Home

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ ସୂଚନା ଅନୁସାରେ, ଏଥର IPL ଅକ୍ସନ ଭାରତରେ ହିଁ ଆୟୋଜିତ ହେବ ।…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ କୂଳରେ ଏବେ ଦେଖିବାକୁ ମିଳିଛି ଅପରୂପ ଶୋଭା। ନଦୀ ତୁଠରେ ଧାଡ଼ି ଧାଡ଼ି…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ପୀଠକୁ ଲାଗି ରହିଥିବା ପାହାଡ଼…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା ହ୍ରଦର ଜଳସ୍ତର ବୃଦ୍ଧି ପାଇ ଅଖାପାଖ ଅଞ୍ଚଳରେ ଜଳବନ୍ଦୀ ହେବା ପରିସ୍ଥିତି ସୃଷ୍ଟି…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର ପରିମାଣ ବହୁତ ଅଧିକ ରହିବ । ଦୁଇ ଦିନ ହେଲା ବର୍ଷା ହେଉଛି,…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର ମ୍ୟାଚ ସେପ୍ଟେମ୍ବର ୨୮ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ, ସୂର୍ଯ୍ୟବଂଶୀ ଆଫଗାନିସ୍ତାନ…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି ସମୟରେ ଜିଲାରେ ୪୬୧ ମିମି ବର୍ଷା ହୋଇଥିବାବେଳେ ଭବାନୀପାଟଣା ବ୍ଳକରେ ସର୍ବାଧିକ ୬୨ମିମି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ୨୦୨୭ ଦିନିକିଆ ବିଶ୍ୱକପରେ ଏହି ଦୁଇ କିମ୍ବଦନ୍ତୀ ଖେଳାଳିଙ୍କ ଅଂଶଗ୍ରହଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ବର୍ଷର ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ ଭାବେ ଚର୍ଚ୍ଚାର ବିଷୟ। ପାକିସ୍ତାନ କ୍ରିକେଟ୍ ଟିମ୍‌ର ବୋଲିଂ କୋଚ୍ ଏସଲି ନୋଫକେ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ ମଧ୍ୟ ହେଉଛି। ପ୍ରବଳ ବର୍ଷା ଫଳରେ ଗୁଣ୍ଡୁରା ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ବର୍ଷାଜଳ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ ନେବେ। ତେବେ ଜାହିରଙ୍କ ନିଯୁକ୍ତିକୁ ନେଇ ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?