନରେ କରିବାକୁ କୋର୍ଟ ମନା କରି ଦେଇଛନ୍ତି। ବୁଧବାର ଅନୁଷ୍ଠିତ…
ଜଣେ ବ୍ୟକ୍ତିଙ୍କର ୨ଟି ଜନ୍ମ ପ୍ରମାଣପତ୍ର ହୋଇପାରିବ ନାହିଁ…
ନୂଆଦିଲ୍ଲୀ, ୨୩।୨ : ଜଣେ ବ୍ୟକ୍ତିଙ୍କ ୨ଟି ଭିନ୍ନ ଭିନ୍ନ ଜନ୍ମ ପ୍ରମାଣପତ୍ର ହୋଇ ପାରିବ ନାହିଁ। ଏଭଳି କାର୍ଯ୍ୟ କରିବାକୁ ଅନୁମତି ପ୍ରଦାନ କରାଯିବ ନାହିଁ। ବ୍ୟକ୍ତିଙ୍କ ପରିଚୟ କେବଳ ତାଙ୍କର ନାମ ଅବା ମାତାପିତାଙ୍କ ଦ୍ୱାରା ହୋଇ ନଥାଏ।…
ଟିମ୍ ଇଣ୍ଡିଆକୁ ଡବଲ୍ ଝଟ୍କା
ନୂଆଦିଲ୍ଲୀ,୨୩।୨: ଗୁରୁବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ। ଏହା ପୂର୍ବରୁ ଟିମ୍ ଇଣ୍ଡିଆକୁ ଡବଲ୍ ଝଟ୍କା ଲାଗିଛି। ଦଳର ଦୁଇ ଷ୍ଟାର ଖେଳାଳି ଏହି ସିରିଜରୁ ବାଦ ପଡ଼ିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରେ ଦମଦାର ବ୍ୟାଟିଂ କରିଥିବା…
ଘରୁ ପଳାଇଯାଇ ମନ୍ଦିରରେ କରିଥିଲେ ବିବାହ
ବମ୍ବେ: ସ୍କୁଲରେ ପଢ଼ୁଥିବା ବେଳେ ପ୍ରେମରେ ପଡ଼ିଥିଲେ। ପ୍ରେମିକଙ୍କୁ ଜୀବନସାଥୀ କରିବାକୁ ମନସ୍ଥ କରିଥିଲେ। ହେଲେ ପରିବାରଲୋକ ସମ୍ପର୍କକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନ ଥିଲା। ଦୀର୍ଘ ଦେଢ଼ ବର୍ଷ ଧରି ପ୍ରେମିକଙ୍କଠାରୁ ଅଲଗା କରି ରଖିଥିଲେ। ଦେଖିବା ତ ଦୂରର…
ଲିଙ୍ଗଗତ ସମାନତା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ଏହାକୁ ଉପେକ୍ଷା କରାଯାଇ ପାରିବ ନାହିଁ…
ନୂଆଦିଲ୍ଲୀ, ୨୩।୨ : ପ୍ରତିଟି କ୍ଷେତ୍ରରେ ଲିଙ୍ଗଗତ ସମାନତା ଉପଲବ୍ଧ କରାଇବା ଆବଶ୍ୟକ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏହାକୁ ଉପେକ୍ଷା କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ନାଗଲାଣ୍ଡ ପୌରପାଳିକା ନିର୍ବାଚନରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ମାମଲାର…
ରୁଷିଆ ରାଷ୍ଟ୍ରପତିଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ, ମୋଟ ସମ୍ପତ୍ତି ମୂଲ୍ୟ ରହିଛି…
ମସ୍କୋ,୨୩।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ ଭାଗରେ ଥିବା ଦୁଇଟି ଅଞ୍ଚଳକୁ ସ୍ବାଧୀନତା ପ୍ରଦାନ କରିଛନ୍ତି। ପୁଟିନଙ୍କ ଏଭଳି ଘୋଷଣା ପରେ…
୧୫ ଦିନର ପୁଅକୁ ଅପହରଣ କଲେ ବାପା: କାରଣ ଜାଣିଲେ ହେବେ ଭାବପ୍ରବଣ
ଚଣ୍ଡିଗଡ,୨୩।୨:ପଞ୍ଜାବର ଅମ୍ବାଲା ଜିଲାରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ଜଣେ ପିତା ନିଜ ପୁଅକୁ ଅପହରଣ କରିନେଇଛନ୍ତି। ଏନେଇ ସ୍ବାମୀଙ୍କ ବିରୋଧରେ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି ସ୍ତ୍ରୀ। ତେବେ ଘଟଣା ପଛର କାରଣ ଭାବପ୍ରବଣ କରିଦେବ। ଅଭିଯୁକ୍ତ…
ରୁଷିଆ-ୟୁକ୍ରେନ ସମ୍ଭାବ୍ୟ ଯୁଦ୍ଧ ପଛର କାରଣ କହିଲେ ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ,୨୩।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଘନେଇବାରେ ଲାଗିଛି। ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତା ବଢିବାରେ ଲାଗିଛି। ତେବେ ସମ୍ଭାବ୍ୟ ଯୁଦ୍ଧକୁ ନେଇ ଭାରତ ନିରପେକ୍ଷ ରହିବା ସହ କଥାବାର୍ତ୍ତା ମାଧ୍ୟମରେ ସମସ୍ୟାର ସମାଧାନ କରାଯିବା ସପକ୍ଷରେ…
ଭୋଟ ଦେଲେ ମିଳିବ ସ୍ବତନ୍ତ୍ର ଉପହାର
ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ରାଜଧାନୀ ଲକ୍ଷ୍ନୌ ହେଉଛି ଉତ୍ତରପ୍ରଦେଶ ରାଜନୀତିର ପାଓ୍ବାର ସେଣ୍ଟର। ତେଣୁ ଲକ୍ଷ୍ନୌରେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ସ୍ବତନ୍ତ୍ର ଉପହାରର ଘୋଷଣା…
ଅଷ୍ଟ୍ରେଲିଆର ଚେତାବନୀ: ୨୪ ଘଣ୍ଟା ଭିତରେ ଆକ୍ରମଣ ସମ୍ଭବ
ସିଡନୀ,୨୩।୨: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ବୁଧବାର ଚେତାବନୀ ଦେଇଛନ୍ତି। ଏହା ସହିତ ସେ ରୁଷିଆ ବିରୋଧରେ ଅଷ୍ଟ୍ରେଲିଆରୁ ଅନେକ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ ଉପରେ ଏକ…
ଏପର୍ଯ୍ୟନ୍ତ ବିବାହ କରିନାହାନ୍ତି ସଲମାନ: ୨୩୦୦କୋଟି ସମ୍ପତ୍ତିର ଉତ୍ତରାଧିକାରୀ ହେବ କିଏ?
ବଲିଉଡର ଦବଙ୍ଗ ଷ୍ଟାର୍ ସଲମାନ ଖାନଙ୍କ ବିବାହକୁ ଲୋକମାନେ ବର୍ଷ ବର୍ଷ ଧରି ଅପେକ୍ଷା କରଛନ୍ତି। କିନ୍ତୁ ସେ ଅନେକ ଥର ବିବାହ ପ୍ରଶ୍ନକୁ ଏଡାଇ ଯାଇଛନ୍ତି। ସଲମାନଙ୍କ ବିବାହ ବିଷୟରେ କଥାବାର୍ତ୍ତା ହେବା ମାତ୍ରେ ଲୋକଙ୍କ ମନରେ ଏକ ପ୍ରଶ୍ନ…
ହର୍ଷଙ୍କ ହତ୍ୟା ଘଟଣାରେ ଏଯାଏ ୮ଅଭିଯୁକ୍ତ ଗିରଫ: ଗୃହମନ୍ତ୍ରୀ
ବେଙ୍ଗାଲୁରୁ,୨୩।୨: କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କ ହତ୍ୟା ଘଟଣାରେ ଏପର୍ଯ୍ୟନ୍ତ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଏନେଇ କର୍ନାଟକ ଗୃହମନ୍ତ୍ରୀ ଅରାଗା ଜନେନ୍ଦ୍ର ବୁଧବାର ସୂଚନା ଦେଇଛନ୍ତି। ଏହି ମାମଲାରେ ୬ଜଣ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରାଯାଇଥିଲା।…

