Home

ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ,୧୧।୧: ଏବେ ଦେଶରେ କରୋନା ମାମଲା ବଢି ବଢି ଚାଲିଛି। କରୋନା ଦ୍ୱାରା ଅନେକ ନେତା ମଧ୍ୟ ଆକ୍ରାନ୍ତ ହେଉଛନ୍ତି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରେ ଏବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ କରୋନାରେ ଆକ୍ରାନ୍ତ…

ପୁଣି ବାଲାଷ୍ଟିକ୍‌ ମିଶାଇଲ୍‌ ପରୀକ୍ଷଣ କଲା ଉତ୍ତର କୋରିଆ

ପ୍ୟୋଙ୍ଗୟଙ୍ଗ,୧୧।୧: ୨୦୨୨ର ପ୍ରଥମ ସପ୍ତାହରେ ପୁଣି ଥରେ ଉତ୍ତର କୋରିଆ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଜାପାନର ତଟରକ୍ଷୀଙ୍କ ଅନୁଯାୟୀ, ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଦେଶ ମଧ୍ୟ ମଙ୍ଗଳବାର ଆଉ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି।…

ତାମିଲନାଡ଼ୁରେ ‘ଜାଲ୍ଲିକାଟ୍ଟୁ’କୁ ଅନୁମତି

ଚେନ୍ନାଇ, ୧୧ା୧:କୋଭିଡ୍‌ ସଂକ୍ରମଣ ବୃଦ୍ଧି ମଧ୍ୟରେ ତାମିଲନାଡ଼ୁ ସରକାର ସୋମବାର ଜାଲ୍ଲିକାଟ୍ଟୁ (ଷଣ୍ଢକୁ କାବୁ କରିବା ପ୍ରତିଯୋଗିତା)କୁ ଅନୁମତି ଦେଇଛନ୍ତି। ପ୍ରତିବର୍ଷ ଜାନୁୟାରୀରେ ପୋଙ୍ଗଲ ସମୟରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥାଏ। କରୋନା ଗାଇଡ୍‌ଲାଇନ ମଧ୍ୟରେ ଜାଲ୍ଲିକାଟ୍ଟୁ ଆୟୋଜନ ପାଇଁ ରାଜ୍ୟ…

ରୋଗ ପ୍ରତିରୋଧକ ଶକ୍ତିକୁ ଦ୍ୱନ୍ଦ୍ୱରେ ପକାଉଛି ଫାଷ୍ଟ ଫୁଡ୍‌

ଲଣ୍ଡନ, ୧୧ା୧:ଜୀବାଣୁ, ଭୂତାଣୁ ସହ ଲଢ଼ି ଆମକୁ ସୁସ୍ଥ ରଖିବାରେ ଇମ୍ୟୁନୋ ସିଷ୍ଟମ ବା ରୋଗ ପ୍ରତିରୋଧକ ଶକ୍ତି କାମ କରିଥାଏ। ଆମେ ପ୍ରତିଦିନ କୋଟି କୋଟି ସଂଖ୍ୟାରେ ରୋଗ ସୃଷ୍ଟିକାରୀ କାରକର ସାମ୍‌ନା କରୁଥିଲେ ହେଁ ଇମ୍ୟୁନୋ ସିଷ୍ଟମ ଯୋଗୁ…

ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୦.୮୨ କୋଟି, ଚାଇନାର ଆଉ ଏକ ସହରରେ ଲକଡାଉନ

ୱାଶିଂଟନ/ଲଣ୍ଡନ/ବେଜିଂ,୧୧ ।୧: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ସଂକ୍ରମଣକୁ ଦେଖିଲେ ଗତ ୨୪ ଘଣ୍ଟାରେ ୧୮.୫ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୩,୪୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ଏବେ ସାରା…

୨ ବର୍ଷରେ ଇବ୍‌ ନଦୀ ଉପରେ ହେବ ୨ ବ୍ୟାରେଜ

ଭୁବନେଶ୍ୱର,୧୧ା୧(ବ୍ୟୁରୋ)”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ କୋପସିଙ୍ଗା ଓ କୁଡ଼ାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍‌ ନଦୀ ଉପରେ ନିର୍ମାଣ ହେବାକୁ ଥିବା ୨ଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟ ଆସନ୍ତା…

ପଞ୍ଚାୟତ ନିର୍ବାଚନ: ବିଜେଡିର ହଁ, ବିରୋଧୀଙ୍କ ନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଜ୍ୟ ନିର୍ବାଚନ କମିଶନର (ଏସ୍‌ଇସି) ଭୋଟଗ୍ରହଣ ତାରିଖ ଘୋଷଣା ପୂର୍ବରୁ ଶନିବାର ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିବା ବେଳେ ସୋମବାର ବିଭିନ୍ନ ରାଜନୈତିକ ଦଳର ମତାମତ ଲୋଡ଼ିଛନ୍ତି। କେବଳ…

ପ୍ରଥମଦିନରେ ୯ଲକ୍ଷ ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ ନେଲେ କରୋନା ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ ଡୋଜ ଟିକାକରଣ ଆରମ୍ଭ କରାଯାଇଛି । ପ୍ରଥମଦିନ ବରିଷ୍ଠ ନାଗରିକ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ…

ଇତିହାସ ରଚିବାକୁ ପଡ଼ିଆକୁ ଓହ୍ଳାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

କେପଟାଉନ,୧୦।୧:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜର ପ୍ରଥମ ମ୍ୟାଚ ଜିତିଛି ଏବଂ ଦ୍ୱିତୀୟ ମ୍ୟାଚ ଦକ୍ଷିଣ ଆଫ୍ରିକା ଜିତିଛି। ତୃତୀୟ ମ୍ୟାଚ୍‌ ଦୁଇ ଦଳ…

ହାତ ଛାଡି ସାଇକେଲ ଚଢିବେ ଇମ୍ରାନ

ଲକ୍ଷ୍ନୌ,୧୦।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଲାଗିଛି। କଂଗ୍ରେସର ରାଷ୍ଟ୍ରୀୟ ସଚିବ ଥିବା ସାହାରନପୁରର ଇମ୍ରାନ ମାସୁଦ ଏବେ ଦଳ ଛାଡି ସମାଜବାଦୀ ପାର୍ଟି(ଏସପି)ରେ ଯୋଗଦେବାକୁ ଘୋଷଣା କରିଛନ୍ତି। ଅମ୍ବାଲା ରୋଡରେ ଥିବା ତାଙ୍କ ବାସଭବନରେ ଆୟୋଜିତ…

ଧୋନୀଙ୍କ ଗୋଟିଏ ଉପଦେଶକୁ ମନେ ପକାଇଲେ କୋହଲି

କେପଟାଉନ୍‌,୧୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜର ଶେଷ ମ୍ୟାଚ ପୂର୍ବରୁ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ ସେ କେପଟାଉନ ଟେଷ୍ଟ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ଫିଟ ବୋଲି କହିଥିଲେ।…

୩ ବର୍ଷ କ୍ୟାରିୟର୍‌ରେ ମାତ୍ର ୪ ରନ୍‌ କରିଛନ୍ତି ଏହି କ୍ରିକେଟର୍‌, ତଥାପି ଦଳରେ ପାଇଛନ୍ତି ସ୍ଥାନ

ଖ୍ରୀଷ୍ଟଚର୍ଚ୍ଚ,୧୦।୧: ବାଂଲାଦେଶ କ୍ରିକେଟର୍‌ ଇବାଦତ ହୁସେନ ନିକଟରେ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଏହି କାରଣରୁ ନ୍ୟୁଜିଲାଣ୍ଡକୁ ଟେଷ୍ଟରେ ପରାସ୍ତ କରିବାରେ ବାଂଲାଦେଶ ଦଳ ସଫଳ ହୋଇଥିଲା। ଏବେ ଦ୍ରୁତ ବୋଲର ଇବାଦତ ସୋମବାର ବ୍ୟାଟ୍ସମ୍ୟାନ ଭାବରେ ଏକ ଲଜ୍ଜାଜନକ ରେକର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri