Home

ରୋହିତଙ୍କୁ ଦିଆଗଲା ନେତୃତ୍ୱ

ନୂଆଦିଲ୍ଲୀ,୯।୧୧: ବିରାଟ କୋହଲି ଭାରତୀୟ ଟି୨୦ ଦଳର ଅଧିନାୟକ ପଦ ଛାଡ଼ିବା ପରେ ରୋହିତ ଶର୍ମାଙ୍କୁ ଦିଆଯାଇଛି ଗୁରୁଦାୟିତ୍ୱ। ଆସନ୍ତା ୧୭ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଏଥିଲାଗି ମଙ୍ଗଳବାର ୧୬…

ବିରାଟ କି ବିସିସିଆଇ ନୁହେଁ; ଯିବା ପୂର୍ବରୁ ଏହି ଖାସ୍‌ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଶାସ୍ତ୍ରୀ

ଦୁବାଇ,୯।୧୧: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଭାବେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଟି୨୦ ବିଶ୍ୱକପ୍‌ ୨୦୨୧ ଶାସ୍ତ୍ରୀଙ୍କ ଶେଷ ଟୁର୍ନମେଣ୍ଟ ଥିଲା। ଏଥିରେ ଭାରତ ସେମିଫାଇନାଲ ଦୌଡ଼ରୁ ବାଦ ପଡ଼ିଛି। ତେବେ ମ୍ୟାଚ୍‌ ପରେ ଶାସ୍ତ୍ରୀ ନିଜର ବିଦାୟୀ…

ଅକ୍ଟୋବର ମାସର ଶ୍ରେଷ୍ଠ କ୍ରିକେଟର: ବାଜି ମାରିଲେ ଏହି ଦୁଇ ଖେଳାଳି

ଦୁବାଇ,୯।୧୧: ପାକିସ୍ତାନ ବ୍ୟାଟ୍ସମ୍ୟାନ ଆସିଫ ଅଲି ଏବଂ ଆୟର୍ଲାଣ୍ଡର ଅଲରାଉଣ୍ଡର ଲୌରା ଡେଲାନିଙ୍କୁ ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦର (ଆଇସିସି)ର ଯଥାକ୍ରମେ ଶ୍ରେଷ୍ଠ ପୁରୁଷ ଏବଂ ମହିଳା ଖେଳାଳି ଭାବେ ଚୟନ କରାଯାଇଛି। ପୁରୁଷ ବର୍ଗରେ ଆସିଫ ବାଂଲାଦେଶର…

୨୦୨୨ ଆଇପିଏଲ୍‌ ପୂର୍ବରୁ ଆର୍‌ସିବିର ବଡ଼ ଘୋଷଣା

ବାଙ୍ଗାଲୋର,୯।୧୧: ୨୦୨୨ ଆଇପିଏଲ୍‌ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ପକ୍ଷରୁ କୋଚ୍‌ ପଦ ନେଇ ବଡ଼ ଘୋଷଣା କରାଯାଇଛି। ମଙ୍ଗଳବାର ଆରିସିବି ଆଗାମୀ ଦୁଇ ବର୍ଷ ପାଇଁ ସଞ୍ଜୟ ବାଙ୍ଗରଙ୍କୁ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ତେବେ ମାଇକ…

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି ଚମ୍ପଟ…

ଚାନ୍ଦିପୁର ଗୁପ୍ତ ତଥ୍ୟ ଚୋରି ମାମଲା: ରାଜ୍ୟ-କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଚାନ୍ଦିପୁର ଆଇଟିଆର୍‌ରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

ଓଡ଼ିଶାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ରାଜଧାନୀରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ। ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ରାଜ୍ୟ ଅତିଥି ଭବନ ଯାଇଛନ୍ତି। କିଛି ସମୟ ବିଶ୍ରାମ ନେବା ପରେ ସେ ଲୋକ ସେବା…

‘ଯୋଗୀଙ୍କ ଭଳି ମୋର ବି ପରିବାର ନାହିଁ, ନିଜ ଦମ୍‌ରେ ଲଢିବି ନିର୍ବାଚନ’

ଲକ୍ଷ୍ନୌ, ୯।୧୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଭିନ୍ନ ପାର୍ଟି ପକ୍ଷରୁ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଭାଜପା ଏବଂ ଅନ୍ୟ ଦଳ ଉପରେ କଡ଼ା ଟାର୍ଗେଟ କରିଥିଲେ। ସେ କହିଛନ୍ତି…

ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଗତକାଲି ରାତିରେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ…

ଷ୍ଟେଶନରେ ହଠାତ୍‌ ପହଞ୍ଚି ଚା’ ପିଇଲେ ରେଳ ମନ୍ତ୍ରୀ

ଝାରସୁଗୁଡା ଅଫିସ୍‌,୯।୧୧: ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ସକାଳେ ଝରସୁଗୁଡା ରେଳ ଷ୍ଟେଶନରେ ପହଞ୍ଚି ଯାଞ୍ଚ କରିଛନ୍ତି। ପରେ ଝାରସୁଗୁଡାରେ ଦକ୍ଷିଣ ପୂର୍ବ ରେଳବାଇ ଏବଂ ପୂର୍ବ ତଟ ରେଳବାଇ ର ଅଧିକାରୀଙ୍କ ସହ ଏକ…

ଏ ବର୍ଷ ବି ହେବନାହିଁ ଐତିହାସିକ ବାଲିଯାତ୍ରା

କଟକ ଅଫିସ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା ପ୍ରଶାସନ ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଏନେଇ କଟକ ଜିଲାପାଳ ଭବାନୀ ଶଙ୍କର…

ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ପ୍ରଥମ ସ୍ବାସ୍ଥ୍ୟ ସମସ୍ୟା, ଆଗକୁ ନୂଆ ବିପଦ…

ଓଟଓ୍ବା,୯।୧୧: ଜଳବାୟୁ ପରିବର୍ତ୍ତନ ଯେ କେତେଦୂର ଭୟାବହ ତାହାର ପ୍ରମାଣ ଏବେ ଦେଖାଯିବା ଆରମ୍ଭ ହେଲାଣି। କାନାଡାର ଜଣେ ୭୦ ବର୍ଷ ବୟସ୍କା ଜଣେ ମହିଳା ଜଳବାୟୁ ପରିବର୍ତ୍ତନ ଯୋଗୁ ସ୍ବାସ୍ଥ୍ୟଗତ ସମସ୍ୟାରେ ପଡ଼ିଛନ୍ତି। ଏହା ପୃଥିବୀର ପ୍ରଥମ ଜଳବାୟୁ ପ୍ରଭାବିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri