Home

ଡାଇବେଟିସ୍‌ ବଡ଼ କାରଣ ହୋଇପାରେ ଏହି କାମ: ହୋଇଯାନ୍ତୁ ସତର୍କ

ଧୂମ ପାନ ଏଭଳି ଏକ ଅଭ୍ୟାସ ଯାହା ସାମୟିକ ଆନନ୍ଦ ଦେଲେ ମଧ୍ୟ ପରୋକ୍ଷରେ କେତେକ ପ୍ରମୁଖ ରୋଗର କାରଣ ସାଜିଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି ଯେ, ନିୟମିତ ଧୂମପାନ କରୁଥିବା ବ୍ୟକ୍ତି ଭବିଷ୍ୟତରେ…

ବିମାନ ବନ୍ଦରରେ ପହଞ୍ଚିଥିବା ସୁନ୍ଦରୀ ମହିଳାଙ୍କ ଅନ୍ତବସ୍ତ୍ରରୁ ମିଳିଲା ଏମିତି ଜିନିଷ ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୮।୭: ଆମେରିକାର ମିଆମି ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଶ୍ଚର୍ଯ୍ୟକର ଘଟଣା ଘଟିଛି, ଯାହା ସାରା ବିଶ୍ୱରେ ଆଲୋଚନା ହେଉଛି। ଫ୍ଲୋରିଡାର ଜଣେ ମହିଳା ଖୁବ ସୁନ୍ଦର ପୋଷାକ ପିନ୍ଧି ବିମାନବନ୍ଦରରେ ପହଞ୍ଚିଥିଲେ। ଯେତେବେଳେ ସେ ଯାଞ୍ଚ ପ୍ରକ୍ରିୟା ଦେଇ ଯାଉଥିଲେ, କର୍ମଚାରୀମାନେ…

ନୀରୋଗ ଜୀବନ ଅନ୍ତରାଳେ…

”ମାଟିରେ ପ୍ରକୃତିର ସବୁଠୁ ବଡ଼ ଔଷଧୀୟ ଗୁଣ ଅଛି । ଏହି ମାଟି ମଧ୍ୟରୁ ହଳଦିଆ ମାଟି ଭଲ । ଏଭଳି ମାଟି ପଟି ବ୍ୟବହାର କଲେ ତାହା ଭୋକ ବଢ଼ାଏ। ଏପରିକି ପେଟ ରୋଗରୁ ଉପଶମ ଦେବା ସହ ମଧୁମେହକୁ…

ଭାଜପା ନଗର ସଭାନେତ୍ରୀଙ୍କ ପରଲୋକ: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଶୋକର ଛାୟା

ଭବାନୀପାଟଣା,୨୮।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଭାଜପା ନଗର ମହିଳା ମୋର୍ଚ୍ଚା ସଭାନେତ୍ରୀ ଗୀତାଞ୍ଜଳୀ ସାହୁ(୪୮)ଙ୍କ ରବିବାର ବିଳମ୍ବିତ ରାତ୍ରିରେ ପରଲୋକ ହୋଇଯାଇଛି। ଗତ କିଛି ମାସ ହେଲା ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ରବିବାର ବିଳମ୍ବିତ…

ଉଚ୍ଚଶିକ୍ଷା ବିଭାଗର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଅଶ୍ଲୀଳ ଭିଡିଓ ଭାଇରାଲ୍‌

ଭୁବନେଶ୍ବର,୨୮।୭: ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ଫଳରେ ୪ ତାରିଖରୁ ଅଶ୍ଲୀଳ ଓ ବେଟିଙ୍ଗ ଭିଡ଼ିଓ ସବୁ ଅପଲୋଡ଼ ହୋଇଛି। ତେବେ କିଏ ହ୍ୟାକର ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି। ସେନେଇ ତଦନ୍ତ ଚାଲିଛି।

କିଡ୍‌ନୀକୁ ସୁସ୍ଥ ରଖିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଟିପ୍ସ

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ଦୈନନ୍ଦିନ ଜୀବନରେ ଆମେ ଯେତେ ବ୍ୟସ୍ତ ରହିଲେ ମଧ୍ୟ କିଡ୍‌ନୀ କିପରି ସୁସ୍ଥ…

ଭୋରୁ ଭୋରୁ ଆସିଲା ଦୁଃଖଦ ଖବର, ମନସା ଦେବୀ ମନ୍ଦିର ପରେ ବାରବାଙ୍କି ମନ୍ଦିରରେ ଦଳାଚକଟା ୨ ମୃତ

ବାରବାଙ୍କି,୨୮।୭: ଉତ୍ତରାଖଣ୍ଡର ହରିଦ୍ୱାର ଜିଲାର ମନସା ଦେବୀ ମନ୍ଦିରରେ ଦଳାଚକଟା ଘଟଣାର ଠିକ ପରଦିନ, ଶ୍ରାବଣ ମାସର ତୃତୀୟ ସୋମବାରରେ ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରାବଣ ମାସର ତୃତୀୟ ସୋମବାର ଅବସରରେ, ପୌରାଣିକ ଐସାନେଶ୍ୱର…

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳପତ୍ତନ: ୨୦ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଜଳ ନିଷ୍କାସନ ଜାରି

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର):ଉପରମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଉଛି। ୨୦ଟି ସୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଜାରି ରହିଛି। ଶନିବାର ରାତି ସାଢ଼େ ୯ଟା ସୁଦ୍ଧା ହସ୍ତଗତ ହୋଇଥିବା ଖବର ଅନୁସାରେ ଜଳଭଣ୍ଡାରର ଜଳପତ୍ତନ…

ହେପାଟାଇଟିସ୍‌ ଓ ଯକୃତ କର୍କଟ

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ହେପାଟାଇଟିସ୍‌ ବିପକ୍ଷରେ ଲୋକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ପ୍ରତିବର୍ଷ ଜୁଲାଇ ୨୮ ତାରିଖରେ ବିଶ୍ୱ ହେପାଟାଇଟିସ୍‌ ଦିବସ ପାଳନ କରିଆସୁଛି। ବିଶ୍ୱବ୍ୟାପୀ ଏହି ଦିବସ ପାଳନ ହୋଇଥାଏ। ପ୍ରତିବର୍ଷ ପରି ଚଳିତ ବର୍ଷର ବାର୍ତ୍ତା ରହିଛି ‘ହେପାଟାଇଟିସ୍‌…

ଜାତିଭିତ୍ତିକ ଜନଗଣନା: ଆଶା ଓ ସଂଶୟ

ଶେଷରେ କେନ୍ଦ୍ର ସରକାର ଦେଶରେ ଜାତିଭିତ୍ତିକ ଜନଗଣନା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଏକ ଅପ୍ରତ୍ୟାଶିତ ଘୋଷଣା। କାରଣ ପୂର୍ବରୁ କେନ୍ଦ୍ର ସରକାର ଜାତିଭିତ୍ତିକ ଜନଗଣନା ସପକ୍ଷରେ ନାହାନ୍ତି ବୋଲି ଘୋଷଣା କରିଥିଲେ ଓ ସାଧାରଣ ଜନତା ଭାବି ନେଇଥିଲେ…

Googleର ବଡ଼ ଘୋଷଣା: ଅଗଷ୍ଟ ୨୫ରୁ ବନ୍ଦ ହୋଇଯିବ ଏହି ସର୍ଭିସ, ଜାଣନ୍ତୁ ୟୁଜର୍ସ କରିବେ କ’ଣ

ନୂଆଦିଲ୍ଲୀ,୨୮।୭: ଲମ୍ବା ଲିଙ୍କଗୁଡ଼ିକୁ ଛୋଟ ଏବଂ ଶେୟାର କରିବା ସହଜ କରିବା ପାଇଁ ଡିଜାଇନ କରାଯାଇଥିବା ଗୁଗଲର ବହୁତ ଲୋକପ୍ରିୟ ସେବା ଗୁଗଲ URL ସର୍ଟନର ଏବେ ଅଗଷ୍ଟ ୨୫, ୨୦୨୫ ରୁ ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। ଯଦିଓ ଗୁଗଲ ୨୦୧୮ରେ…

କାମ୍ବୋଡିଆ-ଥାଇଲାଣ୍ଡ

କିଛି ବର୍ଷ ହେବ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଯୁଦ୍ଧ ଓ ସଂଘର୍ଷ ଲାଗି ରହିଛି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଚାଲିଥିବା ବେଳେ ମଧ୍ୟପ୍ରାଚ୍ୟରେ ଇସ୍ରାଏଲ-ହମାସ ଓ ପରେ ଇସ୍ରାଏଲ-ଇରାନ ଯୁଦ୍ଧ ନୂଆ ସମୀକରଣ ସୃଷ୍ଟି କରିଛି। ଭାରତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri