Home

ଚାର୍‌ ଧାମ ପରିଯୋଜନା ରାଷ୍ଟ୍ରୀୟ ସୁରକ୍ଷା ପାଇଁ ଗୁରୁୁତ୍ୱପୂର୍ଣ୍ଣ, ସୁପ୍ରିମ୍‌କୋର୍ଟଙ୍କୁ କହିଲେ ସରକାର…

ନୂଆଦିଲ୍ଲୀ,୧୦।୧୧: ଦେଶରେ ଜାରି ରହିଥିବା ଚାର୍‌ ଧାମ ପରିଯୋଜନା ରାଷ୍ଟ୍ରୀୟ ସୁରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହା ଦେଶ ପାଇଁ ଅପରିହାର୍ଯ୍ୟ ହୋଇପଡ଼ିଛି ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କୁ କୁହାଯାଇଛି। ନଚେତ୍‌ ୧୯୬୨ ଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।…

ପୋଲିସ ଗୁଇନ୍ଦା ସୂଚନାଦାତାଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୦ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତଓ୍ବୋଡ଼ାଠାରେ ପୋଲିସର ଗୁଇନ୍ଦା ସୂଚନାଦାତା ସମ୍ବନ୍ଧରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଯବାନ ଜଣଙ୍କ ହେଲେ ଟାଟୁମ ଗ୍ରାମର ବାସିନ୍ଦା ଉମେଶ ମାର୍କମ। ମଙ୍ଗଳବାର ରାତିରେ ଗାଁକୁ କିଛି ମାଓବାଦୀ ଆସି ଉମେଶଙ୍କୁ ହତ୍ୟା କରିଥିଲେ।…

ଅଭିଷେକଙ୍କ ଏହି ଗୁଣ ଦେଖି ପ୍ରେମରେ ପଡିଯାଇଥିଲେ ଐଶ୍ଚର୍ଯ୍ୟା

ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିନେତା ଅଭିଷେକ ବଚ୍ଚନ ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ପାଓ୍ବାରଫୁଲ୍‌ ଦମ୍ପତି। ଦୁହେଁ ଏକାଠି ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି, କିନ୍ତୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ପାଇଁ ଫିଲ୍ମ ‘ଧୁମ’ ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏକ ଫିଲ୍ମର…

କାଟ୍ରିନାଙ୍କ ସିକ୍ରେଟ କହିଲେ ଏହି କ୍ରିକେଟର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ୍‌ଙ୍କ ସିକ୍ରେଟ କହିଛନ୍ତି ଭାରତର ପୂର୍ବତନ କ୍ରିକେଟର ମହମ୍ମଦ କୈଫ୍‌। କାଟ୍ରିନା କୈଫ୍‌ଙ୍କ ସହ ମହମ୍ମଦ କୈଫ୍‌ଙ୍କର କ’ଣ ସମ୍ପର୍କ ଏହି ପ୍ରଶ୍ନ ଲୋକଙ୍କ ମନରେ ସବୁବେଳେ ଆସିଥାଏ। ସୋସିଆଲ ମିଡିଆରେ ମହମ୍ମଦଙ୍କୁ ବହୁତ ଥର…

ସିଙ୍ଘୁ ବର୍ଡରରେ ଫାଶୀ ଦେଇ ଆତ୍ମହତ୍ୟା କଲେ ଆନ୍ଦୋଳନକାରୀ ଚାଷୀ…

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀ-ପଞ୍ଜାବର ସିଙ୍ଘୁ ବର୍ଡରରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ କେନ୍ଦ୍ର ସରକାର ନୂତନ କୃଷି ଆଇନ ବିରୋଧରେ ପ୍ରାୟ ଏକ ବର୍ଷ ଧରି ପ୍ରଦର୍ଶନ ଜାରି ରହିଛି। ବୁଧବାର ଏଠାରେ ଜଣେ ଆନ୍ଦୋଳନକାରୀ ଚାଷୀ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା…

ରାଗିଗଲେ ହରଭଜନ ସିଂ, କହିଲେ ଲଜ୍ଜା

ନୂଆଦିଲ୍ଲୀ,୧୦।୧୧: ଭାରତୀୟ ଭେଟେରାନ ଅଫ ସ୍ପିନର ହରଭଜନ ସିଂ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ଖୋଲାଖୋଲି ଭାବରେ ସମଗ୍ର ବିଶ୍ୱ ସାମ୍ନାରେ ନିଜର ମତ ରଖନ୍ତି। ମଙ୍ଗଳବାର ଟିମ ଇଣ୍ଡିଆର ଚୟନକର୍ତ୍ତାମାନେ ନଭେମ୍ବର ୧୭ରୁ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ…

ଟାର୍ଗେଟ କିଲିଂର କଡ଼ା ଜବାବ ଦେବାକୁ ଜମ୍ମୁ-କଶ୍ମୀର ଗଲେ ୫,୫୦୦ ଯବାନ…

ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଘଟଣାର ବୃଦ୍ଧି ପରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ୍‌) ର ୫୫ କମ୍ପାନୀ ଅର୍ଥାତ୍‌ ୫,୫୦୦ରୁ ଅଧିକ ଅତିରିକ୍ତ କର୍ମଚାରୀଙ୍କୁ ଜମ୍ମୁ-କଶ୍ମୀରକୁ…

ଚାକିରିରୁ ବାହାର କରିଦେଇଥିଲା କମ୍ପାନୀ, ନକଲି ନିଶ ଲଗାଇ ପୁଣି ଇଣ୍ଟରଭ୍ୟୁ ଦେବାକୁ ଗଲେ; ଆଉ ତା’ ପରେ…

ଆମେରିକାର ଏକ କମ୍ପାନୀ ଜଣେ ବ୍ୟକ୍ତିଙ୍କୁ ଚାକିରିରୁ ବାହାର କରିଦେଇଥିଲା। ଯେଉଁ ବ୍ୟକ୍ତିଙ୍କୁ ଚାକିରିରୁ ବାହାର କରିଦେଇଥିଲା ସେ ପୁଣି ନକଲି ନିଶ ଲଗାଇ ଇଣ୍ଟରଭ୍ୟୁ ପାଇଁ ପହଞ୍ଚିଥିଲେ। ଏଥିରେ ସେ ଚୟନ ବି ହୋଇଥିଲେ। ଏହି କଥା ଜଣାପଡ଼ିଥିଲା ଯେତେବେଳେ…

୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା…

ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ସାର୍ବଜନୀକ ଟିକାକରଣ ଜାରି ରହିଛି। ଇତିମଧ୍ୟରେ ୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସୂଚନା ଦେଇଛନ୍ତି। ମାଣ୍ଡଭ୍ୟ ଏକ ବିବୃତ୍ତିରେ କହିଛନ୍ତି ଯେ…

ଆଇଆଇସି କହୁଛି କହି ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଲୁଟିଲେ ଦୁର୍ବୃତ୍ତ

ଗଞ୍ଜାମ,୧୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଆଇଆଇସି କହୁଛି କହି ଜଣେ ଟ୍ରେଡର୍ସମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଠକେଇ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି l ଟ୍ରେଡର୍ସ ମାଲିକ ଆଇଆଇସିଙ୍କୁ ଟଙ୍କା ମାଗିବା ପରେ ଖୋଲିଛି ଠକେଇର ଗୁମର। ଆଇଆଇସି ଶୁଭେନ୍ଦୁ କୁମାର ସାହୁ…

ବିବାହ କଲେ ମଲାଲା

ବର୍ମିଂହାମ,୧୦।୧୧:ନୋବେଲ ଶାନ୍ତି ପୁରସ୍କାର ବିଜେତା ମଲାଲା ୟୁସୁଫଜାଇ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ବର୍ମିଂହାମରେ ଏକ ଛୋଟ ସମାରୋହରେ ତାଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ମଲାଲା ଏକ ଟୁଇଟ୍‌ରେ ଏହି ସୂଚନା ଦେଇଛନ୍ତି। ଟଉଟ୍‌ ଯୋଗେ ସେ ବିବାହର ଫଟୋ ଶେୟାର…

ଜାତିସଂଘ ସୁରକ୍ଷା ପରିଷଦରେ ଚାଇନାକୁ ଟାର୍ଗେଟ କଲା ଭାରତ…

ଜେନେଭା,୧୦।୧୧: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତ ଚାଇନାକୁ ଟାର୍ଗେଟ୍‌ କରିଛି। ଚାଇନାର ନାମ ନ ନେଇ କହିଛି ଯେ, ଜାତୀୟ ପ୍ରାଥମିକତାକୁ ସମ୍ମାନ ଦେବା ସହ ଭାରତ ପାରସ୍ପରିକ ସହଯୋଗ ଏବଂ ନିଜର ବିକାଶ ଧାରାକୁ ଅବ୍ୟାହତ ରଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri